-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଦେଶ ବିଦେଶ

ଭୋଡକା ସମେତ ରୁଷୀୟ ଆମଦାନୀ ଉପରେ ଅତିରିକ୍ତ ୩୫ ପ୍ରତିଶତ ଶୁଳ୍କ ଲଗାଇଲା ବ୍ରିଟେନ

16-Mar-2022



କିବ୍: ଆଜିକୁ ୨୦ଦିନ ବିତିଲାଣି, ହେଲେ ରକ୍ତରେ ହୋଲି ଖେଳିବା ବନ୍ଦ କରିନାହିଁ ରୁଷ୍। ନିଜର ସର୍ତ୍ତ ପୂରଣ ହୋଇନଥିବାରୁ ଗୋଟେ ପରେ ଗୋଟେ ସହରକୁ ଧସେଇ ପସିଚାଲିଛନ୍ତି ରୁଷୀୟ ସେନା। ଶହ ଶହ ଲୋକଙ୍କ ପ୍ରାଣହାନୀ ଘଟିଥିବା ବେଳେ ଏବେ ବ୍ରିଟେନ ସରକାର ଏକ ବଡ଼ ପଦକ୍ଷେପ ନେଇଥିବା ଦେଖାଯାଇଛି। ୟୁକ୍ରେନ ଉପରେ ଆକ୍ରମଣ କରିଥିବାରୁ ରୁଷ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଇ ବ୍ରିଟେନ ରୁଷୀୟ ଆମଦାନୀ ଉପରେ ଅତିରିକ୍ତ ୩୫ପ୍ରତିଶତ ଶୁଳ୍କ ଲଗାଇଛନ୍ତି। ଭୋଡକାଠୁ ଆରମ୍ଭ କରି ଇସ୍ପାତ ପର୍ଯ୍ୟନ୍ତି ସବୁଥିରେ ଅତିରିକ୍ତ ୩୫ପ୍ରତିଶତ ଶୁଳ୍କ ଲାଗୁ ହେବ।

ଏହା ସହ ବିଳାସପୂର୍ଣ୍ଣ ସାମଗ୍ରୀ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛି ରୁଷ। ଏହି ନିଷ୍ପତ୍ତି ବ୍ରିଟେନର ବ୍ୟବସାୟ ଉପରେ କମ ପ୍ରଭାବ ପକାଉଥିବା ‌ବେଳେ ଆମେ ପୁଟିନଙ୍କର ସର୍ବାଧିକ କ୍ଷତି କରିବାକୁ ଚାହୁଁଛୁ ବୋଲି ଆନ୍ତର୍ଜାତୀୟ ବାଣିଜ୍ୟ ବିଭାଗ କହିଛି। ଏହା ପୂର୍ବରୁ ବ୍ରିଟେନ ସରକାର ରୁଷୀୟ ସଂସଦର ନିମ୍ନ ଗୃହ ଡୁମାର ୩୮୬ ସଦସ୍ୟଙ୍କ ଉପରେ ପ୍ରତିବନ୍ଧକ ଲଗାଇଥିଲା।

ତେବେ ଏ ମଧ୍ୟରେ ୟୁକ୍ରେନର ସଶସ୍ତ୍ର ବାହିନୀ ଦାବି କରିଛି ଯେ, ରୁଷ ସହିତ ହେଉଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଏପର୍ଯ୍ୟନ୍ତ ୧୩,୫୦୦ ରୁଷୀୟ ସୈନିକ ନିହତ ହୋଇଛନ୍ତି। ୟୁକ୍ରେନ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରୁଷର ୪ଟି ହେଲିକପ୍ଟର, ଗୋଟିଏ ବିମାନ ଏବଂ ଗୋଟିଏ ଯୁଦ୍ଧ ବିମାନକୁ ତଳକୁ ଖସାଇ ଦିଆଯାଇଛି।

ୟୁକ୍ରେନର ବୈଦେଶିକ ମନ୍ତ୍ରାଳୟ ଅନୁଯାୟୀ, ଏପର୍ଯ୍ୟନ୍ତ ଏହା ସମୁଦାୟ ୮୧ ରୁଷିଆ ବିମାନ ଏବଂ ୯୫ ହେଲିକପ୍ଟର ତଳକୁ ଖସାଇଛନ୍ତି ୟୁକ୍ରେନ ସେନା। ଏହା ବ୍ୟତୀତ ରୁଷର ସମସ୍ତ ଅସ୍ତ୍ର ମଧ୍ୟ ଆକ୍ରମଣ ଦ୍ୱାରା ନଷ୍ଟ ହୋଇଯାଇଛି। ରୁଷର ୪୦୪ଟି ଟ୍ୟାଙ୍କ ଧ୍ବଂସ ହେବା ସହ ୬୪୦ଟି ଗାଡ଼ି, ୧୨୭୯ଟି ଅସ୍ତ୍ରଶସ୍ତ୍ର ସଜ୍ଜିତ ଗାଡ଼ିକୁ ନଷ୍ଟ କରିଛନ୍ତି ୟୁକ୍ରେନ ସେନା।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like