-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଟାଟା ସନ୍ସର ଅଧ୍ୟକ୍ଷ ଏନ୍ ଚନ୍ଦ୍ରଶେଖରନ୍

15-Mar-2022



ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଟାଟା ସନ୍ସର ଅଧ୍ୟକ୍ଷ ଏନ୍ ଚନ୍ଦ୍ରଶେଖରନ୍। ଆଜି ଏୟାର ଇଣ୍ଡିଆ ଦ୍ୱାରା ଆୟୋଜିତ ଏକ ବୋର୍ଡ ‌ବୈଠକରେ ଏନ୍ ଚନ୍ଦ୍ରଶେଖରନଙ୍କୁ କମ୍ପାନିର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଛି। ହେଲେ ଏବେ ବି ଏୟାର ଇଣ୍ଡିଆର ସିଇଓ ପଦ ଖାଲି ରହିଛି। ତୁର୍କୀ ଏୟାରଲାଇନ୍ସର ପୂର୍ବତନ ସିଇଓ ଇଲକର ଆଇସି ଏୟାର ଇଣ୍ଡିଆର ନୂଆ ସିଇଓ ନିଯୁକ୍ତିକୁ ପ୍ରତ୍ୟଖ୍ୟାନ କରିବା ପରେ ଏବେ ଏୟାର ଇଣ୍ଡିଆ ଏକ ନୂଆ ସିଇଓ ଖୋଜୁଥିବା ଜଣାପଡ଼ିଛି।

ଉଲ୍ଲେଖଯୋଗ୍ୟ, ଫେବ୍ରୁଆରି ୧୪ ତାରିଖରେ ଟାଟା ଗ୍ରୁପ୍ ଇଲକର ଆଇସିଙ୍କୁ ସିଇଓ ଭାବେ ନିଯୁକ୍ତି ଦେଇଥିଲା। କିନ୍ତୁ ନିଯୁକ୍ତି ପାଇବାର ୧୪ ଦିନ ପରେ ସେ ଏହି ଚାକିରିକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ତୁର୍କୀ ରାଷ୍ଟ୍ରପତି ରିସିପ ତାଇପି ‌ଏର୍ଡୋଗାନଙ୍କ ସହିତ ତାଙ୍କର ଘନିଷ୍ଠ ସଂପର୍କ ଥିବା ଅଭିଯୋଗରେ ଭାରତରେ ତାଙ୍କର ନିଯୁକ୍ତିକୁ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ଅନୁବନ୍ଧିତ ସ୍ବଦେଶୀ ଜାଗରଣ ମଞ୍ଚ ତୀବ୍ର ବିରୋଧ କରିଥିଲା। ଏ ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା। ଏହାପରେ ଆଇସି ନିଜ ତରଫରୁ ଏହି ଚାକିରିକୁ ପ୍ରତ୍ୟାଖ୍ୟାନ କରିଥିଲେ। ତାଙ୍କ ନିଯୁକ୍ତିକୁ ଭାରତର କେତେକ ଗଣମାଧ୍ୟମରେ ଅନାବଶ୍ୟକ ଭାବେ ରଙ୍ଗ ଦିଆଯାଇଛି ଓ ସେଥିପାଇଁ ସେ ନିକଟରେ ଟାଟା ଅଧ୍ୟକ୍ଷ ଏନ୍‌ ଚନ୍ଦ୍ରଶେଖରନଙ୍କୁ ଭେଟି ଏୟାର ଇଣ୍ଡିଆର ସିଇଓ ପଦ ଗ୍ରହଣ କରିବାକୁ ମନା କରିଦେଇଥିଲେ ବୋଲି ସୂଚନା ଦେଇଥିଲେ। ଏଭଳି ଦମାଲୋଚନା ପରେ ଉକ୍ତ ପଦ ଗ୍ରହଣ କରିବା ତାଙ୍କ ପକ୍ଷେ ସମ୍ଭବ କିମ୍ବା ସମ୍ମାନଜନକ ନିଷ୍ପତ୍ତି ହେବନାହିଁ ବୋଲି ଆଇସି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like