-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||     

HOME   ଜିଲ୍ଲା

ପାଇକମାଲ ଏନ୍ ପି ଏସ୍ ଶିକ୍ଷକଙ୍କ ବୈଠକ: ପୁରୁଣା ପେନସନକୁ ନେଇ ଦାବୀ

20-Mar-2022



ବରଗଡ଼:-ବରଗଡ଼ ଜିଲ୍ଲା ପାଇକମାଳ ବ୍ଳକ ଏନପିଏସ ଶିକ୍ଷକ ସଂଘ ର ଏକ ବୈଠକ ଡୋଲାମଣୀ ମାହାରଙ୍କ ସଭାପତିତ୍ବରେ ଟି.ଓ.ଇ.ପି ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ପ୍ରାଥମିକ ଶିକ୍ଷକ ସଂଘ ର ସମ୍ପାଦକ ମହାଦେବ ବେହେରା, ସମ୍ମାନିତ ଅତିଥି ରୂପେ ପଦ୍ମପୁର ବ୍ଲକ ସଭାପତି ରଘୁନାଥ ପୁରୀ ଯୋଗଦେଇ ନୂତନ ପେନସନ ଯୋଜନା ବନାମ ପୁରୁଣା ପେନସନ ଯୋଜନା ଉପରେ ଆଲୋଚନା କରିଥିଲେ । ପୁରୁଣା ପେନସନ ଲାଗୁକରିବାପାଇଁ ବୈଠକ ରେ ଦାବୀ କରାଯାଇଥିଲା ।ସମସ୍ତ ବିଭାଗର ନୂତନ ପେନସନ କର୍ମଚାରୀ ମାନଙ୍କୁ ସାମିଲ କରିବାକୁ ପ୍ରସ୍ତାବ ଗୃହୀତ କରାଯାଇଛି । ସର୍ବସମ୍ମତିକ୍ରମେ ଡୋଲାମଣୀ ମାହାର ଙ୍କୁ ନୂତନ ପେନସନ ସଂଘ ର ପାଇକମାଳ ବ୍ଳକ ର ସଭାପତି ଭାବରେ ମନୋନୀତ କରାଯିବା ସଙ୍ଗେ ସଙ୍ଗେ ପ୍ରତ୍ୟେକ କ୍ଳଷ୍ଟର ରୁ ଜଣେ ପ୍ରତିନିଧି ମନୋନୀତ କରାଯାଇଛି । ଆଲୋଚନା ସମୟରେ ସର୍ବଶ୍ରୀ:-ପ୍ରଦୀପ ସାହୁ, ସୁଶାନ୍ତ ସାହୁ, ଚିତ୍ର ବିଶ୍ୱାଳ, ହୃଷିକେଶ ବାଗ, ଲମ୍ବୋଦର ଦାଶ,ବାବୁଲାଲ ଧରୁଆ,ସଚିତାନନ୍ଦ ସ୍ୱାଇଁ ପ୍ରମୁଖ ଅଂଶଗ୍ରହଣ କରି ନିଜସ୍ୱ ମତ ପ୍ରତିପାଦିତ କରିଥିଲେ । ଶେଷରେ ସୁଶାନ୍ତ କୁମାର ସେଠ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026

You Might Also Like