-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ଦେଷଣ୍ଢ ଚାନ୍ଦିଲିପାହାଡର ଉନ୍ନତିପାଇଁ ପର୍ଯ୍ୟଟନ ବିଭାଗର ୧କୋଟି ଟଙ୍କାର ଅନୁଦାନ

15-Mar-2022



ବଲାଙ୍ଗୀର,(ପ୍ରେରଣା ଖବର)ବଲାଙ୍ଗୀର ଜିଲ୍ଲାରେ ବଣପାହାଡଘେରାରେ ରହିଛି ଅନେକ ମନୋରମ ପର୍ଯ୍ୟଟନସ୍ଥଳୀ । ଏଭଳି ସ୍ଥଳିର ବିକାଶ କରାଗଲେ ଜିଲ୍ଲା ଏକ ସରସ ଓ ସୁନ୍ଦର ଜିଲ୍ଲା ହୋଇପାରିବ । ରାଜ୍ୟସରକାର ପ୍ରାକୃତିକ ପରିବେଶ ମଧ୍ୟରେ ଥିବା ସ୍ଥଳିଗୁଡିକୁ ଇକୋଟୁରିଜମରେ ସାମିଲ କରି ବିକାଶ କରିବାକୁ ଲକ୍ଷ୍ୟ ରଖିଛନ୍ତି । ସେହିକ୍ରମରେ ବଲାଙ୍ଗୀର ଜିଲ୍ଲା ଦେଷଣ୍ଢ ପଞ୍ଚାୟତର ଚାନ୍ଦିଲି ପାହାଡରେ ଉନ୍ନତିକରଣ ପାଇଁ ରାଜ୍ୟପର୍ଯ୍ୟଟନ ବିଭାଗ ଏକ କୋଟି ଟଙ୍କାର ଅନୁଦାନ ଦେଇଛନ୍ତି । ଗତ ଦୁଇବର୍ଷ ତଳୁ ଏହି ଚାନ୍ଦିଲି ପାହାଡକୁ ପର୍ଯ୍ୟଟନସ୍ଥଳିର ମାନ୍ୟତା ଦେବା ସହିତ ଉନ୍ନୟନ ପାଇଁ ଅନୁଦାନ ଦେବାକୁ ଦାବି ହୋଇଆସୁଥିଲା । ପାଟଣାଗଡ ରେଞ୍ଜ ଅଧିନସ୍ଥ ଦେଷଣ୍ଢ ଗାଁ ପାଖରେ କିରିବାଞ୍ଜି ଜଙ୍ଗଲ ଘେରାରେ ରହିଛି ଚାନ୍ଦିଲି ପାହାଡ । ଏହାର ଅନେକ ଐତିହାସିକ ପୃଷ୍ଠଭୂମୀ ଥିବା ବେଳେ ପାହାଡରେ ଅନେକଗୁମ୍ଫା ଓ ପୁରାତନ ଐତିହ୍ୟ ରହିଛି ।  ଦେଓଗାଁ ବ୍ଲକର ପୂର୍ବତନ ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର, ପୂର୍ବତନ ଅଧ୍ୟକ୍ଷା ଥିବା ତାଙ୍କ ପତ୍ନୀ ରୀନା ମେହେର ଓ ଅଞ୍ଚଳବାସୀ ରାଜ୍ୟସରକାରଙ୍କ
ଠାରେ  ଦାବି କରୁଥିଲେ । ଲୋକଙ୍କ ଦାବିକୁ ନେଇ ଯୁବନେତା ଅର୍କେଶନାରାୟଣ ସିଂଦେଓ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଜରିଆରେ ପର୍ଯ୍ୟଟନମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ଠାରେ ଏଥିପାଇଁ ଦୃଢଦାବି ରଖିଥିଲେ । ଶେଷରେ ମାର୍ଚ୍ଚ ୯ତାରିଖରେ ପର୍ଯ୍ୟଟନବିଭାଗ ଚାନ୍ଦଲିର ବିକାଶ ପାଇଁ ୧କୋଟି ଟଙ୍କାର ଅନୁଦାନ ଦେବାକୁ ପ୍ରଶାସନିକ ମଞ୍ଜୁରି ପ୍ରଦାନ କରିଥିବା ଜଣାଯାଇଛି । ଏହି ଘଟଣା ଜଣାପଡିବା ପରେ ଦେଓଗାଁ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ଏହି ମଞ୍ଜୁରି ପରେ ରାଜ୍ୟସରକାରଙ୍କୁ ଲକ୍ଷ୍ମଣକୁମାର ମେହେର,ରୀନା ମେହେର,ଦେଓଗାଁ ବ୍ଲକଯୁବ ବିଜେଡି ସଭାପତି ଶୈଳେନ୍ଦ୍ର ସାହୁ,ପ୍ରମୋଦ ବହିଦାର,ଅନ୍ତର୍ଯ୍ୟାମୀ ଭୋଇ,ବିଧାନ ସେଠ,ପ୍ରଦୀପ ପଧାନ,ଜନ୍ମେଜୟ ପୋଢ,ଅଚ୍ୟୁତ ମିଶ୍ର,ବିଜେଡିଛାତ୍ର ସଭାପତି ଦୀପକ ବେହେରା,ବୀରେନ ଦଳାଇ,ରାଜୀବ ବିଶ୍ୱାଳ,ଅଭିମନ୍ୟୁ ମାଝୀ,ବଡବାହାଲ ସମିତିସଭ୍ୟ ସିତାଂଶୁ ମିଶ୍ର,ଘାସିରାମ ରଣା,ପୂର୍ବତନ ସରପଞ୍ଚ ସ୍ୱୟଂମ୍ବର ମେହେର ଆଗାମୀଦିନରେ ଦେଓଗାଁ ବ୍ଲକର ଭୀମପାହାଡ ଓ ଚାନ୍ଦିଲି ପାହାଡକୁ ଇକୋଟୁରୋଜମରେ ସାମିଲ କରିବାକୁ ଦାବି କରିଛନ୍ତି । ଏହି ପ୍ରକଲ୍ପର ପ୍ରଶାସନିକ ମଞ୍ଜୁରି ପରେ ପୂର୍ବତନମନ୍ତ୍ରୀ ଅନଙ୍ଗଉଦୟ ସିଂଦେଓ,ଯୁବନେତା ଅର୍କେଶନାରାୟଣ ସିଂଦେଓ ଓ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କୁ କୃତଜ୍ଞତା ଜଣାଇଛନ୍ତି । ସ୍ଥାନୀୟ ଲୋକଙ୍କ ଦାବିକ୍ରମେ ଜିଲ୍ଲାପାଳ ଓ ବଲାଙ୍ଗୀର ପର୍ଯ୍ୟଟନ ଅଧିକାରୀ ଆର.କେ.ଦଳାଇ ଓ ଡିଏଫଓ ସମୀର ଶତପଥି ଚାନ୍ଦିଲି ପାହାଡକୁ ପରିଦର୍ଶନରେ ଯାଇ ରାଜ୍ୟସରକାରଙ୍କୁ ଆବଶ୍ୟକ ମଞ୍ଜୁରି ପାଇଁ ସୁପାରିଶ କରିଥିଲେ । ମଞ୍ଜୁରି ହୋଇଥିବା ଅନୁଦାନରେ ଚାନ୍ଦିଲି ପାହାଡକୁ ଆପ୍ରୋଚରୋଡ,ପର୍ଯ୍ୟଟକଙ୍କ ପାଇଁ ପିକନିକ ପିଣ୍ଢି,ବିଦ୍ୟୁତିକରଣ,ପାହାଡ ଉପରକୁ କଂକ୍ରିଟ ପାହାଚ ନିର୍ମାଣ କାମ କରାଯିବାକୁ ସ୍ଥିର କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like