-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଦେଶ ବିଦେଶ

ଅଧାରେ ଅଟକିଲା ରୁଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଚତୁର୍ଥ ପର୍ଯ୍ୟାୟ ଆଲୋଚନା

15-Mar-2022



ନୂଆଦିଲ୍ଲୀ: ବୈଷୟିକ କାରଣ ପାଇଁ ଅଟକିଲା ରୁଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଚତୁର୍ଥ ପର୍ଯ୍ୟାୟ ଆଲୋଚନା। ଦୁଇ ଦେଶର ପ୍ରତିନିଧି ଦଳମାନେ ସର୍ତ୍ତଗୁଡିକ ସ୍ପଷ୍ଟ କରିବା ପାଇଁ ଏବଂ ସମାଧାନର ବାଟ ବାହାର କରିବା ନେଇ ସମୟ ଦରକାର ଥିବାରୁ ବୈଠକୁ ଅଟକାଯାଇଥିବା ଜଣାପଡ଼ିଛି। ଆସନ୍ତାକାଲି ପୁଣି ଥରେ ବୈଠକ କରାଯିବା ସହ ଶାନ୍ତି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।

ଉଭୟ ଦେଶ ମଧ୍ୟରେ ଏହି ବାର୍ତ୍ତାଳାପ ଭର୍ଚୁଆଲ୍ ମୋଡରେ କରାଯାଉଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ତିନି ରାଉଣ୍ଡ ଆଲୋଚନା ବିଫଳ ହୋଇଥିବା ବେଳେ ଚତୁର୍ଥ ରାଉଣ୍ଡ ପରେ କ’ଣ ଫଳାଫଳ ଆସିବ, ଏହା ଉପରେ ସମସ୍ତଙ୍କ ନଜର ରହିଛି। ଆଲୋଚନା ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହଯୋଗୀ ମାଇଖାଇଲୋ ପୋଡୋଲିକ କହିଥିଲେ ଯେ ଭିଡିଓ କନଫରେନ୍ସ ମାଧ୍ୟମରେ ପୁଣିଥରେ ଆଲୋଚନା ହେବ। ଅନେକ ସମସ୍ୟା ଉପରେ ନିରନ୍ତର ଧ୍ୟାନ ଦିଆଯିବାର ଆବଶ୍ୟକତା ରହିଛି। ଏହାପୂର୍ବରୁ ତୁର୍କୀର ଆଣ୍ଟାଲିଆ ସହରରେ ଦୁଇ ଦେଶ ମଧ୍ୟରେ ଆଲୋଚନା ହୋଇଥିଲା। ଏହି ତ୍ରିପାକ୍ଷିକ ବୈଠକ ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେ ଲାଭ୍ରୋଭ ଏବଂ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଡିମିଟ୍ରୋ କୁଲେବାଙ୍କ ମଧ୍ୟରେ ହୋଇଥିଲା। ଦୁଇ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଏହି ଆଲୋଚନା‌ ପରେ ବି ସମସ୍ୟାର ସମାଧାନ ହୋଇପାରିନଥିଲା।
ଏହି ବୈଠକ ପରେ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଡିମିଟ୍ରୋ କୁଲେବା କହିଥିଲେ ଯେ ରୁଷର ବୈଦେଶିକ ମନ୍ତ୍ରୀ ଲାଭ୍ରୋଭଙ୍କ ସହ ଚୁକ୍ତି କରିବା ଅତ୍ୟନ୍ତ କଷ୍ଟକର। ଆଲୋଚନା ସମୟରେ ଅସ୍ତ୍ରବିରତି ଉଲ୍ଲଂଘନ ଉପରେ କୌଣସି ଆଲୋଚନା ହୋଇନଥିଲା। ରୁଷର ପ୍ରତ୍ୟେକ ଚାହିଦା ପୂରଣ କରିବା ଆମର ଉଦ୍ଦେଶ୍ୟ ନୁହେଁ। ତେବେ ଆଜିର ବୈଠକ ପରେ କୌଣସି ସମାଧାନର ବାଟ ବାହାରୁଛି କି ନାହିଁ, ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like