-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଜିଲ୍ଲସ୍ତରୀୟ ରୋଲ ପ୍ଲେ ଓ ଲୋକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ

17-Mar-2022



ବଲାଙ୍ଗିର:(ପ୍ରେରଣା ଖବର) ସ୍ଥାନୀୟ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ର କନଫରେନ୍ସ ହଲ୍ ଠାରେ ଟିଇ ଓ ଏସ୍‌ସିଇଆରଟି, ଭୁବନେଶ୍ୱରଙ୍କ ନିର୍ଦ୍ଦେଶରେ ତଥା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲା ସ୍ତରୀୟ ହାଇସ୍କୁଲ ଛାତ୍ର ଛାତ୍ରୀଙ୍କୁ ନେଇ ରୋଲ ପ୍ଲେ ଓ ଲୋକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ରୋଲ ପ୍ଲେ ପ୍ରତିଯୋଗିତାରେ ଜିଲ୍ଲାର ୧୧ଟି ଦଳ ଓ ଲୋକ ନୃତ୍ୟ ପ୍ରତିଯୋଗିତାରେ ୧୧ଟି ଦଳ ଯୋଗ ଦେଇଥିଲେ । ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅତିଥି  ଭାବେ ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ କେଶବ ଚରଣ ମେହେର, ଶିକ୍ଷାବିତ୍ ସନାତନ୍ ଠାକୁର ଯୋଗ ଦେଇଥିଲେ ।  ଜିଲ୍ଲ୍ଲା ବିଜ୍ଞାନ ତତ୍ତ୍ୱାବଧାରକ ସରୋଜ ନାୟକ କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଶିକ୍ଷାବିତ୍ ସୁରେନ୍ଦ୍ର ତ୍ରିପାଠୀ, ବିଜ୍ଞାନ ସୋସାଇଟି ର ନିର୍ଦ୍ଦେଶକ ପଦ୍ମଚରଣ ଆଚାର୍ଯ୍ୟ, ଚିତ୍ରଶିଳ୍ପୀ ଦିଲୀପ ସିଂଦେଓ ଓ ମୂରଲୀଧାରୀ ପତି ବିଚାରକ ଭାବେ ଯୋଗ ଦେଇଥିଲେ ।  ରୋଲ ପ୍ଲେ ରେ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଅଏଁଲାଚୁଆଁ ପ୍ରଥମ ସ୍ଥାନ, ପର୍ଶୁରାମ ଉଚ୍ଚ ବିଦ୍ୟାଳୟ,


କୁଡାସିଂହା ଦ୍ୱିତୀୟ  ଓ ନିଧିସାଗର ବିଦ୍ୟାପୀଠ, ବୁବେଲ ତୃତୀୟ ସ୍ଥାନ ଅଧିକାର କରିଥିଲେ । ସେହିପରି ଲୋକ ନୃତ୍ୟ ପ୍ରତିଯୋଗିତାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ , ବଲାଙ୍ଗିର ପ୍ରଥମ ସ୍ଥାନ, ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଅଏଁଲାଚୁଆଁ ଦ୍ୱିତୀୟ ଓ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ, ବଲାଙ୍ଗିର ତୃତୀୟ ସ୍ଥାନ ଅଧିକାର କରିଥିଲେ ।  ଉଭୟ ପ୍ରତିଯୋଗୀତାର ପ୍ରଥମ ହୋଇଥିବା ଦଳ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା ଉଭୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ  ଟ୍ରଫି ଓ ପ୍ରମାଣପତ୍ର ଦେଇ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ  ବିଜ୍ଞାନ ଶିକ୍ଷକ ରାମ ଗୋପାଲ ଖମାରୀ ଶର୍ମା ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like