-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||     

HOME   ଜିଲ୍ଲା

ଆୟୁଷ୍ମାନ ଭାରତ ପ୍ରଶିକ୍ଷଣ ଉଦଯାପିତ 

17-Mar-2022



ପଦ୍ମପୁର:-ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଚାଲିଥିବା ଆୟୁଷ୍ମାନ ଭାରତ ର ପଞ୍ଚଦିବସୀୟ ପ୍ରଧାନଶିକ୍ଷକ/ଶିକ୍ଷୟିତ୍ରୀ ମାନଙ୍କର ପ୍ରଶିକ୍ଷଣ ଉଦଯାପିତ ହୋଇଯାଇଛି ।ଏହି ପ୍ରଶିକ୍ଷଣ ୮୧ ଜଣ ପ୍ରଧାନଶିକ୍ଷକ ଏବଂ ୧୪୨ ଜଣ ଶିକ୍ଷକ/ଶିକ୍ଷୟିତ୍ରୀ ପ୍ରଶିକ୍ଷଣ ନେଇଥିଲେ ।ଉଦଯାପନ ସମାରୋହରେ ପାଇକମାଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମିସ ଉପାଞ୍ଜଳୀ ମାଝୀ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଆୟୁଷ୍ମାନ ଭାରତ ର ତାତ୍ପର୍ଯ୍ୟ ସମ୍ପର୍କ ଉଦବୋଧନ ଦେଇଥିଲେ । ସହ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରେମାନନ୍ଦ ବାରିକ ଅତିଥି ପରିଚୟ ପ୍ରଦାନ କରିଥିଲେ ।ଅଧ୍ୟକ୍ଷତା କରିଥିଲେ ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ । ଡାକ୍ତର ରାକେଶ କୁମାର ସାହୁ,ପିଏଚଇଓ ଶ୍ରୀମାନ ତୁଷ କୁମାର ଚନ୍ଦ୍ରକାର ମଞ୍ଚାସୀନ ଥିବାବେଳେ ସର୍ବଶ୍ରୀ ନାରାୟଣ ମେହେର,ରଞ୍ଜନ କୁମାର ବାଗ ଏବଂ ସୁଶିଲ କୁମାର ତ୍ରିପାଠୀ ସାଧନା କର୍ମୀ ରୂପେ ପ୍ରଶିକ୍ଷଣ ଦେଇଥିଲେ । ତ୍ରିଲୋଚନ ନାଏକ ମଞ୍ଚ ପରିଚାଳନା କରିଥିବାବେଳେ, ସହ ଗୋଷ୍ଠୀ ଶିକ୍ଷାଧିକାରୀ ଶେଷ ରେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026

You Might Also Like