-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ରାଜ୍ୟ

ଜୁନିଅର ରେଡକ୍ରସ କାଉନସିଲରସ୍ ତାଲିମ ଉଦ୍‌ଯାପିତ

17-Mar-2022



  ସୋନପୁର,(ମନୋରଂଜନ ତ୍ରିପାଠୀ))ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ କୁହିବାହାଲ ହାଇସ୍କୁଲ ପ୍ରାଙ୍ଗଣରେ ୩ଦନ ବ୍ୟାପୀ ଜୁନିଅର ରେଡକ୍ରସ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାର  ସଂପାଦକ ସିଟିଏମ ସୁଗୁଣା ଏବଂ ସୋନପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶରେ ଆୟୋଜିତ ହୋଇଥିବା ଜୁନିଅର ରେଡକ୍ରସ ପରାମର୍ଶଦାତା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଆୟୋଜିତା ସଭାରେ କୁହିବାହାଲ ହାଇସ୍କୁଲର ପ୍ରଧାନଶିକ୍ଷକ ମୁରଲୀ ବିଶ୍ୱାଲ ଅଧ୍ୟକ୍ଷତା କରିଥିଲେ । ସୋନପୁର ଏଡିଓ ମଞ୍ଜୁଲତା ଭୋଇ ମୁଖ୍ୟଅତିଥି ଭାବରେ ଯୋଗଦେଇ ପରାମର୍ଶଦାତାମାନେ ଶିବିରରେ ଗ୍ରହଣ କରିଥିବା କୌଶଳ ପ୍ରୟୋଗ କରି ରେଡକ୍ରସର ମାନବୀୟ ଗୁଣକୁ ଛାତ୍ରୀଛାତ୍ରୀ ମାନଙ୍କୁ ଉପଲବଧି କରାଇବାରେ ସହାୟକ ହେବାରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବାକୁ ମାର୍ଗଦର୍ଶନ କରିଥିଲେ । ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ରାଧାକାନ୍ତ ଗଡତିଆ, ଜିଲ୍ଲା ସଂପାଦକ ହିମାଂଶୁ ଶେଖର କର ଏବଂ  ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟାତ ଶିବରକୁ  ପରିଚାଳନା କରିଥିଲେ । ସୁଦୂର ଗଂଜାମର ରାଜ୍ୟ ବରିଷ୍ଠ ସାଧନକର୍ମି ସରୋଜକାନ୍ତ ରଥ ମୁଖ୍ୟବକ୍ତା  ଭାବରେ  ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଆରଟିଓ ରବିନ କୁମାର ପଟ୍ଟନାଏକ, ଜିଲ୍ଲା ଜୁନିଅର ରେଡକ୍ରସ ଉପସଭାପତି ଗତିକଷ୍ଣ ମିଶ୍ର,  ବରଗଡର ଜୁନିଅର ରେଡକ୍ରସ ଅଫିସର ମହେନ୍ଦ୍ର ଆଚାର୍ଯ୍ୟ

, ଡିଏସଏସ ପର୍ଶୁରାମ ମେହେର, ଦୈନିକ ଖବର କାଗଜ ନବଭାରତର ଜିଲ୍ଲା କରସ୍‌ପେଣ୍ଡେଂଟ କିଶନ କୁମାର ଅଗ୍ରୱାଲା ପ୍ରମୁଖ  ମତବ୍ୟକ୍ତ କରିଥିଲେ ।  ରାଜ୍ୟସ୍ତରୀୟ ତଥା ଜିଲ୍ଲା ସ୍ତରୀୟ ସାଧନକର୍ମି ମାନେ ଜିଲ୍ଲାର ବିଭିନ୍ନ ସ୍କୁଲରୁ ଆସିଥିବା ୩୦ଜଣ ପରାମର୍ଶଦାତା ମାନଙ୍କୁ ରେଡକ୍ରସର ଇତିହାସ, ସପ୍ତନୀତି, ଉଦ୍ଦେଶ୍ୟ, ମୋଟ୍ଟୋ, ପ୍ରାଥମିକ ଚିକିତ୍ସା, ସ୍କୁଲ ସେଫେ୍‌ଟି, ବିର୍ପ୍ୟୟ ପରିଚାଳନା, ସଡକ ସୁରକ୍ଷା, ଗୁଡସମରିତାନ,  ସୋଲାସିଅମ ଫଣ୍ଡ, ଶିଶୁ ସୁରକ୍ଷା, ବିଦ୍ୟାଳୟରେ ଜୁନିଅର ରେଡକ୍ରସର ମିନିମମ୍ କାର୍ଯ୍ୟକ୍ରମ, ରେକର୍ଡ କିପିଙ୍ଗ, ଡକୁମେନ୍‌ଟେସନ ଭଳି ବିଭିନ୍ନ ପ୍ରସଙ୍ଗରେ ତାଲିମ ଦେଇଥିଲେ । ଶିବିରରେ ପ୍ରତ୍ୟହ ସକାଳେ ପ୍ରାର୍ଥନାସଭା, ଜର୍କ, ସଂନ୍ଧ୍ୟାରେ ସୋସିଆଲ ଗେମସ୍‌, ପତାକା ଉତୋଳନ ଓ ଅବତରଣ,  ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ିହୋଇଥିଲା ।  ପ୍ରାଥମିକ ଚିକିତ୍ସା ଅଧ୍ୟାପକ ରବିଚନ୍ଦ୍ର ପଶାୟତ, ବରିଷ୍ଠ  ସାଧନକର୍ମି  ଝସକେତନ ମେହେର, ଅନୁପ୍ରୀୟା ମିଶ୍ର, ଚନ୍ଦ୍ରମଣି ବାଘ, ହୃଷିକେଷ ଡାଙ୍ଗ, ଚନ୍ଦ୍ର ଶେଖର ମହାପାତ୍ର, ଶେଷଦେବ ଛତ୍ର, ଆଶିଷ ନାଏକ, ଗୋପେଶ ପଣ୍ଡା, ତପସ୍ୱିନୀ ଦାଶ, ସଦାନନ୍ଦ ନାଏକ,

 

ସସ୍ମିତା ସାହୁ, ଅନନ୍ତରାମ ପାଢୀ ପ୍ରମୁଖ ଶିବିରାର୍ଥଙ୍କୁ ତାଲିମ ଦେଇଥିଲେ । ସଭା କାର୍ଯ୍ୟକ୍ରକୁ ଚନ୍ଦ୍ରମଣ ବାଘ ସଂଯୋଜନା କରିଥିଲେ । ଅତିଥି ବୃନ୍ଦ ପରାମର୍ଶଦାତା ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରିଥିଲେ । ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ ଶିବିରକୁ ପରିଦର୍ଶନ କରି ପ୍ରତ୍ୟେକ ସ୍କୁଲରେ ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମକୁ ଯୁଗୋପୋଯୋଗୀ କରିବା ସହତି କମ୍ୟୁନିଟିର ସେବା କାର୍ଯ୍ୟକ୍ରମକୁ ତ୍ୱରାନ୍ୱୀତ କରିବାକୁ ଶିବରାର୍ôଥ ମାନଙ୍କୁ ମାର୍ଗଦର୍ଶନ କରିଥିଲେ । କାର୍ଯ୍ୟକ୍ରମରେ ରେ ଡୋଲାମଣି ପଧାନ,କୁଂଜବିହାୁରି ସାହୁ,ରଂଜୟ ଧରୁଆ,ସୁଦାମ ମାଝି,ତପେଶ୍ୱର ସାହୁରାହିତ କୁମାର ପଟେଲ, ଗିଜିନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ବିଦ୍ୟାଳୟ ପରାମଶରତପନେଶ୍ୱର୍ଦାତା ଶେଷଦେବ ଛତ୍ର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like