-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ଜ୍ୟୋସ୍ନା ରାଣୀ ମିଶ୍ର ବଲାଙ୍ଗିର ଜିଲ୍ଲା ଖାଉଟି ବିବାଦ ସମାଧାନ ଆୟୋଗ ସଭ୍ୟା ପାଇଁ ନିଯୁକ୍ତ ପାଇଲେ

21-Mar-2022



lବଲାଙ୍ଗିର,(ପ୍ରେରଣା ଖବର)  ବଲାଙ୍ଗିର  ଜିଲ୍ଲା ଖାଉଟି ବିବାଦ ସମାଧାନ ଆୟୋଗ ସଭ୍ୟା (Member of Dist. Consumer Dispute Redressal Commission.CDR)ପାଇଁ ଓଡିଶା ସରକାର ଙ୍କ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ନିଯୁକ୍ତ ହୋଇଛନ୍ତି l ଉପରୋକ୍ତ ସଭ୍ୟ, ସଭ୍ୟା ମାନଙ୍କ ମଧ୍ୟରୁ ସର୍ବଓଡିଶା ସ୍ତରରେ ସର୍ବମୋଟ   ୪୬ ଗୋଟି ପୋଷ୍ଟ ପାଇଁ ୩୦ ଜିଲ୍ଲା ମଧ୍ୟରେ ପ୍ରାୟତଃହ ୧୩୦୦ ପ୍ରାର୍ଥୀ ପରୀକ୍ଷା ଦେଇଥିବାବେଳେ ସର୍ବମୋଟ ୧୮ ଜଣ ଲିଖିତ ଓ ଭାବକ୍ତି ବିନିମୟ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇଥିଲେ ଏବଂ ଏଥିରୁ ବଲାଙ୍ଗିର ଜିଲ୍ଲା ପାଇଁ ଶ୍ରୀମତୀ ଜ୍ୟୋସ୍ନା ରାଣୀ ମିଶ୍ର (ପେଲେସ ଲାଇନ-ବଲାଙ୍ଗିର )    ଓ ବଲାଙ୍ଗୀର ଲୟର ରବୀନ୍ଦ୍ର  ତ୍ରୀପାଠି ଜିଲ୍ଲା  ଖାଉଟି ବିବାଦ ସମାଧାନ ଆୟୋଗ କାର୍ଯ୍ୟାଳୟ ମଧ୍ୟରେ ନିଯୁକ୍ତି ରେ ଯୋଗଦାନ କରିଛନ୍ତି l

ଉପରୋକ୍ତ ଆୟୋଗ ମାଧ୍ୟମ ରେ ଜିଲ୍ଲାର ବିଭିନ୍ନ ବର୍ର ଉପଭୋକ୍ତା ନିୟମାନୁଯାୟୀ ଯାହା ସରକାର ଙ୍କ ଅଧିନସ୍ତ ତାହା ଉପରେ ବିବାଦ ଥିବା ବିଚାର ଓ ତଦନ୍ତ ପ୍ରକ୍ରିୟା ମାଧ୍ୟମରେ ନିଜକୁ ନିୟୋଜିତ କରି ସଠିକ ବିବରଣୀ ଉପସ୍ଥାପନ କରାଇବେ l
ଏହା ଓଡିଶା ସରକାର ଙ୍କ ଉଚ୍ଚ ନ୍ୟାୟାଳୟର ନ୍ୟାୟଧୀଶଙ୍କ ଦ୍ୱାରା ପ୍ରତକ୍ଷ ନିଯୁକ୍ତି ପାଇଁ ଉଭୟ ଶ୍ରୀମତୀ ଜ୍ୟୋସ୍ନା ରାଣୀ ମିଶ୍ର ଓ ଆଇ ଜୀବୀ ଶ୍ରୀଯୁକ୍ତ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026

You Might Also Like