-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||     

HOME   ଜିଲ୍ଲା

୧୦ମାସର ଇପିଏଫ ଟଙ୍କା ନପଡିବାରୁ ଏନଏସି କାର୍ଯ୍ୟାଳୟ ଆଗରେ ଧାରଣା ତୃତୀୟ ଦିନରେ- ତୁଷୁରା ଏନଏସି ଅଞ୍ଚଳ ଅଳିଆ ଗଦା 

14-Mar-2022



ଗୁଡ଼ଭେଲା(ପଞ୍ଚାନନ ନାଏକ) : ବଲାଙ୍ଗିର ଜିଲା ତୁଷୁରା ଏନଏସି ପ୍ରଶାସନ ଓ ସଫେଇ ଠିକାସଂସ୍ଥା ଚନ୍ଦନ ଏଜେନ୍ସିଙ୍କ ମଧୁଚନ୍ଦ୍ରିକା ଯୋଗୁଁ ୧୦ମାସ ହେଲାଣି ଇପିଏଫ ପଇସା କଟୁଥିଲେ ମଧ୍ୟ କର୍ମଚାରୀଙ୍କ ଖାତାରେ ପଡି ନଥିବାରୁ  ମାଁ ସମଲେଶ୍ୱରୀ ସଫେଇ କର୍ମଚାରୀ ସଂଘ ପକ୍ଷରୁ ତୁଷୁରା ଏନଏସି କାର୍ଯ୍ୟାଳୟ ଆଗରେ ଅଦ୍ଦିଷ୍ଟ ଦିନ ପାଇଁ ଧାରଣାରେ ଦିଆଯାଇଥିବା ବେଳେ ଧାରଣା ୩ୟଦିନରେ ପହଞ୍ଚିଥିବା ବେଳେ ଏନଏସିର ବିଭିନ୍ନ ୱାର୍ଡରେ ମଇଲା ପଡିରହିଥିବା ଦେଖିବାକୁମିଳିଛି । ଏପରିକି ଜଣେ କର୍ମଚାରୀଙ୍କୁ ଅତୁହକ କୃପା କରି ତାଙ୍କର ୭ହଜାର ୯ଶହ ଟଙ୍କା କଟୁଥିବା ବେଳେ ୬୩ଜଣ କର୍ମଚାରିଙ୍କ ୮୦୦ଟଙ୍କା କଟୁଥିବା ଉକ୍ତ ଠିକା ଏଜେନ୍ସି ଦେଇଥିବା କାଗଜରୁ ଜଣାପଡିଛି । ତାହା ଦ୍ୱାରା କଟୁଥିବା ଟଙ୍କାର ୫୦ପତିଶତ ଏନଏସି ପ୍ରଶାସନ ଆହୁରି ଦେଉଥିବାରୁ  ଆମ୍ଭ ସମସ୍ତଙ୍କର ମଧ୍ୟ ୭ହଜାର ୯ଶହ ଟଙ୍କା କଟା ଗଲେ ଲାଭବାନ ହୋଇପରିବୁ ବୋଳି ସଂଘର ସଂପାଦିକା ଅନିତା ସୁନା ଦାବି କରିଥିଲେ । ତୁଷୁରା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଲକ୍ଷ୍ମଣ ମୁର୍ମୁଙ୍କୁ ଧାରଣାରତଙ୍କ ସହ ଆଲୋଚନା କରିଥିବା ସହ କହିଥିଲେ ଯେ, ଏନଏନସିରେ ଆପଣଙ୍କର ୧୩ ପ୍ରତିଶତ ଟଙ୍କା

ଇପିଏଫର ଅଛି, ଏବେ ପୌରନିର୍ବାଚନ ପାଇଁ କିଛି କରି ହେବ ନାହିଁ , ୨୬ ତାରିଖ ପରେ ସମସ୍ତ ଇପିଏଫ ଟଙ୍କା ଦିଆଯିବ, ଯଦି ଉକ୍ତ ସଂସ୍ଥା ନଦିଏ ତେବେ ତାର ନାମରେ ଥାନାରେ ଏତଲା ଦିଆଯିବ ବୋଳି କହିଥିଲେ ମଧ୍ୟ ଲିଖିତ ପ୍ରତିଶୃତି ନମିଳିବା ପର୍ଯ୍ୟନ୍ତ ଧାରଣାଜାରି ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଥିଲେ । ଆଗରୁ ମଧ୍ୟ ୫ ବର୍ଷର ଇପିଏଫ ଟଙ୍କା ଏପରି ହଡପ ହୋଇଥିବାରୁ ଆହୁରି ବିଶ୍ୱାସ କରିହେଉ ନାହିଁ ବୋଳି ଧାରଣାରତ କର୍ମଚାରୀ ଟୁଟୁ ସାଗର, ସଞ୍ଜୟ କୁମ୍ଭାର, କରୁଣା ବଗର୍ତ୍ତି, ରମେଶ କୁମ୍ଭାର, ଅମିତ ସାଗର, ରିଙ୍କି ସାଗର, ମୁକେଶ କୁମ୍ଭାର, ଅଇଁଲା ସୁନା, କୈତକି ସାଗର ଆଦି ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026

You Might Also Like