-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଦୟାନିଧି ଖମାରୀ (ମଣ୍ଟୁ)

16-Mar-2022



ଦେଓଗାଁ(ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗୀର ଜିଲ୍ଲା ର ଦେଓଗାଁ ଵ୍ଳକ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ଥିବା ବେଳେ,  ଆଜି ମଧ୍ୟାହ୍ନ ୧୨ଟା ସମୟରେ ଦେଓଗାଁ ବ୍ଳକର ୧୨ନମ୍ବର ଅଧ୍ୟକ୍ଷ ଭାବେ ବ୍ରାହ୍ମଣୀଜୋର ପଞ୍ଚାୟତର ସମିତି ସଭ୍ୟ ଦୟାନିଧୀ ଖମାରୀ(ମଣ୍ଟୁ) ଦାୟିତ୍ୱ ଗ୍ରହଣ କରିଛନ୍ତି । ପ୍ରାୟ ସାଢ଼େ ୧୧ଟା ସମୟରେ ନିଜ ରାଜନୈତିକ ସମର୍ଥକ, କିଛି ସମିତି ସଭ୍ୟ/ସଭ୍ୟା, ସରପଞ୍ଚ ଓ ୧୨ ନମ୍ବର ଜିଲ୍ଲା ପରିଷଦ ଜୋନର ସଭ୍ୟା ଶ୍ରୀମତୀ ମମତା କୁମୁରାଙ୍କ ସହ ପହଞ୍ଚିଥିଲେ ଦେଓଗାଁ ବ୍ଲକ କାର୍ୟ୍ୟାଳୟରେ ଅଧ୍ୟକ୍ଷ ଦୟାନିଧି ଖମାରୀ । ଦେଓଗାଁ ବିଡିଓ ମୁରଲିଧର ନାଏକ, ଜିପିଇଓ ଶ୍ରୀମତୀ ପୁଷ୍ପାଞ୍ଜଳି ନାଏକ ସହ ବ୍ଳକର ସମସ୍ତ କର୍ମଚାରୀ

ଫୁଲତୋଟା ଦେଇ ସ୍ୱାଗତ କରିବା ପରେ ପୂର୍ବରୁ ପ୍ରସ୍ତୁତ କରିଥିବା ବ୍ଲକ ଅଧ୍ୟକ୍ଷ ଙ୍କ ପ୍ରକୋଷ୍ଠରେ ଶ୍ରୀ ଦୟାନିଧି ଖମାରୀଙ୍କୁ ବସାଯାଇଥିଲା । ଏହି ସମୟରେ ଉପସ୍ଥିତ ଦେଓଗାଁ ବ୍ଳକ ବିଜେଡ଼ି ସଭାପତି ସୁଶୀଲ ଚାନ୍ଦ, ପୂର୍ବ ବ୍ଲକ ଅଧ୍ୟକ୍ଷ ବିଜୟ ସାହୁ, ବିଜେଡ଼ି ଜିଲା ସାଧାରଣ ସଂପାଦକ ତଥା ବିଜେଡ଼ି ନେତା ଉମାଶଙ୍କର ସିଂ, ବ୍ଲକ ଅଧ୍ୟକ୍ଷ ଶ୍ରୀ ଖମାରୀଙ୍କ ପତ୍ନୀ ତଥା ସାରସମାଲ ସମିତି ସଭ୍ୟା ପଙ୍କଜିନୀ ଖମାରୀ, ଧଣ୍ଡାମାଲ ସମିତି ସଭ୍ୟ ଶଙ୍କର ମୁଦୁଲି, ଜରାସିଂହା ସମିତି ସଭ୍ୟ ଅମିତ ତ୍ରିପାଠୀ, ଜରା ସିଂହ।ସରପଞ୍ଚ କୁଶମଣି ମେହେର,  ବଲାଙ୍ଗୀର ଵିଧାୟକ ପ୍ରତି ନିଧି ବନ୍ଧପଡ଼ା ସମିତି ସଭ୍ୟ କାନ୍ତେଶ୍ୱର ପଧାନ, ସରପଞ୍ଚ ଗୋପାଳ ଚନ୍ଦ୍ର ମିଶ୍ର,

ବ୍ରାହ୍ମଣୀଜୋର ସରପଞ୍ଚ ମହେନ୍ଦ୍ର ମଲ୍ଲିକ ସହ ବିଭିନ୍ନ ପଞ୍ଚାୟତରୁ ନିର୍ବାଚିତ ହୋଇଥିବା ସମତି ସଭ୍ୟ, ସରପଞ୍ଚମାନେ ଉପସ୍ଥିତ ଥିଲେ । ଯୁବନେତା ଅନ୍ତର୍ୟ୍ୟାମୀ ଭୋଇ, ଲିଙ୍ଗରାଜ ଭୋଇ, ଜୟ ରଣା ବଡଵାହାଲ ସରପଞ୍ଚ ଜୋସ୍ନାମୟି ରଣା ସମେତ ଦେଓଗାଁ ବ୍ଳକର ଉଭୟ ୧୨ ଓ ୧୩ ନମ୍ବର ଜୋନର ବିଭିନ୍ନ ଗାଁରୁ ସମର୍ଥକମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like