-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦାବିି ନେଇ ନେତାଜୀ ସଂଗ୍ରାମୀ ପରିଷଦ ତରଫରୁ   ନୋଟା ରେ ଭୋଟ ଦେବାକୁ ପଥପ୍ରାନ୍ତ ସଭା ।ା

20-Mar-2022



ବଲାଙ୍ଗୀର, ଆସନ୍ତା ପୌର ନିର୍ବାଚନରେ ବଲାଙ୍ଗୀରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ନେତାଜୀ ସଂଗ୍ରାମୀ ପରିଷଦ ତରଫରୁ ନୋଟା ଚିହ୍ନରେ ଭୋଟ ଦେବା ପାଇଁ ପଥପ୍ରାନ୍ତ ସଭା ସହରର ବିଭିନ୍ନ ସ୍ଥାନରେ କରାଯାଇଛି । ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ବଲାଙ୍ଗୀରରେ ସମସ୍ତ ପ୍ରକାର ଭିତ୍ତିଭୂମି ଥିବା ସତ୍ୱେ ଏବଂ ରାଜ୍ୟ ସରକାର ପୂର୍ବରୁ କେବିକେ ଅଂଚଳରେ ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରତିଶୃତି ଦେଇ ମଧ୍ୟ ଆଜି ପର୍ଯ୍ୟନ୍ତ ଏହି ପ୍ରକଳ୍ପର ବ୍ୟବସ୍ଥା ହୋଇପାରି ନାହିଁ । ନେତାଜୀ ସଂଗ୍ରାମୀ ପରିଷଦ ପୂର୍ବରୁ ବିଭିନ୍ନ ସଭା ସମିତି, ଆଲୋଚନାଚକ୍ର ଓ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଏବଂ ରାଜ୍ୟ ସରକାରଙ୍କୁ ବିଭିନ୍ନ ସମୟରେ ଦାବିପତ୍ର ଦିଆ ଯାଇଥିବା ସତ୍ତ୍ୱେ 
ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରି ନାହିଁ । ଆସନ୍ତା ପୌର ନିର୍ବାଚନରେ ସରକାରଙ୍କ ଦୃଷ୍ଟିଭଙ୍ଗୀ ପରିବର୍ତ୍ତନ ପାଇଁ ନୋଟା ଚିହ୍ନରେ ଭୋଟ ଦେଇ ଏକ ଅଭିନବ ବାର୍ତ୍ତା ଦେବାକୁ ନେତାଜୀ ସଂଗ୍ରାମୀ ପରିଷଦ ଏବଂ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଲୋକମିତ୍ର ସଂଗଠନ ବଲାଙ୍ଗୀର ଜନସାଧାରଣଙ୍କୁ ପଥପ୍ରାନ୍ତ ସଭା ମାଧ୍ୟମରେ ନିବେଦନ କରିଅଛି । ଶିଳ୍ପ ବିହୀନ ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଏହି ମାଧ୍ୟମ ନିଶ୍ଚୟ ଫଳପ୍ରଶୁ ହୋଇ ରାଜ୍ୟ ସରକାରଙ୍କ ଆଖି ଖୋଲି ଦେବ ବୋଲି ପରିଷଦ ପକ୍ଷରୁ ନିବେଦନ କରାଯାଇଛି ।  ଏହି ପଦକ୍ଷେପ ଆଗାମୀ ଦିନରେ ଏକ ବିରାଟ ଆନ୍ଦୋଳନର ରୂପ ନେବ ଏବଂ ବଲାଙ୍ଗୀରର ସଚେତନଶୀଳ ଜନସାଧାରଣ ବହୁଳ ଭାବେ ନୋଟା ରେ ଭୋଟ ଦେଇ ଏକ ବିକାଶଶୀଳ ବଲାଙ୍ଗୀର ଗଠନରେ ସହାୟକ ହୁଅନ୍ତୁ ବୋଲି ପରିଷଦ ବିନମ୍ର ନିବେଦନ କରିଛି । 


News Comment




Photo in News

Advertisment
Lastest News
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026

You Might Also Like