-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ରଙ୍ଗର ପର୍ବରେ ‘ରଙ୍ଗିଲା’

14-Mar-2022



ଭୁବନେଶ୍ବର:ଓଟିଟି ପ୍ଲାଟ୍‌ଫର୍ମର କଞ୍ଚାଲଙ୍କାରେ ନୂତନ ସୋ’ରେ ହୋଲି ଉତ୍ସବର ଆୟୋଜନ ଦର୍ଶନୀୟ ହେବ। ଏକ ଆପାର୍ଟମେଣ୍ଟ ପରିସରେ ଏହି କାହାଣୀରେ ହୋଲିର ରଙ୍ଗ ଭିତରେ ବିଭିନ୍ନ ପ୍ରକାରର ରଙ୍ଗର ଭାବପ୍ରବଣତା ଓ ଅଭିନୟ ଦେଖିବାକୁ ମିଳିବ। ଏହାର ପ୍ରମୁଖ ନାରୀ ଚରିତ୍ର ମୀରା ଯାହାଙ୍କର ସ୍ୱାମୀ ବାହାରେ ରହନ୍ତି।  ଏସବୁ ଭିତରେ ଆପାର୍ଟମେଣ୍ଟର ସେକ୍ରେଟାରୀ ଶ୍ରୀଯୁକ୍ତ ନାୟକ ହୋଲି ଉତ୍ସବର ସରଞ୍ଜାମ ଯୋଗାଡ଼ କରିବାରେ ବ୍ୟସ୍ତ ଅଛନ୍ତି। ହୋଲି ଉତ୍ସବ ଆରମ୍ଭ ହେଉଛି। ଆପାର୍ଟମେଣ୍ଟର ସବୁ ଲୋକ ମଉଜ ମଜଲିସ୍‌ରେ ମାତିଯାଉଛନ୍ତି। ରକ୍ଷିତ୍ ବାବୁ ମଦ ପରେ ମଦ ବୋତଲ ଟେକୁଛନ୍ତି। ସଙ୍ଗେ ସଙ୍ଗେ ସନି ଆଉ ରନୀ ମଧ୍ୟ ବସି

ତାଙ୍କ ପିଇବାର ମଜା ନେଉଛନ୍ତି। ରକ୍ଷିତ ବାବୁଙ୍କ ସ୍ତ୍ରୀଙ୍କ ସହିତ ଦାସ ବାବୁ କମ୍ୟୁନିଟି ହଲ୍‌ ଭିତରେ ଟିକେ ପ୍ରେମ କରିବା ଆରମ୍ଭ କରିଦେଉଛନ୍ତି। ଏହା ଭିତରେ ମୀରା ଆସି ପହଞ୍ଚିଯାଉଛି ତାକୁ ଦେଖି ସନି ଆଉ ରନୀ ତା’ ପ୍ରତି ଆକୃଷ୍ଟ ହେଇଛନ୍ତି।  ଏତିକିବେଳେ ସନି ଓ ରନୀ ତା’ସହିତ ଜୋର ଜବରଦସ୍ତ କିଛି ଅଘଟଣ ଘଟେଇବାକୁ ଚେଷ୍ଟା କରୁଛନ୍ତି। ମୀରା କିନ୍ତୁ ତାଙ୍କ କବଳରୁ ନିଜକୁ ରକ୍ଷା କରି ନିଜ ଫ୍ଲାଟ୍‌କୁ ଫେରିଯାଉଛି।

ଏହିପରି ହୋଲିର ରଙ୍ଗ ଉତ୍ସବ ଭିତରେ ଭାବନାର ରଙ୍ଗ ମଧ୍ୟ ଚାଲିଯାଉଛି। ଏହି ସୋ’ର  ରଚନା କରିଛନ୍ତି ଶୁଦ୍ଧରାଜ ବାନାର୍ଜୀ, ସଂଳାପ ଲେଖିଛନ୍ତି ନିଶାନ୍ତ, ପ୍ରଯୋଜନା ଏବଂ ନିର୍ଦ୍ଦେଶନା  ରମେଶ ରାଉତ ଥିବାବେଳେ କ୍ରିଏଟିଭ୍ ମୁଖ୍ୟ ଅଛନ୍ତି ଭାଗ୍ୟଧର ପାଣି ଓ ରିପୋର୍ଟ ଦେଇଛନ୍ତି ଅମୃତ ନନ୍ଦ । ଏହି ସୋ’ଟି ମାର୍ଚ୍ଚ ୧୮ ତାରିଖରୁ ଓଟିଟି ପ୍ଲାଟ‌ଫର୍ମ କଞ୍ଚାଲଙ୍କାରେ ପ୍ରସାରଣ ହେବ। ପ୍ରଥମ ରୁ ଭାରତୀୟମାନେ କଞ୍ଚାଲଙ୍କା ଓଟିଟି ପ୍ଲାଟଫର୍ମ ର ସମସ୍ତ କାର୍ଯ୍ୟକ୍ରମକୁ ଦେଖିପାରୁଥିବା ବେଳେ ଏବେ ଏହାକୁ ଆମେରିକା, କାନାଡ଼ା, ସିଙ୍ଗାପୁର, ମାଲେସିୟା , ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ ଓ ସାଉଥ ଆଫ୍ରିକା  ଆଦି ଦେଶର ଦର୍ଶକ ଦେଖିପାରିବେ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like