-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ପରିଦର୍ଶନ କମିଟିର ସ୍ୱଧାର ଗୃହ ପରିଦର୍ଶନ

16-Mar-2022



ବୌଦ୍ଧ(ପ୍ରେରଣା ଖବର) ଆଜି ପୂର୍ବାହ୍ନରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ବୁଟୁପାଲିସ୍ଥିତ ସ୍ୱଧାର ଗୃହ ପରିଦର୍ଶନ କରିଥିଲେ । ସେଠାରେ ସ୍ୱଧାର ଗୃହର ଅନ୍ତେବାସୀଙ୍କ ସହିତ ଆଲୋଚନା କରି ବିଭିନ୍ନ ସୁବିଧା ଅସୁବିଧା ସଂପର୍କରେ ପଚାରି ବୁଝିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଦଳବେହେରା ଛାତ୍ରଛାତ୍ରୀମାନେ ଭଲ ପାଠ ପଢି ଭଲ ମଣିଷ ହେବା ସହିତ ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଇଥିଲେ ।  ମାନସିକ ଅନଗ୍ରସର ପିଲାମାନଙ୍କୁ ଚିକିତ୍ସା କରାଯିବା ସଂପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.

ଅଭୟ କୁମାର ଦାଶ ମନ୍ତବ୍ୟ ପ୍ରଦାନ କରିଥିଲେ । ପିଲାମାନଙ୍କ ଚକ୍ଷୁ ପରୀକ୍ଷା ପରେ ଭୁବନେଶ୍ୱରସ୍ଥିତ ଏଲଭି ପ୍ରସାଦ ଚିକିତ୍ସାଳୟକୁ ପଠାଯିବା,ଶ୍ରବଣବାଧିତ ପିଲାଙ୍କୁ ଶ୍ରବଣ ଯନ୍ତ୍ର ଯୋଗାଇଦେବା ଏବଂ ଏକ ଡାକ୍ତରୀ ଟିମ୍ ଆସି ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ପ୍ରକାଶ କରିଥିଲେ । ସ୍ୱଧାର ଗୃହର ଅନ୍ତେବାସୀଙ୍କ ସହ ଆଲୋଚନା ସମୟରେ ବିଭିନ୍ନ ତାଲିମ ମାଧ୍ୟମରେ ସ୍ୱାବଲମ୍ବି କରାଇବା ପାଇଁ ପରାମର୍ଶ ଦେଇଥିଲେ । ଭିନ୍ନକ୍ଷମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ଅତିଥିମାନେ ଆଲୋଚନା କରିବା ସହିତ ସେମାନଙ୍କର ଶିକ୍ଷା ଓ ଦକ୍ଷତା ସଂପର୍କରେ ଅନୁଧ୍ୟାନ କରିଥିଲେ । ସ୍ୱଧାର ଗୃହର ପରିଷ୍କାର,ପରିଛନ୍ନତା,ରୋଷେଇଘର,ଶ୍ରେଣୀଗୃହ,ଛାତ୍ରାବାସ,ଶୌଚାଳୟ ଏହି ଟିମ ପରିଦର୍ଶନ କରିଥିଲେ । ଏହୌି ଟିମ୍‌ରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଜନସ୍ୱାସ୍ଥ୍ୟ ଅଧିକାରୀ,ଡିଏସପି ସାଲେଷ୍ଟିନ ଟିଗା,ଜିଲା ସମାଜ ମଙ୍ଗଳ ଅଧିକାରୀ ଲକ୍ଷପତି ଭୋଇ,ପ୍ରୋଗ୍ରାମ ଅଧିକାରୀ ଶମିଷ୍ଠା ହୋତା,ସିଡିପିଓ ହରଭଙ୍ଗା

ନିରୂପମା ପାଣି ଏବଂ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ସାମିଲ ହୋଇଥିଲେ । ସ୍ୱଧାର ଗୃହର ସୁପରିଟେଣ୍ଡେଣ୍ଟ୍ ଯମୁନା ବରାଳ, ଅଧ୍ୟକ୍ଷ ସ୍ପେଶାଲ ସ୍କୁଲ,କାଉନସିଲର ସବିତା ହୋତା ,ବବିତା ଗାଇଗୌରିଆ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like