-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

କଳାପାହାଡ଼’ ଚଳଚ୍ଚିତ୍ର ପାଇଁ ଅଡ଼ିସନ୍ ଅନୁଷ୍ଠିତ

21-Mar-2022



‘ଭବନେଶ୍ୱର,: ଏସ୍‌ଡି ଏଣ୍ଟରଟେନ୍‌ମେଣ୍ଟ୍ ଦ୍ବାରା ନିର୍ମିତ ହେବାକୁ ଯାଉଥିବା ଦ୍ଵିତୀୟ ଚଳଚ୍ଚିତ୍ର ‘କଳାପାହାଡ଼’ ପାଇଁ ଏକ ଅଡ଼ିସନ୍ ଭୁବନେଶ୍ବରସ୍ଥିତ କେଶୁରାଠାର ଅନୁଷ୍ଠିତ ହୋଇଯାଇଛି । ଏକ ଐତିହାସିକ ବିଷୟବସ୍ତୁକୁ ନେଇ ନିର୍ମିତ ହେବାକୁ ଥିବା ଚଳଚ୍ଚିତ୍ରରେ ଅନେକ ନୂଆ ପ୍ରତିଭାବାନ୍ କଳାକାରଙ୍କୁ ସୁଯୋଗ ଦେବାର ଏକ ନିଆରା ପଦକ୍ଷେପ ପ୍ରଯୋଜନା ସଂସ୍ଥା ପକ୍ଷରୁ ଆରମ୍ଭ କରାଯାଇଛି। ଆଜି ଅନୁଷ୍ଠିତ ହୋଇଥବା ଏହି ଅଡ଼ିସନ୍‌ରେ ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରୁ ଅନେକ କଳାକାର ଭାଗ ନେବା ସହ ନିଜର ଅଭିନୟର ଯାଦୁ ଦେଖାଇଥିଲେ । ଅଡ଼ିସନ୍‌ର ବିଚାରକ ରୂପେ ଭେଟେରାନ୍ ଅଭିନେତା ଚନ୍ଦନ କର ଓ ଜୀବନ ପଣ୍ଡାଙ୍କ ସହ ପ୍ରଯୋଜକ ପ୍ରଦୀପ କୁମାର ଯୋଗ ଦେଇଥିଲେ । ପ୍ରକାଶ ଥାଉକି ଓଡ଼ିଶାର ପ୍ରଥମ ସହିଦ୍ ଜୟୀ ରାଜଗୁରୁଙ୍କ ଜୀବନ କାହାଣୀ ଉପରେ ଆଧାରିତ ଚଳଚ୍ଚିତ୍ର ‘ମହର୍ଷି’ ପରେ କଳାପାହାଡ଼ ଚଳଚ୍ଚିତ୍ର ନିର୍ମାଣ କରି ଓଡ଼ିଆ ଚଳଚ୍ଚିତ୍ରକୁ ଏକ ନୂଆ ଦିଗରେ ନେବା ପାଇଁ ପ୍ରଯୋଜନା ସଂସ୍ଥା ତରଫରୁ ଯୋଜନା କରାଯାଇଛି। କଳାପାହାଡ଼ ଚଳଚ୍ଚିତ୍ର ପାଇଁ ଅଡ଼ିସନ୍ ଆଗକୁ ମଧ୍ୟ ଜାରି ରହିବ ବୋଲି କାର୍ଯ୍ୟକ୍ରମ ସଂଯୋଜକ ନୀରଜ କୁମାର ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like