-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||     

HOME   ଅପରାଧ

ହୋଲି ରଙ୍ଗ ପୂର୍ବରୁ ରକ୍ତ ରଞ୍ଜିତରେ ଗଡିଲା ମୁଣ୍ଡ

19-Mar-2022



ବ୍ରହ୍ମପୁର(ଉମା ମହାରଣା) : ହୋଲିରେ  ରଙ୍ଗ ଖେଳିବା ପୂର୍ବରୁ ରକ୍ତ ରଞ୍ଜିତ ହେଲା ଗାଁ ଦାଣ୍ଡ । ଏଭଳି ଏକ ଅଭାବନୀୟ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଗଂଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ ପଞ୍ଚାୟତର ମୁକ୍ତାମାଳଦେଇପୁର ଶାସନ ଗ୍ରାମରେ । ଯେଉଁଠି ପୂର୍ବ ଶ୍ରତୃତାକୁ ନେଇ ମୁକ୍ତାମାଳଦେଇପୁର ଶାସନ ଗ୍ରାମର ଅମିତ

ଆଚାର୍ଯ୍ୟ କୁ କିଛି ଦୁର୍ବୁତ ଗତ ରାତିରେ ଗାଁ ରାସ୍ତା ରୁ ବିଲ ମଝିକୁ ଗୋଡ଼ାଇ ଗୋଡ଼ାଇ ଏକ ଧାରୁଆ ଅସ୍ତ୍ରରେ ବେକ କାଟି  ହତ୍ୟା କରାଯାଇଥିବା ଭଳି ଦୃଶ୍ୟ ଦେଖିବାକୁ ମିଳିଛି ।  ଯାହାକୁ ନେଇ ପୋଲସରା ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାଣ୍ଡ ସମସ୍ତ ଦିଗକୁ ପରଖି ଥିବା ଦେଖିବାକୁ ମିଳିଛି । ଅନ୍ୟ ପଟେ ମୁକ୍ତାମାଳଦେଇପୁର ଗ୍ରାମବାସୀ ହତ୍ୟାକାଣ୍ଡର  ପ୍ରକୃତ ରହସ୍ୟକୁ ନେଇ ପୋଲିସର ତଦନ୍ତ କୁ ଅପେକ୍ଷା କରିଥିବା ବେଳେ ମୃତ ପୁଅର ବାପା ଓ ଭାଇ ପୂର୍ବ ଶତୃତା ନେଇ ଏଭଳି ହତ୍ୟାକାଣ୍ଡ କରାଯାଇଥିବା ଅଭିଯୋଗ ଆଣିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026

You Might Also Like