-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ଆଲୁମ୍ନିର ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ ପ୍ରଭାସ ସଭାପତି, ଭବାନୀ ସଂପାଦକ

20-Mar-2022



ବଲାଙ୍ଗୀର(ପ୍ରେରଣା ଖବର) - ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆଲୁମ୍ନି ଏସୋସିଏସନର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଛି । ବିଶ୍ୱବିଦ୍ୟାଳୟ ପରିସରରେ ସଭାପତି ଡ.ଅଭିମନ୍ୟୁ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସଂପାଦକ ଅରବିନ୍ଦ ଦାସ, କୋଷାଧ୍ୟକ୍ଷ ଡ.ଶ୍ରୀକର ମିଶ୍ର, ବିଶ୍ୱବିଦ୍ୟାଳୟର କୂଳସଚିବ ଡ.ଦୁର୍ଗାପ୍ରସନ୍ନ ମହାପାତ୍ର ଓ ବରିଷ୍ଠ ସଦସ୍ୟ ଡ.ଲକ୍ଷ୍ମୀକାନ୍ତ ମହାପାତ୍ର ମଂଚାସୀନ ଥିଲେ । କୁଳସଚିବ ଡ.ମହାପାତ୍ର ସ୍ୱାଗତ ଭାଷଣ ଦେବା ସହ ମୋ କଲେଜ ଅଭିଯାନ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ସଂପାଦକ ଶ୍ରୀ ଦାସ ବିବରଣୀ ଉପସ୍ଥାପନ କରିବା ସହ ବିଗତ ଦିନ ତଥା ଆଗାମୀ ଦିନରେ ହେବାକୁ ଥିବା କାର୍ଯ୍ୟକ୍ରମ ଉପରେ ସୂଚନା ଦେଇଥିଲେ । କୋଷାଧ୍ୟକ୍ଷ ଡ.ମିଶ୍ର ଗତ ପ୍ଲାଟିନମ ଜୁବୁଲିରୁ ଏପର୍ଯ୍ୟନ୍ତ ହୋଇଥିବା ଆୟବ୍ୟୟର ସଂପୂର୍ଣ୍ଣ ଅଡିଟ ରିପୋର୍ଟ ଉପସ୍ଥାପନ କରିଥିଲେ । ଏହି ଅବସରରେ ବହୁ ସଦସ୍ୟ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ଓ ଶୈକ୍ଷିକ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ । ଏହାପରେ ନୂତନ ସମ୍ବିଧାନର ଚିଠା ସଂପର୍କରେ ପ୍ରଫେସର ରବିଶଙ୍କର ପାଣ୍ଡିଆ ସମସ୍ତଙ୍କୁ ସୂଚନା ଦେବା ସହ ଏହାର ଚୂଡାନ୍ତ ରୂପରେଖ ଆଗାମୀ ଦିନରେ କାର୍ଯ୍ୟକାରୀ କମିଟିର ଅନୁମୋଦନ କ୍ରମେ ସାଧାରଣ ପରିସରରେ ଉପସ୍ଥାପନ କରାଯିବା ନେଇ ସୂଚନା ଦେଇଥିଲେ। ଏହାପରେ ସଭାପତିଙ୍କ ଅନୁମୋଦନକ୍ରମେ ଆଲୁମ୍ନିର ସିଦ୍ଧେଶ୍ୱର ମିଶ୍ର, ପ୍ରଭାସ ପାଣିଗ୍ରାହୀ, ଭବାନୀ ଶତପଥି, ଜୟଦେବ କର, ହରି ନାରାୟଣ ପୂଜାରୀ, ସତ୍ୟସୁନ୍ଦର ଭଞ୍ଜ, ରତନ ମହାରଣା, ବ୍ୟାସଦେବ ନନ୍ଦ ପ୍ରମୁଖ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିବା ସହ ଆଗାମୀ ଦିନରେ ଆଲୁମ୍ନିକୁ ଆହୁରି ସଶକ୍ତ କରିବାକୁ ମତ ରଖିଥିଲେ ।

ଏହାପରେ ସଭାପତିଙ୍କ ଘୋଷଣାକ୍ରମେ ଆଲୁମ୍ନି ସଂଘର ନୂତନ କର୍ମକର୍ତ୍ତା ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ସର୍ବସମ୍ମତି କ୍ରମେ ଆଗାମୀ ଦୁଇ ବର୍ଷ ପାଇଁ ସଭାପତି ଭାବରେ ପ୍ରଭାସ ପାଣିଗ୍ରାହୀ, ସଂପାଦକ ଭବାନୀ ଶତପଥି, ଉପସଭାପତି ସତ୍ୟସୁନ୍ଦର ଭଞ୍ଜ, କୋଷାଧ୍ୟକ୍ଷ ପ୍ରକାଶ ନେପାକଙ୍କୁ ଚୟନ କରାଯାଇଥିଲା ।
କାର୍ଯ୍ୟକାରୀ କମିଟିରେ ଏକ୍ସ ଅଫିସିଓ ସଦସ୍ୟ ଭାବେ ପୂର୍ବତନ ସଭାପତି ଡ.ଅଭିମନ୍ୟୁ ମିଶ୍ର, ପୂର୍ବତନ ସଂପାଦକ ଅରବିନ୍ଦ ଦାସ ମନୋନୀତ ହୋଇଥିବା ବେଳେ ଡ.ଲକ୍ଷ୍ମୀକାନ୍ତ ମହାପାତ୍ର, ଡ.ଶ୍ରୀକର ମିଶ୍ର ଓ ସୁଧୀର ଚାନ୍ଦ କାର୍ଯ୍ୟକାରିଣୀର ନିୟମିତ ସଭ୍ୟ ହୋଇଥିଲେ। କୁଳସଚିବ ଡ.ଦୁର୍ଗାପ୍ରସନ୍ନ ମହାପାତ୍ରଙ୍କୁ କାର୍ଯ୍ୟକାରୀ ସଭାପତି ମନୋନୀତ କରାଯାଇଥିଲା ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026

You Might Also Like