-+91-9937148622 |
prerana_bgr@rediffmail.com |
Wednesday 6th May 2026 |
R.N.I. Regd No. ODIODI/2010/46693
Breaking News
17-Nov-2020
ଭୁବନେଶ୍ବର, (ପ୍ରେରଣା ଖବର) - ରାଜ୍ଯରେ ପୁଣି ତଳକୁ ଖସିଲା କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ଯରେ ନୂଆ ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୧ ଓ ଅନ୍ୟ ୨୭୩ ଲୋକାଲ କଣ୍ଟାକ୍ଟ ।ରାଜ୍ଯରେ ଏଯାବତ୍ ୩,୧୦,୦୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!*