-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

ଆନ୍ତଃ ରାଜ୍ୟ ଗାଡି ଚୋର ରେକେଟ ର ଅଭିଯୁକ୍ତ ଙ୍କୁ ଗିରଫ ସହ ୨୨ ଗୋଟି ବୁଲେରୋ ସହ ୧୫ ଲକ୍ଷ ଟଙ୍କା ର ସ୍ପେୟାର ପାର୍ଟସ ଜବତ

23-Mar-2022



ବଲାଙ୍ଗୀର(ପ୍ରେରଣା ଖବର) :ଆନ୍ତଃରାଜ୍ୟ ଗାଡ଼ିଚୋର ରାକେଟ୍‌ର ପର୍ଦ୍ଦାଫାଶ କରିଛି ବଲାଙ୍ଗୀର ପୋଲିସ । ବଲାଙ୍ଗୀର ର ବିଭିନ୍ନ ଥାନା ଅଞ୍ଚଳରୁ କାର୍‌,ବୋଲେରୋ ଚୋରି କରି ଆନ୍ଧ୍ରରେ ବିକ୍ରି କରୁଥିଲେ ଏହି ଗ୍ୟାଙ୍ଗ୍‌। ପୋଲିସ ଲୁଟ ଘଟଣାରେ ସମ୍ପୃକ୍ତ ୫ ଜଣ ଲୁଟେରାଙ୍କ ସହ ୫ଜଣ କ୍ରେତାଙ୍କୁ ଗିରଫ କରିଛି । ତାଙ୍କ ନିକଟରୁ ପୋଲିସ ୨୨ଟି ବୋଲେରୋ ଜବତ କରିବା ସହ ୧୫ ଲକ୍ଷ ଟଙ୍କାର ଲୁଟ ସ୍ପେୟାର ପାର୍ଟସ ଜବତ କରାଯାଇଛି ବୋଲି ଖବରଦାତା ସମିଳନୀରେ ବଲାଙ୍ଗୀର ଏସ୍‌ପି ନିତିନ କୁଶଲକର ସୂଚନା ଦେଇଛନ୍ତି।

ବଲାଙ୍ଗୀର ଏସ୍‌ପି ନିତିନ କୁଶଲକରଙ୍କ ନିର୍ଦ୍ଦେଶ କ୍ରମେ ସଦର ଏସ୍‌ଡିପିଓ ତୋଫାନ ବାଗଙ୍କ ତତ୍ତ୍ୱାବଧାନରେ ବଲାଙ୍ଗୀର ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର ବିଭିନ୍ନ ସ୍ଥାନରେ ଚଢାଉ କରି ୨୨ଟି ବୋଲେରୋ ଜବତ କରିବାରେ ସଫଳ ହୋଇଛି। ପୋଲିସ ଲୁଟ ଘଟଣାରେ ସମ୍ପୃକ୍ତ ୫ ଜଣ ଲୁଟେରାଙ୍କ ସହ ୫ଜଣ କ୍ରେତାଙ୍କୁ ଗିରଫ କରିଛି। ଏପରି କି ପୋଲିସ ୧୫ ଲକ୍ଷ ଟଙ୍କାର ଲୁଟ ସ୍ପେୟାର ପାର୍ଟସ ଜବତ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like