-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||     

HOME   ଦେଶ ବିଦେଶ

ଫେଲ୍ ମାରିଲା ଆତଙ୍କବାଦୀଙ୍କ ବଡ ଷଡଯନ୍ତ୍ର, ଦିଲ୍ଲୀକୁ ବିସ୍ଫୋରଣରେ ଉଡାଇବା ପାଇଁ କରିଥିଲେ ଯୋଜନା, ୨ ଆତଙ୍କୀ ଗିରଫ!!*

17-Nov-2020



ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀକୁ ବିସ୍ଫୋରଣରେ ଉଡାଇବା ପାଇଁ ହୋଇଥିବା ଏକ ବଡ ଧରଣର ଷଡଯନ୍ତ୍ର ଫେଲ୍ ମାରିଛି । ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦୁଇଜଣ ଦୁର୍ଦ୍ଦାନ୍ତ ଆତଙ୍କବାଦୀଙ୍କୁ ଗିରଫ କରିଛି । ଏହି ଦୁଇ ଆତଙ୍କବାଦୀ ଜୈଶ-ଏ-ଅହମ୍ମଦ ସହ ଜଡିତ । କୁହାଯାଉଛି ଯେ, ଏହି ଦୁଇ ଆତଙ୍କବାଦୀ ଦିଲ୍ଲୀରେ ବଡ ଧରଣର ଆକ୍ରମଣ କରିଥାନ୍ତେ । ବଡ ଧରଣର ବୋମା ବିସ୍ଫୋରଣ ମଧ୍ୟ କରିଥାନ୍ତେ ବୋଲି ସୂଚନା ମିଳିଛି!!*ଏହି ଦୁଇ ଆତଙ୍କବାଦୀ ଦିଲ୍ଲୀରେ ଲୁଚି ରହିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା । ଏହାପରେ ପୋଲିସ ସର୍ଚ୍ଚ ଅପରେସନ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା । ସୋମବାର ରାତି ୧୦ଟା ୧୫ରେ ଏହି ଦୁଇ ଆତଙ୍କବାଦୀଙ୍କୁ ସରାୟକାଲେ ଖାଁର ମିଲିନିୟମ ପାର୍କରେ ଗିରଫ କରାଯାଇଥିଲା । ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି । ପୋଲିସର କହିବାନୁସାରେ, ଏହି ଆତଙ୍କବାଦୀ ଦ୍ୱୟ ଜମ୍ମୁ-କାଶ୍ମୀରର ବାରମୂଳା ଜିଲ୍ଲାର ସାପୋରରେ ରହୁଥିବା ଅବ୍ଦୁଲ ଲତିଫ ଓ କୁପଓ୍ୱାଡା ଜିଲ୍ଲାର  ଅଶରଫ ଖାତାନା । ସେମାନଙ୍କପାଖରୁ ସେମି ଅଟୋମେଟିକ୍ ପିସ୍ତଲ, ୧୦ଟି କାରତୁସ ଜବତ ହୋଇଛି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026

You Might Also Like