-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଦେବକୀ ସାହୁ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିର୍ବାଚିତା :  ବିଜେଡି ଦଳ ଭିତରେ ଶେଷମୁହୂର୍ତ୍ତ ପର୍ଯ୍ୟନ୍ତ ଅଙ୍କକଷା  ! ଦ୍ବୟୋର୍ବିବାଦେ ତୃତୀୟସ୍ୟ ଲାଭ  ?

13-Mar-2022



ବଲାଙ୍ଗୀର: (ମଳୟ ମିଶ୍ରଙ୍କ ରିପୋର୍ଟ): ସବୁ କଳ୍ପନାଜଳ୍ପନାର ଅନ୍ତଘଟାଇ ଶେଷମୁହୂର୍ତ୍ତରେ ବିଜେଡି ସମର୍ଥିତା ୧ ନମ୍ବର ଯୋନ୍ ଆଗଲପୁରର ଦେବକୀ ସାହୁ ବଲାଙ୍ଗୀର ଜିଲ୍ଲାପରିଷଦ ଅଧ୍ୟକ୍ଷା ଭାବେ ନିର୍ବାଚିତା ହୋଇଛନ୍ତି । ଚଳିତ ତ୍ରିସ୍ତରୀୟପଞ୍ଚାୟତ ନିର୍ବାଚନରେ ଜିଲ୍ଲାର ମୋଟ ୩୪ ଟି ଜିଲ୍ଲାପରିଷଦ ଆସନ ମଧ୍ୟରୁ ୨୪ଟି ଆସନ ଜିତି ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ବିଜେଡିର ଏହି ପ୍ରାର୍ଥିନୀଙ୍କ ମୁଣ୍ଡରେ ହାତୀ ସୁନାକଳସ ଢାଳିଲା । ଏହାପୂର୍ବରୁ ବିଜେଡିର ମନ୍ତ୍ରୀ ଟୁକୁନୀ ସାହୁଙ୍କ ଅନୁଗତା ଓ ରାଜପରିବାରର ଅନୁଗତ ଜଣେ ଯୁବ କର୍ମକର୍ତ୍ତାଙ୍କ ପତ୍ନୀଙ୍କ ସମେତ ଲୋଇସିଂହା ଅଞ୍ଚଳର ଅନ୍ୟଜଣେ ଜି

 ପରିଷଦ ସଦସ୍ୟାଙ୍କ ନାଁ' ଶେଷପର୍ଯ୍ୟନ୍ତ ଚର୍ଚ୍ଚାରେ ରହିଥିଲା । ଏହି ଆସନଟି ପୁଣିଥରେ ଆଗଲପୁର ବାଜି ମାରିନେଲା । କାରଣ ଗତଥର ବିଜେପିରୁ ଆଗଲପୁର ଅଞ୍ଚଳର ଏହି ଯୋନ୍ ରୁ ହିଁ ସଂରକ୍ଷିତ ମହିଳା ଆସନରେ ଅଧ୍ୟକ୍ଷା ରହିଥିଲେ । ଏଥର ଏଇ ଆସନଟି ସାଧାରଣ ବର୍ଗର ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି ।

ଶ୍ରୀମତୀ ସାହୁ ବାବୁ ଫାସଡ ପଞ୍ଚାୟତର ପୂର୍ବତନ ସରପଞ୍ଚ  ଓ ସମାଜସେବିକା ଅଟନ୍ତି । ତାଙ୍କୁ ଏହି ପଦ ମିଳିବାରେ ଜିଲ୍ଲାରେ ଥିବା ଦଳର ଅନ୍ତର୍ବିବାଦର ସମାଧାନ ହେବା ସହିତ ଜିଲ୍ଲାର ନିର୍ବାଚନ ସଂଗଠନ ଦାୟିତ୍ୱରେ ଥିବା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଙ୍କର ପ୍ରଭାବ ଏବଂ ପୂର୍ବତନ ମନ୍ତ୍ରୀ ଯୋଗେନ୍ଦ୍ର ବେହେରାଙ୍କ କନିଷ୍ଠ ପୁତ୍ର ଯୁବବିଜେଡିନେତା ତଥା ଲୋଇସିଂହା ବିଧାନସଭା ଆସନ ପ୍ରତ୍ୟାଶୀ ନିହାର ରଞ୍ଜନ ବେହେରାଙ୍କ ପତିଆରା ବୃଦ୍ଧି ପାଇଲା ବୋଲି କୁହାଯାଉଛି । ତାଙ୍କୁ ଜିଲ୍ଲାର ବିଭିନ୍ନ ଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like