-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ରାଜନୀତି

ଚର୍ଚ୍ଚିତ ଚେହେରା ମନ୍ତ୍ରୀ ସୁଶାନ୍ତ ସିଂ ଆଜି ପୁଣି ବରଗଡ ଜିଲ୍ଲାପରିଷଦ କୁ କବଜା କଲେ, ବିଜେଡି ଶ୍ରୀମତୀ ମାନିନୀ ଭୋଇ ହେଲେ ଅଧ୍ୟକ୍ଷା

13-Mar-2022



ବରଗଡ:- ଗତ ୨୨.୦୨.୨୦୨୨ ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ର ଚତୁର୍ଥ ପର୍ଯ୍ୟାୟର ମତଦାନ ସମୟ ରେ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଦେଇଥିବା ବୟାନ ଟି ସତରେ ପରିଣତ ହୋଇଛି ।ସାରା ବରଗଡ଼ ଜିଲ୍ଲା ଗ୍ରସ୍ତ କରି ଯାହା ସେ ଆକଳନ କରିଥିଲେ ତାହା ସତରେ ପରିଣତ ହୋଇଛି ।ସେ କହିଥିଲେ ଯେ,ସାରା ବରଗଡ଼ ଜିଲ୍ଲା ରେ ବିଜୁଜନତା ଦଳ ର

ସମସ୍ତ ପ୍ରାର୍ଥୀ/ପ୍ରାର୍ଥିନୀ ମାନେ ବିଜୟ ବାନା ଉଡ଼ାଇ ବାଜିମାତ କରିବେ ।ସରପଞ୍ଚ ପଦବୀ ଠୁ ଆରମ୍ଭ କରି ସମସ୍ତ ପଞ୍ଚାୟତ ସମିତି, ଏପରି କି ଆଜିର ଅନୁଷ୍ଠିତ ଜିଲ୍ଲାପରିଷଦ ଅଧ୍ୟକ୍ଷା ପଦବୀ ମଧ୍ୟ ଦଖଲ କରିବାରେ ସକ୍ଷମ ହୋଇ, ଆମ ସମର୍ଥିତ ପ୍ରାର୍ଥୀ ମାନେ ଅଧ୍ୟକ୍ଷ/ଅଧ୍ୟକ୍ଷା ପଦବୀ ଚୈାକି ଦଖଲ କରିବେ ବୋଲି ଦେଇଥିବା ମନ୍ତବ୍ୟ ସତରେ ପ୍ରତିଫଳନ ହେଲା ତ୍ରୀସ୍ତରୀୟ ନିର୍ବାଚନ ୨୦୨୨ ରେ । ରାଜନିତୀ ଗୋଟି ଚାଳନା ରେ ମାହିର ସୁଶାନ୍ତ ବାବୁ ଙ୍କ ଦୂରଦୃଷ୍ଟି, କର୍ମୀମାନଙ୍କ ସହିତ ଭଲବ୍ୟବହାର, ନିଃସହାୟ ଲୋକଙ୍କୁ ଅସମୟ ସମୟରେ ସାହାଯ୍ୟ କରିବା,ବିଜୁ ଜନତା ଦଳ ର ସଂଗଠନ କୁ ତୃଣମୂଳ ସ୍ତରରୁ ପ୍ରାଧାନ୍ୟ ଦେଇ ଅଗ୍ରସର ପଥେ ଆଗେଇ ଚାଲିଛନ୍ତି ଆଗକୁ.....ଆଗକୁ ।ଏପରିପ୍ରେକ୍ଷୀରେ ଆଜି ଅନୁଷ୍ଠିତ ହୋଇଥିବା ବରଗଡ ଜିଲ୍ଲାପରିଷଦ ଅଧ୍ୟକ୍ଷା ଭାବେ ବିଜେପୁର ବ୍ଳକ ର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ ନିର୍ବାଚିତ ହୋଇଛନ୍ତି ।୩୪ ଆସନ ବିଶିଷ୍ଟ ବରଗଡ ଜିଲ୍ଲାପରିଷଦ ମଧ୍ୟରୁ ୨୭ ଟି ଜୋନ କୁ ବିଜୁଜନତା ଦଳ ହାତେଇବାରେ ସକ୍ଷମ ହୋଇଥିବାବେଳେ, ଭାରତୀୟ ଜନତା ପାର୍ଟି କୁ ମାତ୍ର ୭ ଟି ଜୋନ ଦଖଲ କରି ସନ୍ତୁଷ୍ଟ ହେବାକୁ ପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like