-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ପକ୍ଷରୁ ମା ସୁରେଶ୍ୱରୀ ଙ୍କ ମନ୍ଦିର ରେ ସଫେଇ ଅଭିଯାନ, ବିଶ୍ୱ ଶାନ୍ତି ପାଇଁ ପ୍ରାର୍ଥନା ଓ ପଲିଥିନମୁକ୍ତ ଅଭିଯାନ ପାଇଁ ପ୍ରସ୍ତୁତି

13-Mar-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଆଜି   ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା  ପକ୍ଷରୁ  ସଫେଇ ଅଭିଯାନ  ଓ  ବିଶ୍ୱ ଶାନ୍ତି ଲାଗି ସାମୁହିକ ପ୍ରାର୍ଥନା କରାଯାଇଥିଲା l ସେହିପରି  ଗତ 6 ତାରିଖ ରବିବାର ଦିନ ସୁବର୍ଣ୍ଣପୁର ପଟାଭାଡ଼ି ସ୍ଥିତ ଶ୍ରୀ ରାମଜୀ ମନ୍ଦିର ପ୍ରାଙ୍ଗଣରେ ସଫେଇ ଅଭିଯାନ ଓ ବିଶ୍ୱ ଶାନ୍ତି ପ୍ରତିଷ୍ଠା  ସକାଶେ ବିଶ୍ୱ ଶାନ୍ତି ମନ୍ତ୍ର ପଠନ ସହିତ  ସାମୁହିକ ପ୍ରାର୍ଥନା କରାଯାଇଥିଲା । ସମଗ୍ର ବିଶ୍ବରେ ମାନବ ସମାଜକୁ  ବର୍ତମାନ ବ୍ୟଥିତ କରିଥିବା  ଋଷ ଓ ୟୁକ୍ରେନ ଯୁଦ୍ଧ ର  ସମାପ୍ତି  ଓ ଦେଶ ତଥା ପୃଥିବୀ  ରେ ଶାନ୍ତି ପ୍ରତିଷ୍ଠା ଓ ସେଠାରେ ଫସି  ରହିଥିବା  ବିଭିନ୍ନ ଦେଶ ର ଛାତ୍ର ଛାତ୍ରୀ ଙ୍କୁ  ସୁରକ୍ଷିତ ଉଦ୍ଧାର  ଲକ୍ଷ ନେଇ ଆଜି  ସୁବର୍ଣ୍ଣପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀ ଙ୍କ ମନ୍ଦିର ରେ ମଧ୍ୟ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଏହି କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା l ସଭାପତି ଶ୍ରୀ ଲଷ୍ମୀ ନାରାୟଣ ମେହେର ଙ୍କ ପରାମର୍ଶ କ୍ରମେ ଶ୍ରୀ  ଅଶୋକ ହୋତା  ଙ୍କ  ନେତୃତ୍ୱ,  ନିଉ ରିଜର୍ଭ ଇନ୍ସପେକ୍ଟର ଶ୍ରୀ ପ୍ରଦ୍ୟୁମ୍ନ କୁମାର ପଟେଲ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଓ  ମନୋରଞ୍ଜନ

ତ୍ରିପାଠୀ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଆଜିର ଏହି କାର୍ଯ୍ୟକ୍ରମ ରେ , କୃଷ୍ଣ ଚନ୍ଦ୍ର ବିଶି, ରାମ ଚନ୍ଦ୍ର ଆଗ୍ରୱାଲା, ତରଣୀ ମେହେର, ଲଡ଼ୁକିଶୋର ମଲ୍ଲିକ, ମନୋଜ ପଣ୍ଡା, ,ଅମର ଭୁତ, ପ୍ରମୋଦ ସାହୁ , ଦିଲୀପ ଭୁକ୍ତା,  ସିମlଞ୍ଚଳ ହୋତା, , ପ୍ରତାପ ଦାଶ,  ତ୍ରିଲୋଚନ ତରିଆ, କ୍ରିଷ୍ଣା ମେହେର,, ଦିଲ୍ଲୀପ ଭୁକ୍ତା, ଗୋକୁଳ ଠାକୁର,ଜୟ ନାରାୟଣ ସାହୁ ପ୍ରମୁଖ ଯୋଗ ଦେଇ ଥଲେ l ପ୍ରକାଶ ଥାଉ କି ଯେ ଆସନ୍ତ 20 ତାରିଖ ରବିବାର ଦିନ ସୁବର୍ଣ୍ଣପୁର ର ନୂତନ ଏସପି ଶ୍ରୀ ଅମ୍ବରୀଶ ପଣ୍ଡା ଙ୍କ ପରାମର୍ଶ 

ଓ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ  ଶୁଭ୍ରାଂଶୁ ରୁଟ ଉଭୟ  ଙ୍କ ଉପସ୍ଥିତି  ରେ ରିଜର୍ଭ ଇନ୍ସପେକ୍ଟର ଶ୍ରୀ ପଟେଲ ଓ ସ୍ୱଚ୍ଛ ଭାରତ କୋଡିନେଟର ମନୋରଞ୍ଜନ ତ୍ରିପାଠୀ ଙ୍କ ସଂଯୋଜନା ରେ ସ୍ଥାନୀୟ ବୁଢାରକା ଛକ ଠାରୁ ବ୍ଲକ ଛକ ଯାଏ  ପଲିଥିନ ମୁକ୍ତ ସହର ପାଈଁ ଏକ ସଚେତନତା କାର୍ଯ୍ୟକ୍ରମ କରାଯିବ l ଏଥିରେ ସ୍ୱଚ୍ଛ ଭାରତ,ପଏଁରୀ, ରକ୍ତ ଦାତା ସଂଘ, ଯୋଗାଳୟ, କଲେଜ ଏନ ସି ସି  ସମେତ ବିଭିନ୍ନ ସ୍ବେଛାସେବୀ ସଂଗଠନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି l.


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like