-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ରେଙ୍ଗାଲି କ୍ୟାମ୍ପ ରେ ସଡକ ଦୁର୍ଘଟଣା ରେ ଜଣେ ମୃତ

13-Mar-2022



ବରଗଡ:-ବେପରୁଆ ଭାବେ ଗାଡି ଚାଳନା ପାଇଁ ପ୍ରାୟତଃ ସବୁଦିନ ରାସ୍ତା କୁ ନେଇ ଅନେକ ଛୋଟ ବଡ଼ ଦୁର୍ଘଟଣା ଘଟିବା ଏକ ନିତିଦିନିଆ ଘଟଣା ହୋଇଥିବାବେଳେ, ସଡ଼କ ଦୁର୍ଘଟଣାରେ ଆଜି ୧୧.୪୫ ମିନିଟ ସମୟ ରେ ଶଙ୍କର ପ୍ରଧାନ ନାମକ ଜୈନେକ ବ୍ୟକ୍ତି ଙ୍କ ମୃତ୍ୟୁ ଘଟିଛି ।ଶଙ୍କର ପ୍ରଧାନ ଏକ ବାଇକ ନଂ-OR17G 8668 ଯୋଗେ ଘରୁ ବାହାରି ରେଙ୍ଗାଲି କ୍ୟାମ୍ପ କୁ ଯାଉଥିବା ସମୟରେ ଅପର ପଟରୁ ଦ୍ରୁତ ଗତିରେ ଆସୁଥିବା ଏକ କ୍ରୁଜର ଗାଡି,ଗାଡ଼ି ନଂ-OR 02 AW 5777 ବାଇକ କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ବାଇକଚାଳକ ଶ୍ରୀ ପ୍ରଧାନ ଛିଟିକି ପଡ଼ି ଅନେକ ଖଣ୍ଡିଆଖାବର ସହ ରକ୍ତ ଜୁଡୁବୁଡୁ ହୋଇପଡ଼ିଥିଲେ ।ତତକ୍ଷଣାତ୍ ଅତାବିରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ଚିକିତ୍ସା ପାଇଁ ନିଆଯାଇଥିଲା ।ହେଲେ ସେଠି ଡାକ୍ତର ଶଙ୍କର ପ୍ରଧାନ ଙ୍କୁ ମୃତ ଘୋଷଣା କରିଥିଲେ ।ଏ ସମ୍ପର୍କରେ ଅତାବିରା ଥାନା ରେ ତାଙ୍କ ସମ୍ପର୍କୀୟ ପୁତୁରା ଆର୍ତ୍ତତ୍ରାଣ ପ୍ରଧାନ ଲିଖିତ ଅଭିଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like