-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||     

HOME   ରାଜ୍ୟ

୪୦ ଡିଗ୍ରୀ କୁ ଛୁଇଁଲା ତାପମାତ୍ରା, ଓଡ଼ିଶାର ବଲାଙ୍ଗୀର ଜିଲ୍ଲା ସର୍ବୋଚ୍ଚ ଉତ୍ତପ୍ତ ଅଞ୍ଚଳ

18-Mar-2022



ଭୁବନେଶ୍ୱର/ବଲାଙ୍ଗୀର,(ପ୍ରେରଣା ଖବର ବ୍ୟୁରୋ) :: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର୍‍ କରିଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ପାରଦ ୪୦ ଡିଗ୍ରୀ ଉପରକୁ ବୃଦ୍ଧି ପାଇଛି। ତାପମାତ୍ରା ବୃଦ୍ଧି ସହ ରାଜ୍ୟର ଅନେକ ସ୍ଥାନରେ ହିଟ୍‍ୱେଭ୍‍ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଉତ୍ତପ୍ତ ବାୟୁ ପ୍ରବେଶ କରୁଥିବା ଯୋଗୁଁ ତାପାମାତ୍ରାରେ ଏହି ବୃଦ୍ଧି ଘଟିଛି।

ଏହି ସ୍ଥିତି ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବୁଧବାର ରାଜ୍ୟର ୩ଟି ସହର ଦିନର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଉପରେ ରହିଥିବା ବେଳେ ୪୦.୫ ଡିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ସବୁଠୁ ତତଲା ସହରରେ ପରିଣତ ହୋଇଛି। ସେହିପରି ଟିଟିଲାଗଡ଼଼ରେ ୪୦.୨ ଡିଗ୍ରୀ ଓ ଅନୁଗୁଳରେ ତାପମାତ୍ରା ୪୦.୦ ଡିଗ୍ରୀ ରେକର୍ଡ କରାଯାଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ସ୍ଥିତି ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଗୁରୁବାର ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, ନୟାଗଡ଼଼, ମୟୂରଭଞ୍ଜ ଓ ବାଲେଶ୍ୱର ଆଦିରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଅନ୍ୟପଟେ ପ୍ରବଳ ଖରା ଯୋଗୁଁ ଏହି ୯ ଜିଲ୍ଲାରେ ବରିଷ୍ଠ ନାଗରିକ ଓ ଅସୁସ୍ଥମାନଙ୍କ ପାଇଁ ଅସହ୍ୟ ହେବାର ଆଶଙ୍କା ରହିଛି। ଏହା ସହିତ ଖରାର ସର୍ବାଧିକ ପ୍ରକୋପ ଦିନ ୧୧ ଟାରୁ ଅପରାହ୍ଣ ୩ ଟା ପର୍ଯ୍ୟନ୍ତ ରହୁଥିବାରୁ ଏହି ସମୟ ମଧ୍ୟରେ ବାହାରକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଗୁରୁବାର ଭଳି ଶୁକ୍ରବାର ମଧ୍ୟ ଅନେକ ଜିଲ୍ଲାରେ ସମାନ ସ୍ଥିତି ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାକୁ ଥିବା ବେଳେ ପରବର୍ତ୍ତୀ ୨ ଦିନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ।

ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ଖରା ହେବା ନେଇ ଲୋକମାନଙ୍କୁ ଅବଗତ କରାଇବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଶିଶୁ, ବୟସ୍କ ଓ ଅସୁସ୍ଥ ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଥିବା ବେଳେ ଦିନ ୧୧ ଟାରୁ ୩ ଟା ମଧ୍ୟରେ ବାହାରକୁ ଗଲେ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026

You Might Also Like