-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ରାଜନୀତି

ବଲାଙ୍ଗିର ମ୍ୟୁନିସିପାଲିଟି ୧୯ ନମ୍ବର ଉଆର୍ଡରେ ସ୍ବାଧୀନପ୍ରାର୍ଥୀ ବିଶ୍ବମୟ ପୂଜାରୀ ଆଗରେ ଅଛନ୍ତି

15-Mar-2022



ବଲାଙ୍ଗୀର(ମଳୟ ମିଶ୍ର ଙ୍କ ରିପୋର୍ଟ) :  ଚଳିତ ପୌରନିର୍ବାଚନରେ ବଲାଙ୍ଗୀର ମ୍ୟୁନିସିପାଲିଟିର ୧୯ ନମ୍ବରଉଆର୍ଡରେ ସ୍ବାଧୀନପ୍ରାର୍ଥୀ ବିଶ୍ବମୟ ପୂଜାରୀ ଅନ୍ୟ ଦୁଇଜଣ ପ୍ରମୁଖ ଦଳୀୟ ପ୍ରାର୍ଥୀଙ୍କଠାରୁ ଅଦ୍ୟାବଧି ଆଗରେ ଥିବା ଜଣାଯାଇଛି । ସାଇକେଲ ଚିହ୍ନରେ ଲଢୁଥିବା ବିଶ୍ବମୟ ପୂଜାରୀ ବନାମ ବାବୁପୂଜାରୀଙ୍କର ସାଇକେଲ ରାଲି ପରେ ଏହା ଅଧିକ ସ୍ପଷ୍ଟ ହୋଇଯାଇଛି । ସହରର ପୁରାତନ ପଡା ରୁଗୁଡିପଡା ଓ ସାଗରପଡାକୁ ନେଇ ଗଠିତ ୧୯ ନମ୍ବରଉଆର୍ଡରେ ରହିଥିବା ବହୁ ସମସ୍ୟାଗୁଡିକୁ ସେ ଜିତିଲେ ସମାଧାନ କରିବାର ଦୃଢ ପ୍ରତିଶ୍ରୁତି ଦେଇଛନ୍ତି , ଯାହା ଅଦ୍ୟାବଧି ହୋଇପାରିନାହିଁ । ଏଗୁଡିକ ମଧ୍ୟରୁ ଲଗାଣ ବର୍ଷାହୋଇଗଲେ ପଡାରେ ଜଳନିଷ୍କାସନ ହୋଇ ନପାରି ବନ୍ୟାପରିସ୍ଥିତି ସୃଷ୍ଟିର ନିରାକରଣ , ୨୪ ଘଣ୍ଟିଆ ନୋଟିସ୍ ଦେଇ ଦୀର୍ଘବର୍ଷ ଧରି ବସବାସ କରିଆସୁଥିବା ଫଲସାପଦରୀ ବାସିନ୍ଦାଙ୍କୁ ଘରଦ୍ବାର ଭାଙ୍ଗିଦେଇ ଜବରଦଖଲ ଉଚ୍ଛେଦ ନାଁ'ରେ ଅଦ୍ୟାବଧି ଉପଯୁକ୍ତ ପୁନର୍ବାସ ଥଇଥାନ କରା ନଯିବାର ଜବାବ୍ ମାଗିବା , କୋଉକାଳୁ ମଶାତେଲ ବଣ୍ଟନ ହେଉ ନଥିବା , ଅଧିକ ସଫେଇ କର୍ମଚାରୀଙ୍କୁ ନିୟୋଜିତ କରାଯାଇ ସଫାସୁତୁରା , ମଠଖାଇବାବାଙ୍କ ମନ୍ଦିର ନିର୍ମାଣ , ସାଗରପଡା ମଣ୍ଡପର ନବୀକରଣ , ଜନ୍ମମୃତ୍ଯୁ ପ୍ରମାଣପତ୍ର ଘରକୁ ପହଞ୍ଚାଇବା ସୁବିଧା ଓ ଅନ୍ୟାନ୍ୟ ପ୍ରତିଶ୍ରୁତି ସେ ଦେଇଛନ୍ତି ।

ସେ ଜଣେ ବହୁମେଳାପି ଯୁବସମାଜସେବୀ ଭାବରେ ସମସ୍ତଙ୍କର ପ୍ରିୟପାତ୍ର ଅଟନ୍ତି । ସେ ସମ୍ଭ୍ରାନ୍ତ ରଙ୍ଗୀନ ପାକ୍ଷିକ ସମ୍ବାଦପତ୍ର ' ତକ୍ଷକ ' ର ପ୍ରକାଶକ ସମ୍ପାଦକ ଓ ଜିଲ୍ଲା ଲେଖକ ପରିଷଦର ଉପ- ସଭାପତି ମଧ୍ୟ ଅଛନ୍ତି । ଅନ୍ୟ ପ୍ରତିଦ୍ବନ୍ଦୀ ପ୍ରତିନିଧିମାନଙ୍କ ତୁଳନାରେ ସେ ଅଧିକ ବିଶ୍ଵସ୍ତ ଓ ସକ୍ରିୟ କର୍ମନିଷ୍ଠ କାଉନସିଲର ହେବାର ସବୁଦୃଷ୍ଟିରୁ ସୁଯୋଗ୍ୟ ଅଟନ୍ତି । ଅଦ୍ୟାବଧି ପ୍ରଚାର , ସମର୍ଥନ ଓ ଚର୍ଚ୍ଚାରେ ସେ ଆଗରେ ରହିଥିବା ଚର୍ଚ୍ଚା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like