-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରୁ ସ୍ଥାନାନ୍ତରିତ ହେବାପାଇଁ ଆମ୍ବୁଲାନ୍ସ ନ ମିଳିବାରୁ ଦଶମ ଶ୍ରେଣୀର ଛାତ୍ରୀଙ୍କ ମୃତ୍ୟୁ

21-Mar-2022



ସିନ୍ଧେକେଲା / ସରକାର ଜନସାଧାରଣଙ୍କୁ  ଏମାର୍ଜେନ୍ସି ସମୟରେ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ କେତେ ଯୋଜନା ପ୍ରଣୟନ କରିଛନ୍ତି। ଏହାର ସୁଫଳ ବି ଲୋକଙ୍କୁ ମିଳୁଥିବା ଦେଖାଯାଉଛି। ହେଲେ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଚିକିତ୍ସିତ ଏକ ରୋଗୀକୁ ଠିକ ସମୟରେ ଆମ୍ବୁଲାନ୍ସ ସୁବିଧା ନ ମିଳିବାରୁ ତାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସକାଳୁ ସ୍କୁଲ ଯାଇ ବେଶ ଆରାମରେ ଘରକୁ ଫେରିଥିବା ଝିଅ ସଂନ୍ଧ୍ୟା ସମୟରେ ଅସୁସ୍ଥତା ଅନୁଭବ କରିଥିଲା। ଘଟଣାନୁଯାଇ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭୁସଲାଡ ଗ୍ରାମର ସୁଖା ସାହୁଙ୍କ ଝିଅ ଝରଣା ସାହୁ ୧୭ ତାରିଖ ଗୁରୁବାର ଅସୁସ୍ଥ ଅନୁଭବ କରିବାରୁ ଚିକିତ୍ସା ପାଇଁ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କୁ ଆଣିଥିଲେ। ତେବେ ହସ୍ପିଟାଲ ଡ୍ୟୁଟିରେ ଥିବା ଡକ୍ଟର ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଟିଟିଲାଗଡ ସବଡିଭିଜନାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରିଥିଲେ। ସ୍ଥାନାନ୍ତର ପାଇଁ ଅକ୍ସିଜେନ ଦରକାର ଏବଂ ଜଣେ ଏ ବିଷୟରେ ଜାଣିଥିବା ଥିବା ଲୋକ ଦରକାର ଥିଲା ଯିଏକି ଜରୁରୀ କାଳୀନ ମେଡିକାଲ ସୁବିଧା ଗାଡି ଉପରେ କରିପାରିବେ। ତେବେ ଏହି ସମସ୍ତ ସୁବିଧା ସୁଯୋଗ ଆମ୍ବୁଲାନ୍ସ ରେ ଥିବାରୁ ୧୦୮ କୁ ଫୋନ କରି ଆମ୍ବୁଲାନ୍ସ ଯୋଗାଇ ଦେବା ପାଇଁ କାକୁତି ମିନତୀ କରିଥିଲେ ତାଙ୍କୁ ସାଙ୍ଗରେ ଧରି ଆସିଥିବା ଲୋକେ। କିନ୍ତୁ ଆଖପାଖ ହସ୍ପିଟାଲ ମାନଙ୍କରେ ଥିବା ସବୁ ଆମ୍ବୁଲାନ୍ସ ବ୍ୟସ୍ତ ରହିଥିବାରୁ ସେବା ତାଙ୍କୁ ଠିକ ସମୟରେ ମିଳି ନ ପାରିବାରୁ ତାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁନେଇ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏମଓଆଇସି ଡକ୍ଟର ବିଶ୍ବରଞ୍ଜନ ଖୁଣ୍ଟିଆ ଙ୍କୁ ପଚାରିବାରୁ ଗୁରୁବାର ସମସ୍ତ ଆମ୍ବୁଲାନ୍ସ ବ୍ୟସ୍ତଥିବା ଯୋଗୁଁ ୩ ରୁ ୪ ଘଣ୍ଟା ବିଳମ୍ବ ହୋଇଥିଲା ଆମ୍ବୁଲାନ୍ସ ଆସିବାରେ । କିନ୍ତୁ ଆମେ ଆମ ହସ୍ପିଟାଲ ରେ ଯେତିକି ସେବା ଯୋଗାଇ ଦେବା କଥା ଯୋଗାଇ ଦେଇଥିଲୁ। ଠିକ ସମୟରେ ଆମ୍ବୁଲାନ୍ସ ସେବା ମିଳି ପାରିଥିଲେ ଝିଅ ହୁଏତ ବଞ୍ଚି ପାରିଥାନ୍ତା ବୋଲି ଡକ୍ଟର ଖୁଣ୍ଟିଆ କହିଛନ୍ତି। ପ୍ରକାଶ ଥାଉକି ଝରଣାର ବାପା ଶୁଖା ସାହୁଙ୍କ ଏହି ସିନ୍ଧେକେଲା ହସ୍ପିଟାଲ ରେ ଚିକିତ୍ସାଧିନ ଅବସ୍ଥାରେ ୫ ଦିନ ତଳେ ୧୨ ତାରିଖ ଶନିବାର ଦିନ ମୃତ୍ଯୁ ହୋଇଥିଲା। ଗୋଟିଏ ସପ୍ତାହ ମଧ୍ଯରେ ବାପ ଝିଅଙ୍କ ମୃତ୍ୟୁ ରେ ସୁଖାଙ୍କ ସ୍ତ୍ରୀ କମଲା ଏବେ ସେ ଓ ତାଙ୍କ ୭ ବର୍ଷର ଝିଅ ସପନା କେମିତି ଚଳିବେ ତାହାକୁ ନେଇ ଚିନ୍ତାରେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026

You Might Also Like