-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ସଂପର୍କରେ ୮ ସାହି ଆଖଡାର ମୁରବି ମାନଙ୍କ ସହ ଆଲୋଚନା ଖୁସିବ୍ୟକ୍ତ କରିବା ସହ ସହଯୋଗ ନିମନ୍ତେ ପ୍ରତିଶ୍ରୁତି ଦେଲେ ମୁରବି ମାନେ

14-Mar-2022



ପୁରୀ--(ସମୀର ରଞ୍ଜନ ନାୟକ )ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ୮ ସାହି ଆଖଡାର ମୁରବି ମାନଙ୍କ ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ସଂପର୍କରେ ସ୍ଥାନୀୟ ପ୍ରଦକ୍ଷଣ ଗୃହ ସମ୍ମିଳନୀରେ ଅନୁଷ୍ଠିତ ହୋଇଛି । ଉକ୍ତ ପ୍ରକଳ୍ପର ଆବଶ୍ୟକତା ସଂପର୍କରେ ଜିଲ୍ଲାପାଳ ଉପସ୍ଥାପନ କରିଥିଲେ । ଏହି ପ୍ରକଳ୍ପ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନିର୍ମାଣ କରାଯିବ ।  ଭକ୍ତ ମାନଙ୍କ ସେବା ଓ ସୁବିଧା ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯିବା ସହ ସମସ୍ତଙ୍କ ସହଯୋଗରେ ଏହାର ସୁଫଳ ସୁଦୂର ପ୍ରସାରି ହେବ । ପରିକ୍ରମା ମାର୍ଗର ୭୫ ମିଟର ମଧ୍ୟରେ ସବୁଜିମା ବୃଦ୍ଧି, ସାଧାରଣ ସୁବିଧା ଉପଲବ୍ଧ କରାଇବା, ଶୌଚାଳୟ, ଆଶ୍ରୟସ୍ଥଳୀ, ପୋଲିସ କଣ୍ଟ୍ରୋଲ ରୁମ, ସୂଚନା ଓ ଆଶୁ ଚିକିତ୍ସା କେନ୍ଦ୍ର, ଜୋତା ଓ ସାମଗ୍ରୀ ରଖିବା ସ୍ଥାନ, ୨୪ ଘଣ୍ଟିଆ ପାଣି ଓ ବିଦ୍ୟୁତ ଯୋଗାଣ ଆଦି ବ୍ୟବସ୍ଥା ରହିବ । ଏଥିସହ ଉକ୍ତ ପ୍ରକଳ୍ପ ପାଇଁ ମନ୍ଦିର ଓ ସ୍ଥାନୀୟ ପର୍ବପର୍ବାଣି ଏବଂ ନୀତିକାନ୍ତି ଯେପରି ବ୍ୟାହତ ନହୁଏ ଏଥିପ୍ରତି ଧ୍ୟାନ ଦିଆଯିବ । ଭଜନ ମଣ୍ତପ ଓ ଭଷାଣି ଯାତ ପାଇଁ ସ୍ଥାନ ନିମନ୍ତେ ବ୍ୟବସ୍ଥା ରହିବ । ଅଧିଗ୍ରହଣ ହୋଇଥିବା ଜମିର ଅଧିକାଂଶ ସ୍ଥାନରେ କୌଣସି ନିର୍ମାଣ କାର୍ଯ୍ୟ କରାଯାଉ ନାହିଁ ଏବଂ କୌଣସି ନିର୍ମାଣ ମେଘନାଦ ପାଚେରୀ ଠାରୁ ଉଚ୍ଚ ହେବ ନାହିଁ ବୋଲି ଜିଲ୍ଲାପାଳ କହିଛନ୍ତି । 
ଉକ୍ତ ବୈଠକରେ ଉପସ୍ଥିତ ମୁରବି ମାନେ ପ୍ରକଳ୍ପ ସଂପର୍କରେ ଜାଣି ଖୁସିବ୍ୟକ୍ତ କରିବା ସହ ସମସ୍ତ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ପ୍ରକଳ୍ପକୁ ସଂକ୍ରାନ୍ତୀୟ ସଂଶୟ ଏହି ବୈଠକ ପରେ ଦୂର ହୋଇଥିବା ଏବଂ ଏହାଦ୍ବାରା ଶ୍ରଦ୍ଧାଳୁମାନଙ୍କୁ ଉତ୍ତମ ସେବା ଉପଲବ୍ଧ ହୋଇପାରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଏଥିସହ ମନ୍ଦିରର ଚାରି ଦ୍ବାରରେ ଉକ୍ତ ପ୍ରକଳ୍ପ ସଂପର୍କରେ ସମସ୍ତ ତଥ୍ୟ, ଫଟୋ, ଭିଡିଓ ଓ ଅଡିଓ ମାଧ୍ୟମରେ ପ୍ରଚାର କରିବାକୁ ମୁରବି ମାନେ ପ୍ରସ୍ଥାବ ଦେଇଥିଲେ । ଉକ୍ତ ପ୍ରକଳ୍ପ ସଂପର୍କରେ ସହରର ବିଭିନ୍ନ ଅନୁଷ୍ଠାନକୁ ଅବଗତ କରିବା ପାଇଁ ମଧ୍ୟ ଆଲୋଚନା ହୋଇଥିଲା ।  ଏଥିସହ ସମସ୍ତ ଆଖଡା ବୁଲି ଦେଖି ରକ୍ଷଣାବେକ୍ଷଣ ନିମନ୍ତେ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ମୁରବି ମାନଙ୍କ ପ୍ରସ୍ଥାବକୁ ଜିଲ୍ଲାପାଳ ଗ୍ରହଣ କରିବା ସମସ୍ତ ସହଯୋଗ ଯୋଗାଇ ଦେବାକୁ କହିଥିଲେ । 
ଉକ୍ତ ବୈଠକରେ ୮ ସାହି ଆଖଡାର ପ୍ରମୁଖ ମୁରବି ମାନେ ଉପସ୍ଥିତ ଥିଲେ । ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ସଭାକାର୍ଯ୍ୟ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like