-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ରାଜ୍ୟ

କରୋନା ଦ୍ୱାରା ପ୍ରଭାବିତ ଶ୍ରୀମନ୍ଦିର ଆୟ, ନାଗାର୍ଜୁନ ବେଶ ପ୍ରସ୍ତୁତି ନେଇ ତତ୍ପର ପ୍ରଶାସନ!!

17-Nov-2020



ପୁରୀ , (ପ୍ରେରଣା ଖବର) - ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରର ଆୟ କମିଛି । କରୋନାର ମୁକାବିଲା ସ୍ୱରୂପ କରାଯାଇଥିଲା ଲକ୍ ଡାଉନ । ଆଉ ବନ୍ଦ ରହିଥିଲା କାଳିଆର ସିଂହଦ୍ୱାର । ଭକତ ଭେଟି ପାରି ନ ଥିଲା ତା ପ୍ରିୟ ଭଗବାନକୁ । ଏହାର କିଛି ଦିନ ପରେ ହୋଇଥିଲା ଘୋଷ ଯାତ୍ରା । କଟକଣା ମଧ୍ୟରେ ହୋଇଥିଲା ରଥଯାତ୍ରା । ଯାତ୍ରୀ କିମ୍ବା ପୁରୀ ବାହାର ଲୋକଙ୍କୁ ହୋଇଥିଲା ବାରଣ । ଏହି ସମସ୍ତ କାର୍ଯ୍ୟାବଳୀର ପ୍ରଭାବ ଶ୍ରୀମନ୍ଦିର ଆୟ ଉପରେ ପକାଇଛି । ପ୍ରତିଦିନ ଲକ୍ଷାଧିକ ଟଙ୍କା ଶ୍ରୀମନ୍ଦିର ହୁଣ୍ଡିରେ ଜମା ହୋଇଥାଏ  ହେଲେ ତାହା ମଧ୍ୟ ବାଧାପ୍ରାପ୍ତ ହୋଇଥିଲା!! ସେ ତ ବିଶ୍ୱନିୟନ୍ତା । ସାରା ଜଗତର ଅର୍ଥନୈତିକ ଉପଦେଷ୍ଟା । ସୁରୁଖୁରରେ ସମାପ୍ତ ହୋଇଆସୁଛି ତାହାର କାର୍ଯ୍ୟ । ଶ୍ରୀମନ୍ଦିର ପ୍ରଶାସନ ଲାଗିପଡିଛି ନାଗାର୍ଜୁନ ବେଶକୁ ସଫଳ କରିବା ପାଇଁ । ଶ୍ରୀମନ୍ଦିର ସମ୍ପର୍କିତ ଏମିତି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଜି ଆଲୋଚିତ ହୋଇଥିଲା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କରାଯାଇଥିବା ବୈଠକ। ବୈଠକ ପରେ ଏହା ସମ୍ପର୍କରେ ସୂଚନା ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷ୍ଣନ କୁମାର । ସୂଚନାନୁଯାୟୀ ବୈଠକରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ 154 କୋଟି ଟଙ୍କାର ବଜେଟ ଅନୁମୋଦିତ ହୋଇଛି । କରୋନା ୟୋଗୁଁ ଶ୍ରୀମନ୍ଦିର ପ୍ରଶାସନର ଖର୍ଚ୍ଚ ବୃଦ୍ଧି ହୋଇଥିବା ବେଳେ ଆୟ କମ ରହିଛି  । ଯାହା ଶ୍ରୀମନ୍ଦିର ପ୍ରଶାସନ ପାଇଁ ଏକ ବଡ ଚ୍ୟାଲେଞ୍ଜ ପାଲଟିଥିବା ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର କହିଛନ୍ତି । ଆୟ ବୃଦ୍ଧି କରିବାକୁ ପ୍ରଶାସନ ପକ୍ଷରୁ ଅନଲାଇନ୍ ଡୋନେସନ୍ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏହି ପ୍ରକ୍ରିୟାରେ ଯିଏ ବି ଚାହିଁବ ସେମାନେ
 ମନ୍ଦିରକୁ ଅନଲାଇନ ମାଧ୍ୟମରେ ଦାନ କରିପାରିବେ!!
ସୁଧରୁ ୫୦ ପ୍ରତିଶତ ଆୟ ହେଉଥିବା ବେଳେ ହୁଣ୍ଡିରୁ ମଧ୍ୟ ଆୟ ହେଉଥିଲା । ଏବେ ଶ୍ରୀମନ୍ଦିର ଦାନ ଓ ହୁଣ୍ଡି ଆୟ ବନ୍ଦ ରହିଛି । ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ନିମନ୍ତେ ଏକ ସ୍ୱତନ୍ତ୍ର କମିଟି ଗଠନ ପାଇଁ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହାର ନେତୃତ୍ୱ ନେବାକୁ ଥିବା ବେଳେ ଜିଲ୍ଲାପାଳ ଓ ଏସପି ଏହାର ସଦସ୍ୟ ରହିବେ । କମିଟି ବିଭିନ୍ନ ଦିଗକୁ ନେଇ ଆଲୋଚନା କରିବେ । ପ୍ରଶାସନିକ ଦିଗ ଉପରେ ଆଲୋଚନା ପରେ ଛତିଶା ନିଯୋଗ ସହିତ ଆଲୋଚନା କରାଯିବ!! ଆସନ୍ତା ୩ ସପ୍ତାହ ପରେ ଏ ସଂପର୍କରେ ବିସ୍ତୃତ ଚିତ୍ର ସାମ୍ନାକୁ ଆସିପାରିବ । କୋଟି କୋଟି ଭକ୍ତ ଏବଂ ଶ୍ରଦ୍ଧାଳୁ ପର୍ଯ୍ୟାୟକ୍ରମେ କିଭଳି ଠାକୁରଙ୍କର ଦର୍ଶନ କରିପାରିବେ ସେ ନେଇ ନୂଆ ଗାଇଡଲାଇନ୍ ମଧ୍ୟ ଜାରି କରାଯିବ । ଆସନ୍ତା ୧୯ ରେ ରୁପା କବାଟ ଡିଜାଇନ ଫାଇନାଲ ପାଇଁ ବୈଠକରେ ଆଲୋଚନା ହେବ  । ୨୦ ଜଣିଆ କମିଟି ଏହି ନିଷ୍ପତି ନେବାକୁ ଥିବାବେଳେ ପ୍ରାଥମିକ ସ୍ତରରେ ଆଠଟି ଦ୍ୱାର ନିର୍ମାଣ କାର୍ଯ୍ୟ ପାଇଁ କାର୍ଯ୍ୟ ଆରମ୍ଭ ହେବ । ଶନିବାର ପରବର୍ତ୍ତୀ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡିଛି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like