-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||     

HOME   ଜିଲ୍ଲା

ଫଗୁଣ ପୂର୍ଣ୍ଣିମା ଓ ହୋଲି ଅବସରରେ ଅଂକୁର ସାହିତ୍ୟ ସଂସଦ ଓ ପୂଜ୍ୟପୂଜା ସେବା ସଂଗଠନ ମିଳିତ ସହଯୋଗ ରେ ବହୁଭାଷୀ କବିତା ଆସର "ଫଗୁଣ ର ମଧୁ ମୂର୍ଚ୍ଛନା"

18-Mar-2022



ବଲାଙ୍ଗିର (ପ୍ରେରଣା ଖବର) ପବିତ୍ର ଫଗୁଣ ପୂର୍ଣ୍ଣିମା ଓ ହୋଲି ଅବସରରେ ବଲାଙ୍ଗୀର  ଟିକ୍ରାପଡା ଜଗନ୍ନାଥ ମନ୍ଦିର ଠାରେ ଅଂକୁର ସାହିତ୍ୟ ସଂସଦ ଓ ପୂଜ୍ୟପୂଜା ସେବା ସଂଗଠନ ମିଳିତ ସହଯୋଗ ରେ ବହୁଭାଷି କବିତା ଆସର "ଫଗୁଣ ର ମଧୁ ମୂର୍ଚ୍ଛନା" ଓ ହରିହର ଭେଟ ଅନୁଷ୍ଠିତ ହୋଇଯାଇଛି ଶ୍ରୀମତୀ କସ୍ତୁରୀ ରଥ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ

ମୁଖ୍ୟ ଅତିଥି ଭାବରେ ଅଧ୍ୟାପକ ଡ଼ଃ ଜଗନ୍ନାଥ ସାହୁ , ସଂମାନିତ ଅତିଥି ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଯୋଗଦେଇ ଫଗୁଣ ପୁର୍ଣିମା ର ମହତ୍ୱ ଓ ଏହା ଆମର ସାମାଜିକ ଚଳଣି ଉପରେ କି ପ୍ରଭାବ ପକାଇଥାଏ ସେ ଉପରେ ସୁନ୍ଦର ଆଲୋଚନା କରିଥିଲେ ସଭା ପରିଚାଳନା କରିଥିଲେ କବି ରତ୍ନମୟ ତ୍ରିପାଠୀ l ଆରମ୍ଭ ରେ ବହୁଭାଷି କବିତା ଆସରରେ କବି କଲ୍ଲୋଳିନୀ ମିଶ୍ର, ଓଁ ପ୍ରଣବ ନାୟକ, ଜ୍ୟୋତିରାଣୀ ମିଶ୍ର, କପିଳ ପତି, କବିତା ମିଶ୍ର, ମୄଗେସ ବୈଷ୍ଣବ ପାଣିଗ୍ରାହୀ, ଅନୁପ୍ରିୟା ମିଶ୍ର, ସବିତା ମହରା, ପ୍ରଭାସିନୀ ଭୋଇ, ନାମଯଜ୍ଞ ମିଶ୍ର, ବଳିଷ୍ଠ ପ୍ରଧାନ, ଧର୍ମବ୍ରତ

ରଥ, ଅଚ୍ୟୁତାନନ୍ଦ ଉଦ୍ଗାତା, ମାଳତୀ ଉଦ୍ଗାତା, ପ୍ରସନ୍ନ କୁମାର ମିଶ୍ର, ତଥା ଆହୁରି ଅନେକ କବି ନିଜର ସ୍ୱରଚିତ କବିତା ପାଠ କରିଥିଲେ l ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ମଦନ ମୋହନ ରଥ l ପରେ ଅନୁଷ୍ଠିତ ହରିହର ଭେଟ କାର୍ଯ୍ୟକ୍ରମ ରେ ଚୂଡେଦ୍ର ବେହେରା, ଦୁର୍ଗା ଚରଣ ସାହୁ, ପ୍ରଦୀପ ପଶାୟତ, ସୁନାଧର ବନଛୋର ତଥା ଟିକ୍ରାପଡା ର ଅନେକ ଶ୍ରଦ୍ଧାଳୁ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026

You Might Also Like