-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଜାତୀୟ ଟୀକାଦାନ ଦିବସ ପାଳିତ

17-Mar-2022



ପଦ୍ମପୁର:-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅଧିନସ୍ଥ ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ବିଶ୍ୱ ଟୀକାଦାନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।ଏ ପରିପ୍ରେକ୍ଷୀରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ଚିକିତ୍ସାଧିକାରୀ ଡାକ୍ତର ତ୍ୟାଗରାଜ ସିଂ ଯୋଗଦାନ କରିଥିଲେ । କ୍ଷେତ୍ର ସ୍ତରରେ କାର୍ଯ୍ୟରତ ଆଶାକର୍ମୀ, ମହିଳା ସ୍ବାସ୍ଥ୍ୟକର୍ମୀ, ଅଙ୍ଗନବାଡ଼ି କର୍ମୀ, ସ୍ୱାସ୍ଥ୍ୟ ପରିଦର୍ଶକ, ପୁରୁଷ ସ୍ବାସ୍ଥ୍ୟକର୍ମୀ, ତଥା ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର କର୍ମଚାରୀ ଙ୍କ ଉପସ୍ଥିତି ରେ ସମ୍ମିଳିତ ସଭାକୁ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶିବପ୍ରସାଦ ବେହେରା ସ୍ୱାଗତ ଜଣାଇ ,ପ୍ରାରମ୍ଭିକ ସୂଚନା ତଥା ସଭାର ଉଦ୍ଦେଶ୍ୟରେ ଜ୍ଞାପନ କରିଥିଲେ।୧୯୯୫ ମସିହାରୁ ସାର୍ବଜନୀନ ପୋଲିଓ ଟୀକାଦାନ ଠାରୁ ଆରମ୍ଭ କରି ବର୍ତ୍ତମାନ ଦେଖାଦେଇଥିବା ମହାମାରୀ କୋଭିଡ-୧୯ ର ଟୀକାକରଣ ପର୍ଯ୍ୟନ୍ତ କ୍ଷେତ୍ର ସ୍ତରୀୟ କର୍ମୀ ମାନଙ୍କ ଅବଦାନ କୁ ମୁଖ୍ୟଅତିଥି ଡାକ୍ତର ସିଂ ଭୂୟସୀ ପ୍ରଶଂସା କରିଥିଲେ । ଟୀକାଦାନ ଓ ଟୀକାକରଣ ରେ ଉଲ୍ଲେଖନୀୟ ଅବଦାନ

ସକାଶେ ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ମେଲଛାମୁଣ୍ଡା ସ୍ୱାସ୍ଥ୍ୟ ଉପକେନ୍ଦ୍ର ର ମହିଳା ସ୍ବାସ୍ଥ୍ୟକର୍ମୀ ନିରୁପମା ସେଠୀ, ଚାରପାଲି ରେ କାର୍ଯ୍ୟରତ ଆଶାକର୍ମୀ ନିରବତୀ ନାଏକ,ଝୁନଗାପାଲି ର ଆଶାକର୍ମୀ ସୁଚିତ୍ରା ମଞ୍ଜରୀ ବିଭାର ଙ୍କୁ ଏ ଅବସରରେ କପ ସମେତ ମାନପତ୍ର ଓ ଉତ୍ତୋରୀୟ ଦେଇ ସମ୍ବର୍ଦ୍ଧିତ କରାଯିବା ସହ ଉପସ୍ଥିତ ସମସ୍ତ ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ,ନିର୍ମଳ କର୍ମଚାରୀ ତଥା ଟୀକାକରଣ ରେ ଜଡିତ ସହଯୋଗୀ ସମସ୍ତ କର୍ମଚାରୀଙ୍କୁ ଉତ୍ତୋରୀୟ ପ୍ରଦାନ କରାଯାଇଥିଲା ।ସ୍ୱଳ୍ପଆୟ ତଥା ବ୍ୟୟବହୁଳ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଆଶାକର୍ମୀ ମାନଙ୍କ ସେବା ଓ ତ୍ୟାଗ ଫଳରେ ଶିଶୁମାନଙ୍କ ଅମୂଲ୍ୟ ଜୀବନ ରକ୍ଷା କରାଯାଇ ପାରିଛି ବୋଲି ଆଶାକର୍ମୀ ମାନଙ୍କ ମନୋବଳ କୁ ଦୃଢ ଏବଂ ଉତ୍ସାହିତ କରିବା ପାଇଁ ଆଶାକର୍ମୀ ସୁଚିତ୍ରା ମଞ୍ଜରୀ ବିଭାର ମତବ୍ୟକ୍ତ କରିଥିଲେ ।ଏହି ଜାତୀୟ ଟୀକାକରଣ କାର୍ଯ୍ୟକ୍ରମ କୁ ସଫଳ ଭାବେ ପୁରୁଷ ସ୍ୱାସ୍ଥ୍ୟ କର୍ମୀ ତୁଳସୀ ମହଲା, ବେଦପ୍ରକାଶ ଭୋଇ, ମହେଶ୍ୱର ପଟ୍ଟନାୟକ ପରିଚାଳନା କରିଥିବାବେଳେ ବ୍ଳକ ପ୍ରୋଗ୍ରାମିଙ୍ଗ ମ୍ୟାନେଜର ବିଜୟ କୁମାର ସରଫ୍ ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like