-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ସଂସ୍କାରଭାରତୀ ପଶ୍ଚିମ ପ୍ରାନ୍ତ ପକ୍ଷରୁ କରମସାନି ମହୋତ୍ସବ ପାଳନ

17-Mar-2022



ସୁବର୍ଣ୍ଣପୁର - ଆଜାଦି କେ ଅମୃତ ମହୋତ୍ସବ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଣ୍ଡକିଟାଲ ଗ୍ରାମରେ ସଂସ୍କାରଭାରତୀର ପଶ୍ଚିମ ପ୍ରାନ୍ତ ପକ୍ଷରୁ ଜିଲ୍ଲାର ୫୦୦ କରମସାନି କଳାକାର ମାନଙ୍କୁ ନେଇ କରମସାନି ମହୋତ୍ସବ ପାଳନ କରାଯାଇଥିଲା।ଏହି ମହୋତ୍ସବ ରେ ସଂସ୍କାରଭାରତୀ ପଶ୍ଚିମ ପ୍ରାନ୍ତ ର ମହାମନ୍ତ୍ରୀ ନାଟ୍ୟମହର୍ଷି ନାଟ୍ୟଶ୍ରୀ ଗଦାଧର ବାରିକ ଙ୍କ ପୌରହିତ୍ୟ ରେ ହୋଇଥିବା ସଭାରେ ମୁଖ୍ୟ ଅତିଥି ଭାବରେ ଡୁଙ୍ଗୁରିପାଲି ବ୍ଲକ ର ପୂର୍ବତନ ଅଧ୍ୟକ୍ଷ ମକରଧ୍ୱଜ ସାହୁ,ସଭାପତି ମହାଦେବ ଵେହେରା,ରମେଶ ପ୍ରଧାନ, ପଣ୍ଡକିଟାଲ ସରପଞ୍ଚ ଗୋବିନ୍ଦ ସେଠ୍,ନାଇକେନପାଲି ଓ ବଡକର୍ଲେ ର ସମିତି ସଭ୍ୟ ,ସରପଞ୍ଚ ଙ୍କ ସହ ସମସ୍ତ ୱ।ର୍ଡ଼ ମେମ୍ବର ଜିଲ୍ଲା ପରିଷଦର ନୋମିନି ଯୋଗଦେଇ ବିଭିନ୍ନ ଆଲୋଚନା ରେ ଅଂଶଗ୍ରହଣ କରି ଉପସ୍ଥିତ ସମସ୍ତ କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ। ଏହିକାର୍ଯ୍ୟକ୍ରମରେ ପଣ୍ଡକିଟାଲ ବଜରଙ୍ଗଦଳର ଉପସଭାପତି ରିଙ୍କୁ ଙ୍କସମେତ ଅନେକ ସଦସ୍ୟ ସହଯୋଗ କରିଥିବା ବେଳେ ଗ୍ରାମର ସମସ୍ତ ଅଧିବାସୀ ପ୍ରତ୍ୟେକ ଘର ସାମ୍ନାରେ ଜାଗରଜାଳି ଶୋଭାଯାତ୍ରା କୁ ସ୍ୱ।ଗତ କରିଥିଲେ ଯାହାକି ଏକ ସୁସ୍ଥପରମ୍ପରାର ନିଚ୍ଛକ ଉଦାହରଣ ଭାବେ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like