-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||     

HOME   ଜିଲ୍ଲା

ଶ୍ୟାମ ବାବା ଙ୍କ ଫାଲଗୁନ ମେଲା ଓ ନିଶାନ ପଦ ଯାତ୍ରା

14-Mar-2022



ନର୍ଲା (ସଞ୍ଜିବ ଦାସ)ନର୍ଲା ବ୍ଲକ ଅନ୍ତର୍ଗତ ରୁପ୍ରା ରୋଡ ରୁ ପଲସାପଡା ପର୍ଯ୍ୟନ୍ତ 8କିମି ନିଶାନ ପଦ ଯାତ୍ରା ଏବଂ ଫାଲଗୁନ ମେଲା ପାଳିତ  ହୋଇଯାଇଛି | ରୁପ୍ରା ରୋଡ ଜଗଜୀବନ ଛୋଟେ ଲାଲ (ଶ୍ୟାମ ପରିବାର ) ଘର ଠାରୁ ବାବା ଙ୍କ ନିଶାନ ପଦ ଯାତ୍ରା ଆରମ୍ଭ ହୋଇ ପଲସା ପଡା ଶ୍ୟାମ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା | ପ୍ରକାଶ ଯୋଗ୍ୟ ଯେ ଏହି ଶ୍ୟାମ ମନ୍ଦିର 1974 ମସିହାରୁ ସ୍ଥାପିତ ହୋଇଅଛି ଓଡିଶା ରେ ଏହା ଦ୍ୱିତୀୟ ପୁରୁଣା ବାବା ଙ୍କ ମନ୍ଦିର ସୂଚନା ମିଳିଛି | ଏହି ପଦ ଯାତ୍ରା ରେ ଶ୍ୟାମ ପରିବାର  ର ସମସ୍ତ ସଦସ୍ୟ ରୁ ପ୍ରା ରୋଡ, ଧର୍ମଗଡ଼, ଜୁନାଗଡ, କେସିଙ୍ଗା, ସମ୍ବଲପୁର, ଝାରସୁଗୁଡା, ଭବାନୀପାଟଣା, ଲଡ଼ୁଗାଁ, ବରଗଡ, ଟିଟିଲାଗଡ଼ ରୁ ବହୁ ସଂଖ୍ୟା ରେ ଯୋଗ ଦେଇ ଥିଲେ | ମଙ୍ଗଳ ଆଳତି କରି ବାବାଙ୍କୁ ଏକ ସୁସଜ୍ଜିତ ରଥ ରେ ନଗର ପରିକ୍ରମା କରି ଭଜନ ଓ ଜୟ ଗାନ କରି ମନ୍ଦିର କୁ ଅଣା ଯାଇଥିଲା | ରୁ ପ୍ରା ରୋଡ ଶ୍ୟାମ ଭକ୍ତ ରାଧେଶ୍ୟାମ ଶର୍ମା, ରାମ ଚନ୍ଦ୍ର ଶର୍ମା, ଶ୍ୟାମ ସୁନ୍ଦର ଶର୍ମା, ଅଶୋକ କମାନୀ, ଦୀନେଶ ଅଗ୍ରୱାଲ, ବିଜୟ ଅଗ୍ରୱାଲ, ସୁନୀଲ ଶର୍ମା, ସୁରେଶ, ପୱନ, ଅମିତ, ସନ୍ଦୀପ, ସୁମିତ, ପ୍ରଦୀପ, ପ୍ରମୋଦ, ଏବଂ ଶ୍ୟାମ  ପରିବାର  ର ଭକ୍ତ ମାନେ ସହଯୋଗ କରି ଥିଲେ | ସୂଚନା ଅନୁସାରେ 2024ରେ ଏହି ବାବାଙ୍କ ମନ୍ଦିର 50ବର୍ଷ ପୁର୍ଣ ହୋଇଯିବ ସେହି ବର୍ଷ ବହୁତ ଧୁମ ଧାମ ଏବଂ ଆଡ଼ମ୍ବର ରେ  3ଦିବସୀୟ ଭଜନ କୀର୍ତନ କାର୍ଯ୍ୟକ୍ରମ ଆୟୋଜନ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026

You Might Also Like