-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||     

HOME   ଜିଲ୍ଲା

ସୁସମ୍ପର୍କ ସହ ଏକଜୁଟ ହୋଇ ସହଯୋଗ କଲେ ବିନିକା ଏନଏସିର ବିକାଶ ହେବ,ମନ୍ତ୍ରୀ ପଦ୍ମନାଭ/ ବିଜେଡ଼ି ନିର୍ବାଚନୀ କାର୍ଯ୍ୟାଳୟ ଉଦଘାଟିତ

14-Mar-2022



 ବିନିକା(ହିମାଂଶୁ ଶେଖର ପୁଟେଲ) ନିଜ ନିଜ ମଧ୍ୟରେ ମିତ୍ରତା,ସୁସମ୍ପର୍କ ସ୍ଥାପନ କରିବା ସହ ସମସ୍ତ କାର୍ଯ୍ୟକ୍ରମରେ ଏକଜୁଟ ହେଲେ ନିଶ୍ଚିତ ଭାବରେ ବିନିକା ଏନଏସି ଅଞ୍ଚଳର ବିକାଶ ତ୍ଵରାନିତ ହେବ ଏବଂ ବିଜୁ ଜନତା ଦଳ ହିଁ ସମସ୍ତ ସମସ୍ୟାକୁ ସମାଧାନ କରିବ ବୋଲି ଆଜି ମାନ୍ୟବର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ବିନିକା ପୌର ପରିଷଦ ନିର୍ବାଚନ ପାଇଁ ବିଜେଡ଼ି  ନିର୍ବାଚନୀ କାର୍ଯ୍ୟାଳୟ ଉଦ୍ଘାଟନ ଅବସରରେ ଉପସ୍ଥିତ ବିଜୁ ପ୍ରେମୀ ମାନଙ୍କୁ ଆହ୍ୱାନ ଦେଇଥିଲେ ।ମନ୍ତ୍ରୀ ଶ୍ରୀ ବେହେରା ଆହୁରି କହିଥିଲେ ଯେ ବିଗତ ୫ବର୍ଷ ମଧ୍ୟରେ ବିନିକା ବିଜ୍ଞାପିତ ପରିଷଦରେ ଅନେକ ବିକାଶ ମୂଳକ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି,ଆଗାମୀ ନୂତନ ପରିଷଦ ଗଠନ ପରେ ରହି ଯାଇଥିବା କାର୍ଯ୍ୟ ଗୁଡ଼ିକ ମଧ୍ୟ

ସମ୍ପୂର୍ଣ୍ଣ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ନିର୍ମଳ ଶାସନ ଏବଂ ତାଙ୍କ ତରଫରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସାଧାରଣ ଲୋକଙ୍କ ପାଇଁ ସହାୟକ ହେଉଛି ।ସହରରେ ଯାହାବି ସମସ୍ୟା ରହିଛି ବିଜୁ ଜନତା ଦଳ ସରକାର ହିଁ ସମାଧାନ କରିବ ତେଣୁ ପୌର ପରିଷଦ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ସମସ୍ତ ପ୍ରାର୍ଥୀ/ପ୍ରାର୍ଥୀନୀ ମାନଙ୍କୁ ବିଜୟୀ କରିବାକୁ ଉପସ୍ଥିତ ବିଜୁ କର୍ମୀଙ୍କୁ ନିବେଦନ କରିଥିଲେ । ବିନିକା ନଗର ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଳକ ସଭାପତି ଦ୍ବାରିକାନାଥ ସାହୁ,ଆଇନଜୀବୀ ସୁଧାଂଶୁ ଶେଖର ଦାଶ,ସୁବର୍ଣ୍ଣପୁର ଜିଲ୍ଲା ଜୀବନବିନ୍ଦୁ ସଂଯୋଜକ ରଞ୍ଜିତ ରଥ,ବରିଷ୍ଠ ବିଜେଡ଼ି ନେତା ରଞ୍ଜନ ମିଶ୍ର,ବିନୋଦ ବିହାରୀ ନାଏକ,ମହେନ୍ଦ୍ର ସୁନା,ରବୀନ୍ଦ୍ର କୁମାର ପାତ୍ର,କାଉନସିଲର ପ୍ରାର୍ଥୀ ବୈରାଗୀ ପ୍ରଧାନ,ପ୍ରାର୍ଥୀନୀ ପ୍ରତିମା ଦୀପ,ଅଧ୍ୟକ୍ଷ ପ୍ରାର୍ଥୀ ସୁବାସ ଭୋଇ ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ ।ଅନୁଷ୍ଟିତ ଉଦଘାଟନୀ ସମାରୋହରେ ବିଜେଡ଼ି ନେତା ସନ୍ତୋଷ ପଣ୍ଡା, ହୃଷୀକେଶ ପଣ୍ଡା,ପୀତବାସ ମେହେର,ମହେଶ୍ୱର ପ୍ରଧାନ,ବିଶେଶ୍ୱର ଦଣ୍ଡସନା,ସନ୍ତୋଷ ସାହୁ,ଧବଳେଶ୍ଵର,ସୁଧୀର ଭେସ୍ରା ପ୍ରମୁଖଙ୍କ ସମେତ ବହୁ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026

You Might Also Like