-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ .......

14-Mar-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ ସିଲେଟପଡା ଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ   ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ ମେଳା ରବିବାର ଆରମ୍ଭ ହୋଇ ସୋମବାର ଉଦଯାପିତ ହୋଇଯାଇଛି।ଉଦଯାପନି ମେଳାରେ ମୁଖ୍ୟ ଅତିଥି ଭାବେ କର୍ଲ।ମୁଣ୍ଡା ଖ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ନାଏବ ସରପଞ୍ଚ  ପ୍ରଭାସିନୀ ସାହୁ, ବରିଷ୍ଠ ଚାଷୀ ଲୋକନାଥ ଭୋଇ,ସାମାଜିକ କର୍ମୀ ତାପସ ଚୌଧୁରୀ, ବ୍ଲକ ସ୍ତରୀୟ ଭିଡ଼ିସି ଫେଡରେସନ ସଭାପତି ଜୀବରଧନସାହୁ, କୃଷି ଉତ୍ପାଦକ ଦଳ ଟେର୍ଚାପଲା ସଭ୍ୟା ଦେଵଶ୍ରୀ ମାଝୀ, ସିଲେଟପଡା ୱାର୍ଡ ସଭ୍ୟା ରୁକ୍ମଣୀ ନାଗ,ଯୁବ ଚାଷୀ ତିରଞ୍ଜି ମେର୍ଲି, ହେମନ୍ତ ସାହୁ, ଦ୍ରୋଣ ସାହୁ,ବିରେନ୍ଦ୍ର ସାହୁ, ଅଙ୍ଗନ ଆଇସିଡିଏସ କର୍ମୀ ସରସ୍ୱତୀ ସୁନା, ପୁଷ୍ପକାନ୍ତି ନାଏକ, ସାଦିନି ସାହୁ, ଆଶା କର୍ମୀ ରଜନୀ ସାହୁ ତଥା ଆୟୋଜକ ସଂସ୍ଥା କର୍ମୀ ପ୍ରଦୀପ କୁମାର ସାହୁ ପ୍ରମୁଖ  ଯୋଗଦେଇ ପାରମ୍ପରିକ ଖାଦ୍ୟ ଓ ବିହନ ସୁରକ୍ଷା ତଥା ଜଳବାୟୁ ପରିବର୍ତ୍ତନ ସହଣୀ ଚାଷ ବିଷୟରେ ଆଲୋଚନା କରିଥିଲେ। ସଫଳ ଚାଷୀ ମାନଙ୍କୁ ମାନ ପତ୍ର ପ୍ରଦାନ କରାଯାଇଥିଲା ।ଏଥିରେ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ପାରମ୍ପରିକ ଖାଦ୍ୟ,ବିହନ ପଦର୍ଶନ କରାଯାଇଥିଲା ।ଅନ୍ୟ ମାନଙ୍କ ମଧ୍ୟରେ ଚାଷୀ ଶମ୍ଭୁ ସାହୁ,ଭୋଳା ସାହୁ, ହରି ସାହୁ, ଠାକୁର ସାହୁ,ପୂର୍ଣ୍ଣ ପ୍ରଧାନୀ, କଏତି ମାଝୀ, ଗୀତାଞ୍ଜଳି ମାଝୀ, ପ୍ରତିମା ଜାଲ, ରଶ୍ମିତା କୁମାର, ରାତ୍ର ମଣି ମାଝୀ, ନିଲେନ୍ଦୀ ସାହୁ ,ଚୈତନ୍ୟ ସାହୁ,ନରେଶ ସାହୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like