-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

ଜିଲାସ୍ତରୀୟ ଓଡ଼଼ିଶା ଦିବସ ପାଳନ ସମାରୋହକୁ ସରସ ସୁନ୍ଦର ଭାବରେ ପାଳନ କରିବାକୁ ଆହ୍ୱାନ ଜଣାଇଲେ ଜିଲାପାଳ

23-Mar-2022



ବୌଦ୍ଧ (ପ୍ରେରଣା ଖବର) ଅପରାହ୍ନ ୪ ଘଂଟା ସମୟରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ୮୭ତମ ଓଙ୍ଗ଼ିଶା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠଳରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇ ପ୍ରସ୍ତାବ ଗ୍ରହଣ କରାଯାଇଥିଲା । ଅପ୍ରେଲ ୧ ତାରିଖ ଦିନ ପ୍ରାତଃ ୪.୩୦ ସମୟରେ ଜିଲା ସୂଚନା ଓ ଲୋକସଂପର୍କ ବିଭାଗ ଆନକୂଲ୍ୟରେ ଡାକବାଜି ଯନ୍ତ୍ର ମାଧ୍ୟମରେ ବନ୍ଦେ ଉତ୍କଳ ଜନନୀ ବୌଦ୍ଧ ସହରସାରା ପରିବେଷଣ କରାଯାଇଥିଲା । ପରେ ପରେ ସକାଳ ୮ ଘଂଟା ସମୟରେ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକରେ ଓଡ଼଼ିଶା ଦିବସ ପାଳନ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା । ସକାଳ ୮.୩୦ ସମୟରେ ସହରରେ ବିଭିନ୍ନ ସ୍ଥାନରେ ସ୍ଥାପିତ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରାଯିବ । ଓଙ୍ଗ଼ିଶା ଦିବସ ଉପଲକ୍ଷେ ମୁଖ୍ୟ ସମାରୋହ ସନ୍ଧ୍ୟା ୬ ଘଣ୍ଟା ସମୟରେ ଜିଲା ସଂଗ୍ରହାଳୟଠାରେ ଅନୁଷ୍ଠିତ ହେବ । ଏହି ଅବସରରେ ଓଡ଼଼ିଶା ଦିବସ ସମାରୋହ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ବନ୍ଦେ ଉତ୍କଳ ଜନନୀ କାର୍ଯ୍ୟକ୍ରମ ଜିଲା ପୋଲିସ ବେଣ୍ଡ ଦ୍ୱାରା ପରିବେଷଣ ହେବ ।  ଏହି ଦିବସ ପାଳନ ଅବସରରେ ସନ୍ଧ୍ୟା ସମୟରେ ଜିଲାର ସମସ୍ତ ବେସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଗୁଡିକରେ ରଙ୍ଗିନ ଆଲୋକ ସଜ୍ଜା କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି । ମାର୍ଚ୍ଚ ୨୮ ତାରିଖ ଦିନ ଜିଲାର ସମସ୍ତ ଉଚ୍ଚ ବିଦ୍ୟାଳୟସ୍ତରୀୟ ୮ମ ରୁ ୧୦ମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ମଧ୍ୟରେ  ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏହି ପ୍ରତିଯୋଗିତାରେ ପ୍ରଥମ ବିବେଚିତ ଛାତ୍ରଛାତ୍ରୀଙ୍କୁ ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ପଠାଯିବ । ଏହାବ୍ୟତୀତ ମଧ୍ୟ ଈଂରାଜୀ ବିଦ୍ୟାଳୟ( ୬ଷ୍ଠ ଓ ୭ମ ଶ୍ରେଣୀ)ସ୍ତରୀୟ ଦେଶାତ୍ମବୋଧକ ସଙ୍ଗୀତ, ପ୍ରାଥମିକ ବିଦ୍ୟାଳୟ(୧ମ ରୁ ୫ମ ଶ୍ରେଣୀ)ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଓଡ଼଼ିଶା ଦିବସ ଉପଲକ୍ଷେ ଜିଲାର ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଏବଂ ସରକାରୀ ବେସରକାରୀ କାର୍ଯ୍ୟାଳୟର ନାମଫଳକ ଓଡିଆରେ ଲେଖାଯିବାକୁ ବୈଠଳରେ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ । ଓଡ଼ିଶା ଦିବସ ଅବସରେ ବୌଦ୍ଧଜିଲା ପାଇଁ ଅବଦାନ ଥିବା ବୁଣାକାର,କଳାକାର,କାରୀଗର,ଖାଦ୍ୟ ପ୍ରସ୍ତୁତି ତଥା ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଟ ଦକ୍ଷତା ଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି । ବୈଠକରେ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହରା,ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା,ଏନଏସି ନିର୍ବାହୀ ଅଧିକାରୀ ଇଂ.ମନୋରଞ୍ଜନ ପଣ୍ଡା, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ବିକେଆରସି ହେମ୍ବ୍ରମ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like