-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||     

HOME   ମହାନଗର

ନାଗରିକ ସମନ୍ୱୟ କମିଟିର ପ୍ରତିଷ୍ଠା ଦିବସ ପାଳିତ

20-Mar-2022



 I
ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ  ରିପୋର୍ଟ୍): ଧନୁପାଲି, ଗୋବିନ୍ଦତୋଳା, ଭତ୍ରା ଓ ପୁଟୀବନ୍ଧକୁ ନେଇ ଗଠିତ ନାଗରିକ ସମନ୍ୱୟ କମିଟିର ଏକବର୍ଷ ପୂର୍ତ୍ତି ତଥା ପ୍ରତିଷ୍ଠା ଦିବସ ସ୍ଥାନୀୟ ଆଦିତ୍ୟ କଲ୍ୟାଣମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି I ସଂଗଠନର ସଭାପତି ରାଜେନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ଜଣାଶୁଣା ଡାକ୍ତର ବିଶ୍ୱନାଥ ମିଶ୍ର ଓ ସମ୍ମାନିତ ଅତିଥି ଭାବେ ଧନୁପାଲି ଥାନା ଅଧିକାରୀ ଅନିତା ପ୍ରଧାନ ଯୋଗଦେଇଥିଲେ I ସଭା ଆରମ୍ଭରେ ମା' ସମଲେଶ୍ୱରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ଦୀପପ୍ରଜ୍ବଳନ ସହ ସଭା ଆରମ୍ଭ ହୋଇଥିଲା I ଉପସଭାପତି ଦାମୋଦର କର ଅତିଥି ପ୍ରଦାନ କରି ସ୍ୱାଗତ ଭାଷଣ ଦେଇଥିବାବେଳେ ସମ୍ପାଦକ ତପନ ଗୁର ଓ କୋଷାଧ୍ୟକ୍ଷ ଶ୍ୱେତକୁମାର ପଣ୍ଡା ଯଥାକ୍ରମେ ସଙ୍ଗଠନ ର ବାର୍ଷିକ ବିବରଣୀ ଓ ଆୟବ୍ୟୟ ଉପପସ୍ଥାପନ କରିଥିଲେ I ମୁଖ୍ୟ ଅତିଥି ଡାକ୍ତର ମିଶ୍ର ତାଙ୍କ ଭାଷଣରେ ଧନୁପାଲି ଅଞ୍ଚଳ ର ଅସମାହିତ ସମସ୍ୟା ବିଷୟ ଆଲୋଚନା କରି ଯୁବସମାଜ ଏହାର ସମାଧାନ ପାଇଁ ଆଗଭର ହେବାକୁ ଆହ୍ୱାନ କରିଥିଲେ I ଏହାପରେ ପ୍ରତିନିଧି ଅଧିବେଶନରେ ସଭ୍ୟମାନେ ନିଜ ନିଜ ଅଞ୍ଚଳର ସମସ୍ୟା ମାନ ଉପସ୍ଥାପିତ କରିଥିଲେ I ଆଲୋଚନା ବେଳେ ପାନୀୟ ଜଳ ଯୋଗାଣ ରେ ଚରମ ଅବ୍ୟବସ୍ଥା,ପରିମଳ ବ୍ୟବସ୍ଥା ରେ ତଦାରଖ ସହ ସବୁ ଜାଗାକୁ ସଫେଇ କର୍ମଚାରୀ ଯୋଗାଣ , ରାସ୍ତାଘାଟ,ଟ୍ରାଫିକ ସମସ୍ୟା,ନାଲି ନର୍ଦମ୍ମା,ରାସ୍ତା ଆଲୁଅ, ଗୋବିନ୍ଦତୋଳା ନୁଆଁ ପୋଲ ଉପର ବସୁଥିବା ମାର୍କେଟ ସ୍ଥାନାନ୍ତର, ଗୋପାଲଜି ମନ୍ଦିର ପୋଖରୀର ପୁନରୁଦ୍ଧାର ସହ ହିଡ, ନାଲି ଓ ରାସ୍ତା ଉପରୁ ଜବରଦଖଲ ଉଛେଦ,ଭତ୍ରା  ଠାରେ ଥିବା ଧାନମିଲର ଚିମିନି ପ୍ରଦୂଷଣ,ନାଲି ନିର୍ମାଣ ବେଳେ ଜଳ ନିଷ୍କାସନ ପାଇଁ କୁଶଳୀ ବ୍ୟବସ୍ଥା ପ୍ରୟୋଗ,ଧନୁପାଲି ଛକର ଆଧୁନିକୀକରଣ ସହ ପାନୀୟଜଳ ଓ ଶୌଚାଲୟ ନିର୍ମାଣ, ସୋରେଜ ବୋର୍ଡ଼ ର ଅଧାପନ୍ତରିଆ କାମ ସାରିବା, ଟାଟା ପାୱାର ବିଦ୍ୟୁତ ବକେୟା ଆଦାୟ ନାଁ ରେ ବିନା ପରିଚୟ ପତ୍ରରେ ଗୁଣ୍ଡI ଶ୍ରେଣୀୟ ଲୋକଙ୍କୁ ନିଯୁକ୍ତ କରି ଗ୍ରାହକ ମାନଙ୍କୁ ଜୋର ଜୁଳୁମ ଓ ଅସମ୍ମାନ ପ୍ରଦର୍ଶନକୁ ସଭାରେ ନିନ୍ଦା କରାଯାଇ,ପୂର୍ବପରି କିସ୍ତି ମାଧ୍ୟମରେ ବକେୟା ଆଦାୟ କରିବାକୁ ପ୍ରସ୍ତାବ ଗୃହୀତ ହୋଇଛି I ସଭାରେ 
ସଭ୍ୟ ମାନେ ବିଶେଷକରି ମହାନଗର ଭିତରେ ରହୁଥିବା 
ବାସିନ୍ଦା ଙ୍କୁ ପାନୀୟଜଳ ର ଉତ୍କଟ ଅଭାବ ଓ ସଳ୍ପଯୋଗାଣ ତଥା ଅନେକ ଜାଗାରେ କେବଳ ସଂଯୋଗ ଦେଇ ବର୍ଷ ବର୍ଷ ଧରି ପାଣିନ ଦେବା ଯୋଗୁ ସଭାରେ ତୀବ୍ର ଉଦବେଗ ପ୍ରକାଶ ପାଇଥିଲା I ଏ ଦିଗରେ ତୁରନ୍ତ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ପ୍ରସ୍ତାବ ଗୃହୀତ ହୋଇଛି I ଆବଶ୍ୟକସ୍ଥଳେ ଶାନ୍ତିପୂର୍ଣ୍ଣ ଧାରଣା ଦେବାକୁ ସ୍ଥିର ହୋଇଛି I ଶେଷରେ ସଭାପତି ଶ୍ରୀପଣ୍ଡା ଏ ଦିଗରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସଭ୍ୟ ମାନଙ୍କୁ ଅବଗତ କରେଇ ସମସ୍ତ ଦାବି କୁ ପୁଣିଥରେ ଜିଲ୍ଲାପାଳ ଙ୍କୁ ଜଣେଇବାକୁ  ଦେଇଥିବା ପ୍ରସ୍ତାବ ଗୃହୀତ ହେଲା। ସଭାରେ ସବୁଅଂଚଳ ର ଶତାଧିକ ସଭ୍ୟ ଉପସ୍ଥିତ ଥିବା ବେଳେ ସଂଗଠନ ର ଉପସଭାପତି କପିଳେନ୍ଦ୍ର ସାହୁ ଯୁଗ୍ମ ସମ୍ପାଦକ ସୁଧିର କୁମାର ଦାଶ ପ୍ରମୁଖ ମଂଚାସିଂନ ଥିଲେ,ଶେଷରେ ଉପସଭା ପତି ବିଜୟଲକ୍ଷ୍ମୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026

You Might Also Like