-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଓ ସୁନ୍ଦର ସହର ଗଢିବାରେ ପୋଲିସ ଓ ସ୍ବେଛାସେବୀ ଙ୍କ ସ୍ୱଚ୍ଛ ପ୍ରୟାସ* - *ପଲିଥିନ ମୁକ୍ତ ମହା ଅଭିଯାନ ରେ ଖୋଦଏସପି ରାସ୍ତା ଓ ନାଳ ରୁ ଗୋଟାଇଲେ ଜରି

20-Mar-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ସ୍ୱଚ୍ଛ ସହର ସ୍ୱଚ୍ଛ ସୋନପୁର ଗଢିବା ପାଈଁ  ସୁବର୍ଣ୍ଣପୁର ଏସ-ପି ଙ୍କ ନେତୃତ୍ୱ ଓ ତତ୍ୱାବଧାନ ରେ ରିଜର୍ଭ ଇନ୍ସପେକ୍ଟର ପ୍ରଦ୍ୟୁମ୍ନ ପଟେଲ, ସ୍ୱଚ୍ଛ ଭାରତ କୋଡିନେଟର ମନୋରଞ୍ଜନ ତ୍ରିପାଠୀ, ଓ ହାବିଲଦାର ମନୋଜ ପଣ୍ଡା ଙ୍କ ସଂଯୋଜନା ରେ ସ୍ୱଚ୍ଛ ଭାରତ ସଂଗଠନ, ପୋଲିସ ଟିମ, ଯୋଗାଳୟ, ସୋନପୁର କଲେଜ ଏନ ସି ସି

ଟ୍ରୁପ, ଓ  ଆର ଏସ ଏସ  କର୍ମକର୍ତା ଙ୍କ ମିଳିତ ସହଯୋଗ ରେ ସ୍ଥାନୀୟ ବୁଢାରଜା ଛକ ଠାରୁ କଲେଜ ରାସ୍ତା କଚେରୀ ଛକ ଯାଏ ପଲିଥିନ ମୁକ୍ତ ମହା ସଚେତନତା ଅଭିଯାନ କୁ ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା ଶୁଭାରମ୍ଭ କରିଥିଲେ l ଏବଂ ନିଜେ ଶ୍ରୀ ପଣ୍ଡା ବେଲଚା ଦ୍ୱାରା ରାସ୍ତା ରୁ ଓ ଡ୍ରେନ ରୁ ଜରି ଗୋଟାଇ ସଫେଇ କରି  ପୋଲିସ ଓ ସ୍ବେଛାସେବୀ ଙ୍କ ଉତ୍ସାହ ବଢ଼ାଇଥିଲେ l ସକାଳ ୫.୩୦ ରୁ  ୭ଟା ଯାଏ ଆଜିର ଏଇ ଅଭିଯାନ ରେ ଶତାଧିକ ସ୍ବେଛାସେବୀ ଓ ବୁଦ୍ଧିଜୀବୀ ଯୋଗ ଦେଇ ପଲିଥିନ ଗୋଟାଇ ସହର ବାସୀ ଙ୍କୁ ସଚେତନ କରାଇଥିଲେ l  ସବୁ ବର୍ଗର ଲୋକଙ୍କ ସହଯୋଗରେ ଆଗକୁ ସହର ଓ ଜ଼ିଲ୍ଲା ସାରା ଏଇ ସଚେତନତା ଅଭିଯାନକୁ ଆହୁରି ବ୍ୟାପକ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା  ପ୍ରକାଶ  କରିଥିବା ବେଳେ ଆଜି ଯୋଗଦାନ କରିଥିବା ସମସ୍ତ ପୋଲିସ ଓ ସ୍ବେଛାସେବୀଙ୍କୁ ଧନ୍ୟବାଦ ଦେଇଥଲେ l ସ୍ୱଚ୍ଛ ଭାରତ ସଂଗଠନ ଓ ଉପସ୍ଥିତ ସମସ୍ତ ଅନୁଷ୍ଠାନ ସହିତ ଏସପି ଶ୍ରୀ

ପଣ୍ଡା ପୂର୍ଵ ରୁ ଏଇ କାର୍ଯ୍ୟକ୍ରମ ଉପରେ ବିଭିନ୍ନ ପରାମର୍ଶ ଓ ଆଲୋଚନା କରିଆସିଥିବା ବେଳେ ଏସପି ଶ୍ରୀ ପଣ୍ଡା ଙ୍କ ପରି ସମସ୍ତ ପ୍ରଶାସନିକ ଅଧିକାରୀଙ୍କ ସମାଜ ପ୍ରତି ଏଭଳି ଆଭିମୁଖ୍ୟ ରହିଲେ ଏକ ସ୍ୱଚ୍ଛ ଓ ସୁସ୍ଥ ସମାଜ ଗଢିବାରେ  ଓ  ସମାଜ ପରିବର୍ତ୍ତନ ଆଣିବାରେ ସଫଳ ହେବା ନିଶ୍ଚିତ l ଏବଂ ସ୍ୱଚ୍ଛ ସହର ଗଢିବା ରେ ଆଜିର ସ୍ବେଛାସେବୀ, ଏନ ସି ସି ଛାତ୍ର ଛାତ୍ରୀ ଓ ପୋଲିସ ଟିମ ଙ୍କ ସ୍ୱଚ୍ଛ ପ୍ରୟାସ ସତରେ ପ୍ରଶଂସନୀୟ ଅଟେ l


News Comment




Photo in News

Advertisment
Lastest News
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026

You Might Also Like