-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଦେଶ ବିଦେଶ

ମାୟାବତୀ ଓ ଆଦିତ୍ୟନାଥଙ୍କ ଉପରେ ଆପତ୍ତିଜନକ ଫେସବୁକ୍‌ ପୋଷ୍ଟ କରି ଗିରଫ ହେଲେ ଯୁବକ

16-Mar-2022



ଲକ୍ଷ୍ନୌ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କ ଆପତ୍ତିଜନକ ଚିତ୍ର ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଅଭିଯୋଗରେ ଉତ୍ତରପ୍ରଦେଶର ଗୌତମ ବୁଦ୍ଧ ନଗରରେ ମଙ୍ଗଳବାର ଜଣେ ୨୪ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି।

ଅଭିଯୁକ୍ତ ମାର୍ଚ୍ଚ ୧୩ରେ ଆଦିତ୍ୟନାଥ ଏବଂ ମାୟାବତୀଙ୍କ ସଂପାଦିତ ଏବଂ ରୂପାନ୍ତରିତ ଚିତ୍ର ଫେସବୁକରେ ସେୟାର କରିଥିଲେ।

ଅଧିକାରୀମାନେ କହିଛନ୍ତି ଯେ ଏହି ପୋଷ୍ଟକୁ ନେଇ ଅନେକ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପ୍ରତିକ୍ରିୟାକୁ ଧ୍ୟାନ ଦେବା ପରେ ସ୍ଥାନୀୟ ଜେୱାର ପୁଲିସ ନିଜେ ଏଫଆଇଆର ଦାଖଲ କରିଥିଲା।

ଅଭିଯୁକ୍ତଜଣକ ଜେୱାର ପୁଲିସ ଷ୍ଟେସନ ଅଧୀନରେ ଦୟାନାଟପୁର ଗାଁର ବାସିନ୍ଦା ଅମୀର ଖାନ ବୋଲି ଜଣାପଡିଛି। ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଜଣେ ପୁଲିସ ମୁଖପାତ୍ର କହିଛନ୍ତି।

ଜେୱାର ପୁଲିସ ଷ୍ଟେସନ ଅଧିକାରୀ, ଉମେଶ ବାହାଦୁର କହିଛନ୍ତି ଯେ ଅଭିଯୁକ୍ତ ଖାନ ଜଣେ ନିର୍ମାଣ ଶ୍ରମିକ ଭାବରେ କାର୍ଯ୍ୟ କରନ୍ତି। ତେବେ, ସେ କାହିଁକି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କ ଆପତ୍ତିଜନକ ଚିତ୍ର ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ ସେ ସଂପର୍କରେ ପୁଲିସ ତଦନ୍ତ ଚଳାଇଛି।
ଜଣେ ଟ୍ଵିିଟର ବ୍ୟବହାରକାରୀଙ୍କ ଦ୍ୱାରା ଏହି ପ୍ରସଙ୍ଗକୁ ହାଇଲାଇଟ୍‌ କରାଯିବା ପରେ ଏହି ଘଟଣାର ଅନୁସନ୍ଧାନ କରିଥିବା ଜଣେ ସ୍ଥାନୀୟ ପୁଲିସ ଅଧିକାରୀଙ୍କ ଅଭିଯୋଗରେ ଏଫଆଇଆର ଦାଖଲ କରାଯାଇଛିା ଅଭିଯୁକ୍ତ ଖାନଙ୍କୁ ଭାରତୀୟ ଦଣ୍ଡ ବିଧି ଆଇନର ଧାରା ୧୫୨ବି, ୫୦୫(୨) ଏବଂ ସୂଚନା ପ୍ରଯୁକ୍ତି ଆଇନର ବ୍ୟବସ୍ଥା ଅନୁଯାୟୀ ମାମଲା ରୁଜୁ କରାଯାଇଛି ବୋଲି ପୁଲିସ କହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like