-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||     

HOME   ଜିଲ୍ଲା

ବନ୍ଧୁତ୍ୱ ସ୍ମୃତି ରେ ରକ୍ତଦାନ ଶିବିର

19-Mar-2022



ନୟାଗଡ, (ପ୍ରଦୀପ କୁମାର ପଣ୍ଡା: )ଗତ ୭ ତାରିଖ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ସାଙ୍ଗ (ହାପି ଏବଂ ରଶ୍ମି)ଙ୍କର ମୃତ୍ୟୁ ଓଡ଼ଗାଁ ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଥିଲା ।ଉଭୟ ସାଙ୍ଗଙ୍କର ସ୍ମୃତି ରକ୍ଷା ଉଦ୍ଦେଶ୍ୟରେ ଆଜି ଓଡ଼ଗାଁ ଯୁବକମାନଙ୍କ ଦ୍ୱାରା ସ୍ଥାନୀୟ ଇନଡୋର ଷ୍ଟାଡିୟମଠାରେ ଓଡିଶା ମୋ ପରିବାର ଆନୁକୂଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି ।ଆଜିର ଶିବିରରେ ସମୁଦାୟ ୫୧ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା । ଦୁର୍ଘଟଣା ଜନିତ ମୃତ୍ୟୁ ବିଶେଷ କରି ରକ୍ତଅଭାବ ରୁ ହେଉଥିବା ର ଦୃଷ୍ଟିରୁ ଆଜିର ଏହି ରକ୍ତଦାନ ଶିବିର ପାଇଁ ବୁଦ୍ଧିଜୀବୀ ମାନେ ଭୁରି ପ୍ରଶଂସା କରିଛନ୍ତି | ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରକୁ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ବିଭୁପ୍ରସାଦ ସାହୁ ଉଦଘାଟନ କରିଥିଲେ।ସମାଜସେବୀ ଦାମୋଦର ସାହୁ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।ରକ୍ତଦାତାମାନେ ଦୁଇ ସାଙ୍ଗଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଦ୍ରୁତ ଗତିରେ ଗାଡିଚାଳନାରୁ ନିବୃତ୍ତ ରହିବା ପାଇଁ ଯୁବବର୍ଗଙ୍କୁ ନିବେଦନ କରିଥିଲେ।ରାଜେଶ ସ୍ୱାଇଁ, ଅମ୍ରିତ ପ୍ରିୟଦର୍ଶନ ପଣ୍ଡା,ସୁଦର୍ଶନ ସାହୁ,ଭାଗ୍ୟବାନ ସାହୁ ଓ କାହ୍ନା ସାହୁ ପ୍ରମୁଖ ଶିବିର ପରିଚାଳନା କରିଥିଲେ। ରକ୍ତଦାନ ପରି ମହତ୍ କାର୍ଯ୍ୟକୁ ଦିବଙ୍ଗତ ରଶ୍ମି ରଞ୍ଜନ ଦୋରା ଓ ବିକାଶ ମହାପାତ୍ରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026

You Might Also Like