-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଦେଶ ବିଦେଶ

ଯୁଦ୍ଧ ହେବ ବୋଲି ପୂର୍ବସୂଚନା ଜାରି ସତ୍ତ୍ବେ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ୟୁକ୍ରେନ ଛାଡ଼ିନଥିଲେ: ଏସ ଜୟଶଙ୍କର

15-Mar-2022



ନୂଆଦିଲ୍ଲୀ: ଆଜିକୁ ୨୦ଦିନ ବିତିଲାଣି, ହେଲେ ରକ୍ତରେ ହୋଲି ଖେଳିବା ବନ୍ଦ କରିନାହିଁ ରୁଷ୍। ନିଜର ସର୍ତ୍ତ ପୂରଣ ହୋଇ ନଥିବାରୁ ୟୁକ୍ରେନର ଗୋଟେ ପରେ ଗୋଟେ ସହରକୁ ଧସେଇ ପଶିଚାଲିଛନ୍ତି ରୁଷୀୟ ସେନା। ଶହ ଶହ ଲୋକଙ୍କ ପ୍ରାଣହାନୀ ଘଟିଥିବା ବେଳେ ଏବେ ୟୁକ୍ରେନ ରାସ୍ତାରେ କେବଳ ଦେଖିବାକୁ ମିଳୁଛି ରକ୍ତର ଛିଟା। ସେପଟେ, ୟୁକ୍ରେନରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ରାଜ୍ୟସଭାରେ ଏକ ବିବୃତି ଦେଇଛନ୍ତି। ଏସ୍ ଜୟଶଙ୍କର କହିଛନ୍ତି ଯେ, କଠିନ ପରିସ୍ଥିତିରେ ମଧ୍ୟ ଆମେ ୨୨,୫୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଭାରତକୁ ଫେରାଇ ଆଣିଛୁ। ଏ ନେଇ ଆମେ କ୍ରମାଗତ ଭାବରେ ଆନ୍ତର୍ଜାତୀୟ ସ୍ତରରେ ଆଲୋଚନା କରୁଥିଲୁ ଏବଂ ଆମ ନାଗରିକମାନଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷିତ ରଖିବା ଆମ ପାଇଁ ବଡ଼ ଆହ୍ବାନ ଥିଲା।

ସେ କହିଛନ୍ତି, ୟୁକ୍ରେନ ପରିସ୍ଥିତିକୁ ଧ୍ୟାନରେ ରଖି ଭାରତ ସରକାର ଅପରେସନ୍ ଗଙ୍ଗା ଆରମ୍ଭ କରିଥିଲେ। କଠିନ ପରିସ୍ଥିତିରେ ଏହା ଏକ ପ୍ରମୁଖ ଅପରେସନ୍ ଥିଲା । ଭାରତୀୟ ଦୂତାବାସ ଫେବ୍ରୁଆରି ୧୫, ୨୦ ଏବଂ ୨୨ରେ ଛାତ୍ରଛାତ୍ରୀ ଏବଂ ଭାରତୀୟ ନାଗରିକମାନଙ୍କୁ ୟୁକ୍ରେନ ଛାଡ଼ିବାକୁ କହିଥିଲେ। ମାର୍ଗଦର୍ଶିକା ଜାରି କରାଯାଇଥିବା ସତ୍ତ୍ବେ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ୟୁକ୍ରେନ ଛାଡ଼ି ନଥିଲେ। ପାଠ ଅଧାରେ ରହିଯିବ ବୋଲି ଭାବି ସେମାନେ ଏଭଳି କରିଥିଲେ। ଯେତେବେଳେ ପରିସ୍ଥିତି ଅଧିକ ଖରାପ ହେଲା, ୧୮୦୦୦ରୁ ଅଧିକ ଭାରତୀୟ ଛାତ୍ର ସେଠାରେ ଫସି ରହିଥିବା ଜଣାପଡ଼ିଥିଲା। ଏହାକୁ ଧ୍ୟାନରେ ରଖି ଭାରତ ସମେତ ୟୁକ୍ରେନ ଦୂତାବାସ‌ରେ କଲ୍ ସେଣ୍ଟର ପ୍ରତିଷ୍ଠା କରାଯାଇଥିଲା। ଖରାପ ପରିସ୍ଥିତି ଯୋଗୁଁ ବିମାନ ଉଡ଼ାଣ ବନ୍ଦ ହୋଇଯାଇଥିଲା, ତେଣୁ ଭାରତୀୟଙ୍କୁ ଦେଶର ବିଭିନ୍ନ ସୀମାକୁ ଯିବା ପାଇଁ କୁହାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like