-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||     

HOME   ଜିଲ୍ଲା

ଚରଦାରେ ନିର୍ବାଚନୀ ହିଂସା ୩ ଗିରଫ

14-Mar-2022



  ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଚରଦା ଗ୍ରାମରେ ରାଜନୈତିକ ହିଂସାକାଣ୍ଡ ଯୋଗୁଁ ୩ ଜଣଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି | ପୁଲିସ ସୂଚନା ଅନୁସାରେ ବିନିକା ବ୍ଲକ ଅଧ୍ୟକ୍ଷ ଭାବରେ ଦିପ୍ତୀରେଖା ନନ୍ଦ ନିର୍ବାଚିତ ହେବାପରେ ତାଙ୍କର ସମର୍ଥକ ମାନେ ଚରଦା ଗ୍ରାମରେ ବାଣ ଫଟକା ଫୁଟାଇ ଗତକାଲି ରାତିରେ ଉତ୍ସବ ମନାଇଥିଲେ | ପରେ ଗ୍ରାମର ହରିଜନ ପଡା ଓ ନୂଆଁପଡା କୁ ଯାଇ ସେଠାକାର ମହିଳା ଏବଂ ଲୋକ ମାନଙ୍କୁ ତମେ ଆମକୁ ଭୋଟ ନଦେଇ ସମର୍ଥନ କଲନାହିଁ ବୋଲି କଦର୍ଯ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଜାତିଆଣ ଆକ୍ଷେପ କରି ଧମକ ଚମକ ଦେଇଥିବା ବିନିକା ଥାନାରେ ଅଭିଯୋଗ ହୋଇଥିଲା | ସେହିପରି ହରିଜନ ପଡାରେ ଲାଗିଥିବା ସୋଲାର ପମ୍ପର ପାଇପ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି | ଏନେଇ ଶୋଭାଗିନୀ କୁମ୍ଭାର ଙ୍କ ସମେତ ପ୍ରାୟ   ୫୦ ମହିଳା ଗ୍ରାମର ୧୨ ଜଣଙ୍କ ନାମରେ ଲିଖିତ ଅଭିଯୋଗ କରିଥିଲେ |  ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲା | ଏନେଇ ବିନିକା ଥାନାରେ ଏକ ମାମଲା ରୁଜୁ ହେବା ସହିତ ଏହି ଘଟଣାରେ ସମ୍ପୃକ୍ତ ଦୀପକ ବାରିକ, ଗୁଲେଖ ଥନାପତି, ପେଟୁ ଥନାପତିକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା | ସେଠାରେ ବେଲ ନାମଞ୍ଜୁର ହେବାରୁ ସେମାନଙ୍କୁ ସୋନପୁର ଜେଲ ହାଜତ କୁ ପଠାଯାଇଛି | ଏହି କେଶର ଦାୟିତ୍ୱ ଏସଡ଼ିପିଓ ପୁଷ୍ପାଞ୍ଜଳି ନିଙ୍ଗୀ ନେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026

You Might Also Like