-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ରାଜ୍ୟ

ଦୁର୍ନୀତିମୁକ୍ତ ପୌରପାଳିକା ଗଠନ ପାଇଁ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ-ନରସିଂହ/      ମିଲନୀ , ରଜନୀ ଏବଂ ପ୍ରଦୀପଙ୍କ ପାଇଁ ୱାଡ ନଂ୩ ଓ ୧୧ ରେ କଲେ ପ୍ରଚାର

15-Mar-2022



ବଲାଙ୍ଗୀର(ପ୍ରେରଣା ଖବର)ପୈାର ପରିଷଦ ନିର୍ବାଚନ ପରୀପ୍ରେକ୍ଷୀରେ ବଲାଙ୍ଗୀର ପୌରାଂଚଳ ଅନ୍ତର୍ଗତ ୱାଡ ନଂ୩ ପାଇଁ ପ୍ରାର୍ଥୀନୀ ରଜନୀ ବନଛୋର ଓ ୱାଡ ନଂ୧୧ ର ପ୍ରାର୍ଥୀ ପ୍ରଦୀପ କୁମାର ମିଶ୍ରଙ୍କ ପାଇଁ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ତାଙ୍କର ପ୍ରଚାର ଶୈଳୀକୁ ଆହୁରୀ ଜୋରଦାର କରିଛନ୍ତି । ୱାଡ ନଂ ୩ ର ତାଲପାଲି ପଡା , ଡୁଙ୍ଗୁରିପଡା , କନ୍ଦପାଲି ପଡା ଓ ୱାଡ ନଂ ୧୧ ର ଜଗନ୍ନାଥ ପଡା ଠାରେ ଉଭୟ କାଉନସିଲର ପ୍ରାର୍ଥୀ ଏବଂ ପୌରାଧ୍ୟକ୍ଷା ପ୍ରାର୍ଥିନୀ ମିଲନୀ ସାହୁଙ୍କ ପାଇଁ ପଥପ୍ରାନ୍ତ ସଭା ତଥା ଘରଘର ବୁଲି ଲୋକଙ୍କୁ ସଚେତନତା କରିବା ସମୟରେ ବଲାଙ୍ଗୀର ବିଧାୟକ ଶ୍ରୀ ମିଶ୍ର କହିଥିଲେ ଯେ, ଏକ ଦୁର୍ନିତୀମୁକ୍ତ ପୌର ପରିଷଦ ଗଠନ ପାଇଁ ଆପଣ ମାନଙ୍କ ସମ୍ମୁଖରେ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ । କାରଣ ଅତୀତରେ ଆପଣମାନେ ଦେଖିଛନ୍ତି ବାରମ୍ବାର ଭୋଟ ପାଉଥିବା ସତ୍ତେ ମଧ୍ୟ ଏଠାରେ ପୌର ପରିଷଦ ଶାସନ କ୍ଷମତାରେ ଥିବା ବିଜୁ ଜନତା ଦଳର ନେତାମାମେ ପ୍ରିୟା ପ୍ରୀତିତୋଷଣ , ଦୁର୍ନିତୀ ଓ କଳାବଜାରୀ କରି ଜନସାଧାରଣଙ୍କର ବହୁତ କ୍ଷତି ଘଟାଇଛନ୍ତି । ଆପଣମାନେ ନିଶ୍ଚିତ ଭାବେ ଜାଣିଛନ୍ତି ଛୋଟଛୋଟ କାମ ପାଇଁ କୌଣସି ଯୋଜନାରେ ଭତ୍ତା ହେଉ ,

ରାସନ ହେଉ ହାତଗୁଂଜା ନଦେଲେ ପୌର ପରିଷଦର କୌଣସି ଅଧିକାରୀ ଲୋକଙ୍କ କାମ କରୁନଥିଲେ । ଯଦି ଆପଣମାନେ ଚାହୁଁଛନ୍ତି ଏକ ଦୁର୍ନିତୀମୁକ୍ତ , ପ୍ରିୟା ପ୍ରୀତି ତୋଷଣ ବିହିନ ପୌର ପରିଷଦ ଗଠନ ହେଉ , ଯଦି ଆପଣମାନେ ଚାହୁଁଛନ୍ତି ବଲାଙ୍ଗୀରରେ ଥିବା ରାସ୍ତା , ଘାଟ , ନାଳ ନର୍ଦ୍ଧମା ତଥା ବର୍ଜବସ୍ତୁର ଠିକ ଭାବେ ପରିଚାଳନା ହେଉ , ଏଠାରେ ଥିବା ପୋଖରୀମାନଙ୍କର ପାଣି ଲୋକଙ୍କ ପାଇଁ ବ୍ୟବହାର ଉପଯୋଗୀ ହେଉ ତେବେ ଆପଣମାନେ ନିଶ୍ଚିତ ଭାବେ ଏହି ନିର୍ବାଚନରେ ନିଜର ବହୁମୂଲ୍ୟ ମତଦାନ କଂଗ୍ରେସ ସପକ୍ଷରେ ଦେବେ । କାରଣ ବଲାଙ୍ଗୀରରେ ବିଜୁ ଜନତାଦଳର ବିଗତ ଦିନମାନଙ୍କରେ ବିଧାୟକ ଥିଲେ , ମନ୍ତ୍ରୀ ଥିଲେ , ସାଂସଦ ଥିଲେ । କିନ୍ତୁ ଦୁଃଖର ବିଷୟ ଗୋଟାଏ ବି ଜନ ହିତକର ପ୍ରକଳ୍ପ ଏହି ସହର ମଧ୍ୟରେ କରି ନାହାନ୍ତି । ତେଣୁ ମୁଁ ଆପଣମାନଙ୍କୁ ପୁଣି ଅନୁରୋଧ କରିବି , ଏଭଳି ଦୁରଦୃଷ୍ଟିହୀନ ନେତା ତଥା ତାଙ୍କ ଅନୁଗାମୀମାନଙ୍କୁ ଭୋଟଦାନ ମାଧ୍ୟମରେ ପୁନଶ୍ଚ ନିର୍ବାଚିତ କରନ୍ତୁ ନାହିଁ । ସଚେତନ ହୁଅନ୍ତୁ ଏବଂ ଆପଣଙ୍କ ଅଂଚଳର ବିକାଶ ପାଇଁ କଂଗ୍ରେସ ଦଳର ପ୍ରାର୍ଥି,ପ୍ରାର୍ଥିମାନଙ୍କୁ ବିପୁଳ ପରିମାଣରେ ଭୋଟ ଦେଇ ବଲାଙ୍ଗୀର ବିକାଶରେ ଭାଗୀଦାରୀ ହୁଅନ୍ତୁ । ଲୋକଙ୍କୁ ବିରୋଧିଙ୍କ ୨୫ ବର୍ଷ ବନାମ ନିଜର ୭ ବର୍ଷର କାର୍ଯକାଳକୁ ତୁଳନା କରିବାକୁ ଉପସ୍ଥିତ ଜନସାଧାରଣଙ୍କୁ ଶ୍ରୀ ମିଶ୍ର ନିବେଦନ କରିଥିଲେ । ଲୋକେ ବିଜେଡିକୁ ୧୫ ବର୍ଷ ପରଖିଲେ , କଂଗ୍ରେସକୁ ଥରେ ଭୋଟ ଦେଇ ପରୀକ୍ଷା କରନ୍ତୁ ବୋଲି ନିଜ ବକ୍ତବ୍ୟରେ ଲୋକଙ୍କୁ ଶ୍ରୀ ମିଶ୍ର ଅନୁରୋଧ କରିଥିଲେ । ପୌରାଧ୍ୟକ୍ଷା ପ୍ରାର୍ଥିନୀ ମିଲନୀ ସାହୁ ମଧ୍ୟ ନିଜ ବକ୍ତବ୍ୟରେ କଂଗ୍ରେସର ସମସ୍ତ ପ୍ରାର୍ଥି ଓ ପ୍ରାର୍ଥିନୀମାନଙ୍କୁ ବିପୁଳ ପରିମାଣରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ଅନୁରୋଧ କରିଥିଲେ । ଆଜି ଅନୁଷ୍ଠିତ ସଭାମାନଙ୍କରେ ନଗର ସଭାପତି ବୁଲୁ ଦାନୀ , ଉପ ସଭାପତି ମନୀଷ ମିଶ୍ର, କିଷାନ ସେଲ ସଭାପତି ସାନନ୍ଦ ମିଶ୍ର , ସଂଜୟ ମିଶ୍ର , ପବିତ୍ର ବେହେରା ,  ଲୋପନ ମିଶ୍ର , ନାସିର ଖାନ , ରୋସନ ମିଶ୍ର ଓ ଟିଟୁ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like