-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼- ନିରାଡମ୍ବର ଭାବେ ପାଳିତ ହେଲା ଜାତୀୟ ପ୍ରେସ ଦିବସ

17-Nov-2020



ଟିଟିଲାଗଡ଼, (ପ୍ରେରଣା ଖବର) - ଓଡିଶା ୟୁନିୟନ ଅଫ୍  ଜର୍ଣ୍ଣାଲିଷ୍ଟ, ବଲାଙ୍ଗୀର ଜିଲ୍ଲା ଶାଖା ସଭାପତି  ଦୀପକ ସମଦାର ଙ୍କ ସଭାପତିତ୍ୱ ରେ ଜାତୀୟ ପ୍ରେସ ଦିବସ ଅନୁଷ୍ଠିତ ହୋଇଯାଇଛି। ଗଣମାଧ୍ୟମ ର ଚତୁର୍ଥ ସ୍ତମ୍ଭ ଭାବେ ସାମ୍ବାଦିକ ନିଜ କର୍ତ୍ତବ୍ୟ ସମ୍ପାଦନ କରିଆସୁଥିବା ବେଳେ ତାଙ୍କ ପ୍ରତି ସରକାର ସ୍ୱତନ୍ତ୍ର ଯୋଜନା ମାନ ପ୍ରଣୟନ କରିବା ଆବଶ୍ୟକ ବୋଲି ମତପ୍ରକାଶ ପାଇଥିବା ବେଳେ ଏହି କରୋନା ସମୟରେ ତାଙ୍କୁ ସ୍ୱତନ୍ତ୍ର ସୁବିଧା, ସୁଯୋଗ ର ଆବଶ୍ୟକ ବୋଲି ମତପ୍ରକାଶ ପାଇଛି। ନିରପେକ୍ଷତା ସହ ନିଜ ଦାଇତ୍ଵ ତୁଲାଇ ଆସୁଥିବା ଏହି ସାମ୍ବାଦିକ ମାନଙ୍କ ପାଇଁ ଏକ ଦାବିପତ୍ର ଓୟୁଜେ ଟିଟିଲାଗଡ ଶାଖା ତରଫରୁ ଜାତୀୟ ପ୍ରେସ ଦିବସ ଅବସରରେ ସମସ୍ତ ସାମ୍ବାଦିକ ଙ୍କ ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ସରକାର ଙ୍କ ନିକଟକୁ ପ୍ରେରଣ କରାଯାଇଛି । ଟିଟିଲାଗଡ଼ ସ୍ଥିତ ସ୍ଥାନୀୟ ୟସ ହୋଟେଲରେ ଜାତୀୟ ପ୍ରେସ ଦିବସ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି। ଏହି ଦିବସ ଅବସରରେ ସମସ୍ତ ସାମ୍ବାଦିକ ମାନେ ନିଜ ନିଜର ମତବ୍ୟକ୍ତ କରିବା ସହ ସରକାର ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ  କରିବା ତଥା ବିଭିନ୍ନ ଦାବି ମାନ ପୂରଣ ସମ୍ବନ୍ଧରେ ଆଲୋଚନା ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like