-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଆଶାକର୍ମୀ ସଂଘର ଲୋଇସିଂହା ବ୍ଲକ ସମ୍ମିଳନୀ

18-Mar-2022



ଲୋଇସିଂହା, (ବିନୋଦ କୁମାର ଦୀପ) (ଏଆଇଟିୟୁସି) ନିଖିଳ ଓଡିଶା ଆଶାକର୍ମୀ ସଂଘର ଲୋଇସିଂହା ବ୍ଲକ ସମ୍ମିଳନୀ ଲୋଇସିଂହା ରାମମନ୍ଦିର ଠାରେ ସଭାପତି ମାଧବୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ ଆରମ୍ଭରେ ସଂଘର ବ୍ଲକ ସମ୍ପାଦିକା କଲ୍ୟାଣୀ ସାହୁ ପ୍ରାରମ୍ବିକ ସୂଚନାଦେଇ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ l ବ୍ଲକ ସଭାପତି ମାଧବୀ ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହ ଆଗାମୀ ଦିନରେ ମିଳିତ ଆନ୍ଦୋଳନ କରିବା ଓ ଏହାସହ ଆସନ୍ତା ମାର୍ଚ୍ଚ 28 ଓ 29 ତାରିଖ ଦୁଇଦିନ ଲୋଇସିଂହା ସିଏଚସି କାର୍ଯ୍ୟାଳୟ ବନ୍ଦ କରିବା, ସର୍ବ ଭାରତୀୟ ସାଧାରଣ ଧର୍ମଘଟକୁ ପୂର୍ଣ୍ଣ ସମର୍ଥନ କରିବା ସହ ବନ୍ଦ ପାଳନକୁ ପୂର୍ଣ୍ଣ ମାତ୍ରାରେ ସହଯୋଗ କରିବାକୁ ଆହ୍ୱାନ ଦେଇଥିଲେ l ଜିଲ୍ଲା ଉପଦେଷ୍ଟା କମିଟିର ସାଏବୁ ନନ୍ଦ ଆଶାକର୍ମୀଙ୍କ ବିଭିନ୍ନ ସମସ୍ୟା ଉପରେ ପ୍ରକାଶ କରିଥିଲେ l ଲୋଇସିଂହା ଅଂଚଳର ସମସ୍ତ ଗ୍ରାମରୁ ଆଶାକର୍ମୀ ମାନେ ଉକ୍ତ ସମ୍ୱିଲ୍ଲନିରେ ଅନେକ ସଂଖ୍ୟାରେ ଯୋଗଦେଇ ଉକ୍ତ ସମ୍ମିଳନୀ କାର୍ଯ୍ୟକ୍ରମକୁ ସାଫଲ୍ୟ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026

You Might Also Like