-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ସ୍ୱଛ୍ଛତା ଏବଂ ପ୍ଳାଷ୍ଟିକ ବର୍ଜନ ସଂପର୍କରେ ସଚେତନତା ସଭା ଅନୁଷ୍ଠିତ

15-Mar-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ସ୍ୱଛ୍ଛତା ଏବଂ ପ୍ଳାଷ୍ଟିକ ବର୍ଜନ ସଂପର୍କରେ ସଚେତନତା କରିବା ପାଇଁ ଗ୍ରାମୀଣଲୋକ ମାନଙ୍କୁ ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କ୍ଷେତ୍ର ଜନସଂପର୍କ ବ୍ୟୁରୋ ଭବାନୀପାଟଣା ଆନୁକୂଲ୍ୟରେ ତୁରେକେଲା ବ୍ଳକର ଚଟୁଅନକା ଗ୍ରାମପଞ୍ଚାୟତରେ ଏକ ଆଲୋଚନା ଚକ୍ର ଏବଂ ଜନସଚେତନତା ସଭା ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଗ୍ରାମବାସୀ ମାନଙ୍କ ଦ୍ୱାରା ସ୍ୱଛ୍ଛତା ସଂପର୍କିତ ଏକ ଶୋଭାଯାତ୍ରା ଚଟୁଅନକା ଗ୍ରାମ ପରିଭ୍ରମଣ କରିଥିଲେ।କ୍ଷେତ୍ର ଜନ ସଂପର୍କ ବ୍ୟୁରୋର ଅଧିକାରୀ ଶ୍ରୀ ବିଷ୍ଣୁ ଚରଣ ସାହୁଙ୍କ

ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ କଣ୍ଟାବାଞ୍ଜିର ବିଧାୟକ ଶ୍ରୀ ସନ୍ତୋଷ ସିଂ ସାଲୁଜା ମୁଖ୍ୟ ଅତିଥି ଭାବେ ଶୁଭ ଉଦଘାଟନ କରି ଗ୍ରାମବାସୀ ମାନଙ୍କୁ ପ୍ଳାଷ୍ଟିକ ବର୍ଜନ କରିବା ସହିତ ଏହାର ବିଷାକ୍ତ ରସାୟନିକ ପଦାର୍ଥ ବିଷୟରେ ଆଲୋକପାତ କରିଥିଲେ।ଅତିଥି ବକ୍ତା ଭାବରେ ବଲାଙ୍ଗୀର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଜଳ ପରିମଳ ପରାମର୍ଶ ଦାତା ଦୁଷ୍ମନ୍ତ ଚରଣ ସାହୁ, ୟୁନିସେଫର ପରାମର୍ଶ ଦାତା ଶ୍ରୀ ବିଜୟ କୁମାର ସାହୁ, ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ପ୍ରକୃତିବନ୍ଧୁ ବିରଂଚି ନାରାୟଣ ଦାଶ,ଚଟୁଅନକା ସରପଂଚ ଜ୍ଞାନ ରଞ୍ଜନ ତାଣ୍ଡି ପ୍ରମୁଖ ଯୋଗ ଦେଇ ପ୍ଳାଷ୍ଟିକ ଆବର୍ଜନା ଦ୍ୱାରା ଜୀବଜଗତ ଭୋଗୁଥିବା ବିଭିନ୍ନ ପ୍ରକାରର ସମସ୍ୟା, ଗ୍ଳୋଵାଲ ୱର୍ମିଂଗ,ବର୍ଜ୍ୟବସ୍ତୁର ପରିଚାଳନା, ତଥା ଏହି ଦିଗରେ ଜନସାଧାରଣ ପରିବେଶକୁ ପରିଛ୍ଛନ୍ନତା ରଖିବା ଦିଗରେ ସହଯୋଗ କରିବାକୁ ଆହ୍ବାନ କରିଥିଲେ।ଉପସ୍ଥିତ ଗ୍ରାମବାସୀ ମାନଙ୍କ ଦ୍ବାରା ସ୍ୱଛ୍ଛତା ସଂପର୍କିତ ଶପଥ ପାଠ କରାଯାଇଥିଲା।

କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଅତିଥି ମାନଙ୍କ ଦ୍ବାରା ପ୍ରଦାନ କରାଯିବା ସହିତ ସ୍ୱଛ୍ଛତା ସଂପର୍କିତ କୁଇଜ,ବକ୍ତୃତା, ଚିତ୍ରାଙ୍କନ ଓ ରଂଗୋଲି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀ ଏବଂ ମହିଳା ମାନଙ୍କୁ ପୁରସ୍କୃତ କରାଯାଇଥିଲା।ଆଞ୍ଚଳିକ ଜନ ସଂପର୍କ କାର୍ଯ୍ୟାଳୟ ଭୁବନେଶ୍ୱର ତରଫରୁ ଆସିଥିବା କଳାକାର ମାନଙ୍କ ଦ୍ଵାରା ସୂଚନାଧର୍ମୀ ନାଚଗୀତ ପରିବେଷଣ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ମାୟାବିନୀ ଶଗ୍ରୀଆ, ପୁଷ୍ପା ସୁନା, ଯଶୋବନ୍ତ ଗହିର,ମମତା ପଣ୍ଡା, କିଶୋର ବରିହା,ଥମିର ଛତ୍ରିଆ, ଜବାହରଲାଲ ନେହେରୁ ଆଦିବାସୀ କ୍ଳବର ସଭାପତି ସହଦେଵ ମାଝୀ, ସଂପାଦକ ଜନକ ମାଝି, ମୁଖରାମ ମାଝୀ, ବିଶିକେଷନ ମାଝୀ, ଗୋବିନ୍ଦ ମାଝୀ, ପ୍ରେମ ମାଝୀ, ତପନ ମାଝୀ, ଦଶରଥ ମାଝୀ, ନନ୍ଦ ମାଝୀ, ମୋତିରାମ ମାଝୀ, ପଦ୍ମନ ମାଝୀ, ଦେବଚନ ମାଝୀ, ସୁବାଷ ମାଝୀ, ଗୋପାଳ ମାଝୀ, ରାକେଶ ମାଝୀ, ହେମନ୍ତ ମାଝୀ, ଅଙ୍ଗନବାଡି କର୍ମୀ ସଂଗୀତା ବଏ,ବାସନ୍ତୀ ସୁନାନୀ ଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like