-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ରାଜ୍ୟ

ପୁରୀର ପରିଚୟ’ ବିବାଦରେ ଫସିଲେ ଲେଖାଶ୍ରୀ : କଳାପାହାଡର ଭଉଣୀ ଆଖ୍ୟା ଦେଲେ ଅରୁପ, କଂଗ୍ରେସ ଦେଲା ଏତଲା!!

17-Nov-2020



Puri, (ପ୍ରେରଣା ଖବର) ପୁରୀ ଏବଂ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସଂପର୍କରେ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ବିବାଦୀୟ ମନ୍ତବ୍ୟ । ପୁରୀ କୁଆଡେ ଜଣେ କେନ୍ଦ୍ରୀୟ ବିଜେପି ନେତାଙ୍କ ଲାଗି ଓଡିଶାରେ ବୋଲି ଜଣାପଡିଲା । ଲେଖାଶ୍ରୀଙ୍କ ଏପରି ବିବାଦୀୟ ମନ୍ତବ୍ୟର ଭିଡିଓ କ୍ଲିପ୍ ଭାଇରାଲ୍ ହେବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି । ବିଜେପି ନେତ୍ରୀଙ୍କୁ ଏପରି ମନ୍ତବ୍ୟ ପାଇଁ ଘେରିଛି ବିଜେଡି । ସେପଟେ କଂଗ୍ରେସ ମଧ୍ୟ ବିଜେପି ନେତ୍ରୀଙ୍କୁ ଛାଡିନି । ଏହାପରେ କଥା ଢୋକି ଲେଖାଶ୍ରୀ ସଫେଇ ଦେଇଥିଲେ ବି ଏତେ ଶୀଘ୍ର ବିବାଦ ଯେ ଥମିବ, ତାହା ମନେହେଉନି!!
ଘଟଣାଟି ହେଲା, ଲେଖାଶ୍ରୀ ସାମନ୍ତ ସିଂହାର କହିଥିଲେ ୨୦୧୯ ନିର୍ବାଚନରେ ସମ୍ବିତ ପାତ୍ର ପୁରୀରୁ ନିର୍ବାଚନ ଲଢିବା ପରେ ଶ୍ରୀଜଗନ୍ନାଥ ପୁରୀରେ ଅଧିଷ୍ଠିତ ବୋଲି ଲୋକ ଜାଣିଲେ । ନଚେତ୍ ଶ୍ରୀଜଗନ୍ନାଥ କୋଲକାତାର ବୋଲି ଲୋକେ ପୂର୍ବରୁ ଜାଣିଥିଲେ । ଲେଖାଶ୍ରୀଙ୍କ ଏପରି ଅଦ୍ଭୁତ ବୟାନ ତାଙ୍କୁ ବିବାଦକୁ ଟାଣିଛି!! ବିଜେଡି ନେତା ଅରୁପ ପଟ୍ଟନାୟକ ବେସ୍ କଡା କରି ଲେଖାଶ୍ରୀଙ୍କ ଉଦ୍ଦେଶ୍ୟରେ ଶୁଣାଇଛନ୍ତି । ଲେଖାଶ୍ରୀଙ୍କୁ ଜଣେ ଭଦ୍ର ମହିଳା ଆଖ୍ୟା ଦେଇ ଅରୁପ ପଟ୍ଟନାୟକ କହିଛନ୍ତି, ଶ୍ରୀ ଜଗନ୍ନାଥ ଓଡିଶାର ପରିଚୟ  ହୋଇଥିବା ବେଳେ ଏହି ଭଦ୍ର ମହିଳା ଅଦ୍ଭୁତ ବୟାନ ଦେଇଛନ୍ତି । ସେ କଳାପାହାଡ଼ଙ୍କ ଭଉଣୀଙ୍କ ଭଳି କଥା କହୁଛନ୍ତି । ଅରୁପ ଆହୁରି କହିଛନ୍ତି, ଜଷ୍ଟିସ୍ କାଟଜୁ, ଅଭିଜିତ ଆୟାରଙ୍କ ଗୋଷ୍ଠୀରେ ସାମିଲ ହୋଇଛନ୍ତି ଲେଖାଶ୍ରୀ । ଜାତୀୟ ଦଳ ଭାବେ ବିଜେପି ଏହାକୁ ସହ୍ୟ କରିବା ଉଚିତ୍ ନୁହେଁ ବୋଲି କହି ବିଜେପିକୁ ମଧ୍ୟ ଟାର୍ଗେଟ୍ କରିଛନ୍ତି ଅରୁପ!!ସେହିପରି ଲେଖାଶ୍ରୀଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ କଂଗ୍ରେସ ନେତା ସୁର ରାଉତରାୟ ମଧ୍ୟ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ସାରା ବିଶ୍ବର ନାଥ ଜଗନ୍ନାଥ  ଏବଂ ସେ ଓଡିଆଙ୍କ ଆରାଧ୍ୟ । ତେବେ ଶ୍ରୀଜଗନ୍ନାଥଙ୍କ ସହ ସମ୍ବିତ ପାତ୍ରଙ୍କୁ ଯୋଡ଼ିବା ହୀନ କଥା । ସେହିପରି ପୁରୀ ଯୁବ କଂଗ୍ରେସ ପକ୍ଷରୁ ପୁରୀ ଟାଉନ ଥାନାରେ ଲେଖାଶ୍ରୀଙ୍କ ବିରୋଧରେ ତାଙ୍କ ବୟାନକୁ ନେଇ ଏତଲା ଦିଆଯାଇଛି । ତେବେ ବିଜେପି ନେତା ପ୍ରଦୀପ ପୁରୋହିତ ଏହି ଘଟଣାରେ ପ୍ରତିକ୍ରିୟା ରଖି କହିଛନ୍ତି, ଲେଖାଶ୍ରୀ କ’ଣ କହିଛନ୍ତି ତାହା ସ୍ପଷ୍ଟ ହୋଇନି । ଯଦି ସେ ଏମିତି କହିଥାନ୍ତି ତେବେ ସେ ଦୁଃଖ ପ୍ରକାଶ କରିବା ଉଚିତ୍!! ଏପଟେ ନିଜ ବକ୍ତବ୍ୟକୁ ନେଇ ବିବାଦ ଉପୁଜିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଲେଖାଶ୍ରୀ । ଟ୍ବିଟ୍ କରି ସେ ଉଲ୍ଲେଖ କରିଛନ୍ତି, ଓଡିଆ ସଂସ୍କୃତି, ପରମ୍ପରା କ୍ଷୁର୍ଣ୍ଣ ପାଇଁ ଷଡଯନ୍ତ୍ର ଚାଲିଛି । କିଛି ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତି ଓ ଦଳ ଷଡଯନ୍ତ୍ର କରୁଛନ୍ତି । କୋଭିଡ୍ କଟକଣାରେ ଦେଶବ୍ୟାପୀ ମନ୍ଦିର ଖୋଲିଲାଣି ।କୋଭିଡ୍ ବାହାନା ଦେଖାଇ ସରକାର ଶ୍ରୀମନ୍ଦିର ଖୋଲୁ ନାହାନ୍ତି । କାହିଁକି ପୁରୀ ମନ୍ଦିର ଖୋଲୁନି ତାହା ସ୍ପଷ୍ଟ ହେବା ଦରକାର ବୋଲି ସେ ଲେଖିଛନ୍ତି । ରଥଯାତ୍ରା ବନ୍ଦ ପାଇଁ ଷଡଯନ୍ତ୍ର ହୋଇଥିଲା । ପ୍ରଭୁ ନିଜେ ନିଜ ରଥ ଯାତ୍ରା କଲେ । ଏବେ ପ୍ରଭୁ ନିଜେ ମନ୍ଦିର ଖୋଲାଇବେ ବୋଲି ଲେଖାଶ୍ରୀ ଲେଖିଥିବା ବେଳେ ଗଣମାଧ୍ୟମକୁ କହିଛନ୍ତି ତାଙ୍କ ଭିଡଓକୁ ପୁରା ନଦେଖି ଗୋଟିଏ ଲାଇନ୍ କୁ ନେଇ ବିବାଦ କରାଯାଉଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like