-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ପୁଣି ଥରେ ବ୍ଲକ ଅଧ୍ୟକ୍ଷା ହେବାପରେ ସିନ୍ଧେକେଲାରେ ରଞ୍ଜୁବାଲା ଓ ଭୋଲାନାଥ ଙ୍କ ରୋଡ ସୋ , ସ୍ବାଗତ ସମ୍ବର୍ଦ୍ଧନା ରେ ପୁରା ଗାଁରେ ହୋଲି ର ମାହୋଲ

16-Mar-2022



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ) ::ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ ଲଗାତାର ଦ୍ବୀତିୟ ଥର ପାଇଁ ବ୍ଲକ ଅଧ୍ୟକ୍ଷା ପଦ ଅଳଙ୍କୃତ କରିଛନ୍ତି ରଞ୍ଜୁବାଲା ବେହେରା। ବ୍ଲକ ଅଧ୍ୟକ୍ଷ ପଦ ପାଇଁ ଏଥର ରଞ୍ଜୁବାଲା ଙ୍କୁ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଳୁଜାଙ୍କ ସମର୍ଥନ ଥିବାରୁ ନିର୍ବାଚନ ଆରମ୍ଭରୁ ହିଁ ରଞ୍ଜୁବାଲା ଙ୍କ ସ୍ବାମୀ ଭୋଲାନାଥ ବେହେରା କିଏ କୋଉ ପଞ୍ଚାୟତରେ ନିର୍ବାଚନ ଜିତିବ,ନିର୍ବାଚିତ ହେବା ପରେ ସେ କାହା ପଟକୁ ଜିବ, ଅଧ୍ୟକ୍ଷ

ପଦ ପାଇଁ ମ୍ୟାଜିକ ନମ୍ବର କେମିତି ଯୋଗାଡ କରାଯିବ ତାର ଗଣନା ଆରମ୍ଭ କରି ଦେଇଥିଲେ। ବିଧାୟକ ଶ୍ରୀ ସାଳୁଜାଙ୍କ ପରାମର୍ଶ କ୍ରମେ ଅଳଣ୍ଡା ପଞ୍ଚାୟତ ରେ ଭୋଲାନାଥ ବେହେରା ସମିତିସଭ୍ଯ ଓ ରଞ୍ଜୁବାଲା ସିନ୍ଧେକେଲା ସମିତିସଭ୍ଯ ଭାବେ ନିର୍ବାଚନ ରଣାଙ୍ଗନ ରେ ଉଠି ନିର୍ବାଚିତ ହୋଇ ବଙ୍ଗୋମୁଣ୍ଡା ବ୍ଲକ ର ୨୬ ଟି ପଞ୍ଚାୟତ ମଧ୍ଯରୁ ୧୭ ଜଣ ସମିତିସଭ୍ଯ ଙ୍କ ଭୋଟ ପାଇ ଅଧ୍ୟକ୍ଷା ଭାବରେ ଦ୍ବିତୀୟ ଥର ପାଇଁ ଆସନ ଅଳଙ୍କୃତ କରିବାରେ ସଫଳ ହେଲେ। ଏହାକୁନେଇ ସିନ୍ଧେକେଲା ଅଞ୍ଚଳରେ ଖୁସିର ଲହରି ଖେଳି ଯାଇଥିଲା।

ସିନ୍ଧେକେଲା ବାସିଙ୍କ ଭୋଟ ପାଇ ନିର୍ବାଚିତ ହୋଇଥିବାରୁ ଭୋଲାନାଥ ଓ ରଞ୍ଜୁବାଲା ଭୋଟରଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନିଜ ଶହଶହ ସସମର୍ଥକ ଓ ବହୁ ପଞ୍ଚାୟତ ର ନବ ନିର୍ବାଚିତ ସରପଞ୍ଚ ଓ ସମିତିସଭ୍ଯ ଙ୍କୁ ନେଇ ଏକ ରୋଡ ସୋ ରେ ବାହାରିଥିଲେ । ତେବେ ଏହି ରୋଡ ସୋ ପାଇଁ ଅଦିନରେ ହୋଲି ଖେଳ ଭଲି ମାହୋଲ ଦେଖା ଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like