-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

ରୋଟାରୀ ଜିଲ୍ଲା ଗଭର୍ଣ୍ଣର ଙ୍କ ରୋଟାରୀ କ୍ଳବ ପରିଦର୍ଶନ

21-Mar-2022



ବ୍ରହ୍ମପୁର୍ରୋ (ଉମା ମହାରଣା) ଟାରୀ ଜିଲ୍ଲା-୩୨୬୨ର ଗଭର୍ଣ୍ଣର ଶାନ୍ତନୁ କୁମାର ପାଣି ୨୧ ତାରିଖ ଦିନ ବ୍ରହ୍ମପୁର ରୋଟାରୀ କ୍ଳବ ସମୂହର ପରିଦର୍ଶନ ରେ ଆସି ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟ  ହ ବିଭିନ୍ନ କାର୍ଯ୍ୟକ୍ରମ ର ଅନୁଧ୍ୟାନ କରିବା ସହ ସମସ୍ତ ନଥି ପତ୍ର ଯାଞ୍ଚ ସହ କିଛି ସକରାତ୍ମକ ପରାମର୍ଶ ଦେଇଛନ୍ତି ।ପରିଦର୍ଶନ ସମୟରେ ଜିଲ୍ଲାର କାର୍ଯ୍ୟକାରୀ ସଂପାଦକ ଶ୍ରୀ ନିବାସ ପୃଷ୍ଟି ସହଯୋଗ କରିଥିଲେ ।କ୍ଳବ ଦ୍ବାରା ଗ୍ରହଣ କରାଯାଇଥିବା ବିଭିନ୍ନ ପ୍ରକଳ୍ପ ଗୁଡିକର ଉପରେ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଆଗାମୀ ଦିନରେ କ୍ଳବର ସଦସ୍ୟ ସଂଖ୍ୟା ବୃଦ୍ଧି କରିବା ପାଇଁ ପରାମର୍ଶ ଦେଇଥିଲେ ।ପରେ ପରେ କ୍ଳବର ସଭାଗୃହରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା ।ସଭାପତି କାମରାଜୁ ମହାରଣା ଙ୍କସଭାପତି ତ୍ବରେ ଅନୁଷ୍ଠିତ ଏଇ ବୈଠକରେ  ଗଭର୍ଣ୍ଣର  ପାଣି ମୁଖ୍ୟ ଅତିଥି ଭାବେ ଯୋଗଦେଇ  ଉପସ୍ଥିତ ରୋଟାରିଆଅନ ତଥା ଜନସାଧାରଣଙ୍କୁ ରୋଟାରୀର ସାଂପ୍ରତିକ କାର୍ଯ୍ୟଧାରା ଓ ରୋଟାରୀ ଆନ୍ ମାନଙ୍କ କର୍ତ୍ତବ୍ୟ ଉପରେ ଆଲୋକପାତ କରିଥିଲେ । ଆସିଷ୍ଟାଣ୍ଟ ଗଭର୍ଣ୍ଣର ଅଜୟ ବୈଶ୍ୟରାଜୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବକ୍ତବ୍ଯ ରଖିଥିଲେ ।ଏଇ ଅବସରରେ ଡାକ୍ତର ଗୌରବ କୁମାର ସାହୁ, ଡାକ୍ତର ଅର୍ପିତା ମହାନ୍ତି ଓ ଡାକ୍ତର ଦୀପକ କୁମାର  ଚୌଧୁରୀଙ୍କୁ ନୂତନ ସଭ୍ୟ ଭାବେ ଗ୍ରହଣ କରାଯାଇ ଗଭର୍ଣ୍ଣରଙ୍କ ଦ୍ବାରା ରୋଟାରୀ ପିନ୍ ପ୍ରଦାନ କରାଯାଇଥିଲା ।ଏଇ କାର୍ଯ୍ୟକ୍ରମରେ ପୂର୍ବତନ ସଭାପତି ଡାକ୍ତର ସମ୍ବିତ ବେଗ୍ ରାୟ ସଂଯୋଜନା କରି ଥବା ବେଳେ ସଂପାଦକ ଜୟନ୍ତ କିଶୋର ପାତ୍ର, ରାଜେଶ୍ବର ରାଓ, ପ୍ରଦୀପ କୁମାର ପଣ୍ଡା, ଜଗଜୀବନ ପାତ୍ର, ଗଦାଧର ରାଉଳ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଏବଂ ଶେଷରେ ପ୍ରାକ୍ତନ ସଭାପତି ପି. ସତ୍ୟ ନାରାୟଣ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like