-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||     

HOME   ଜିଲ୍ଲା

ସଇଁନ୍ତଲା ଠାରେ ଆମ୍ବଦକର ଷ୍ଟେଚ୍ୟୁ ପାଇଁ ଜାଗା ପାଇଁ ଆବେଦନ

18-Mar-2022



ବଲାଙ୍ଗିର(ପ୍ରେରଣା ଖବର)-ଦଳିତ ଆଦିବାସୀ, ପଛୁଆ ବର୍ଗ ଅଧିବାସୀ ବହୁଳ ସଇଁନ୍ତଲା ବ୍ଲକ ଠାରେ ଭାରତ ରତ୍ନ ବାବା ସାହେବ ଡ. ବି.ଆର. ଆମ୍ବେଦକରଙ୍କ ଏକ ପ୍ରତିମୁର୍ତ୍ତି ସ୍ଥାପନ ପାଇଁ ପଶ୍ଚିମ ଓଡିଶା ମହିଳା ସଂଗଠନ ବଲାଙ୍ଗିର ତରଫରୁ ନିଷ୍ପତ୍ତି କରାଯାଇଛି । ଆସନ୍ତା ଏପ୍ରିଲ ୧୪ ବାବା ସାହେବଙ୍କ ଜୟନ୍ତୀ ପୂର୍ବରୁ ପ୍ରତିମୁର୍ତ୍ତି ସ୍ଥାପନ କରିବା ପାଇଁ ନିର୍ଦ୍ଧାରଣ କରାଯାଇଛି । ଏହି ଉପଲକ୍ଷେ ଜାଗା ପ୍ରଦାନ କରିବାକୁ ପଶ୍ଚିମ ଓଡିଶା ମହିଳା ସଂଗଠନ ତରଫରୁ ସଭାନେତ୍ରୀ ସବିତା ନନ୍ଦ ଏବଂ ସମ୍ପାଦିକା ସୁଷମା ବଏ ତହସିଲଦାର ସଇଁନ୍ତଲାକୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ପ୍ରକାଶ ଥାଉକି ସମଗ୍ର ଜିଲ୍ଲାରେ ମହିଳାଙ୍କ ସଚେତନ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ମହିଳା ସଂଗଠନ ହାତକୁ ନେଇଥିବା ବେଳେ ମହିଳାଙ୍କ ଅଧିକାର ପାଇଁ ସମ୍ବିଧାନରେ ସ୍ୱତନ୍ତ୍ର ବ୍ୟବସ୍ଥା କରିଥିବା ବାବା ସାହେବଙ୍କ ଏବଂ ସାବିତ୍ରୀ ବାଇ ଫୁଲେଙ୍କ ପ୍ରତିମୃତ୍ତି ବିଭିନ୍ନ ସ୍ଥାନରେ ସ୍ଥାପନ କରିବାକୁ ଯୋଜନା କରାଯାଇଅଛି । ତହସିଲଦାରଙ୍କୁ ସାକ୍ଷାତ କରି ରାଜସ୍ୱ ନିରୀକ୍ଷକଙ୍କୁ ସାକ୍ଷାତ କରି କିପରି ଅତିଶିଘ୍ର ଜାଗା ମିଳିବ ସେ ଦିଗରେ ମଧ୍ୟ ଅନୁଷ୍ଠାନ ତରଫରୁ ସଭାନେତ୍ରୀ ଏବଂ ସଂପାଦିକା ଚେଷ୍ଟିତ ଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026

You Might Also Like